-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜନୀତି

ମମିତା ମେହେର ପରିବାରଙ୍କୁ ଭେଟିଲେ ରାଜ୍ୟ ସଭାପତି

08-Oct-2023



ହତ୍ୟାକାଣ୍ଡରେ ତତ୍କାଳୀନ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମେତ ବହୁ ପ୍ରଭାବଶାଳୀ ବ୍ୟକ୍ତିଙ୍କ ହାତ ଥିବାରୁ ସଠିକ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ନୈତିକ ସାହସ ନାହିଁ

ବଲାଙ୍ଗିର/ଭୁବନେଶ୍ୱର(ପ୍ରେରଣା ଖବର ): ବହୁଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ହେବାର ୨ ବର୍ଷ ବିତିଗଲାଣି । ତଥାପି ପ୍ରକୃତ ଦୋଷୀକୁ ଦଣ୍ଡ ମିଳିଲା ନାହିଁ କି ତାଙ୍କ ପରିବାରକୁ ନ୍ୟାୟ ମିଳିଲା ନାହିଁ । ମମିତା ମେହେର ଜଘନ୍ୟ ହତ୍ୟାକାଣ୍ଡରେ ତତ୍କାଳୀନ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସମେତ ବହୁ ପ୍ରଭାବଶାଳୀ ବ୍ୟକ୍ତିଙ୍କ ହାତ ଥିବାରୁ ସଠିକ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କ ନୈତିକ ସାହସ ନାହିଁ । ମମିତା ମେହେର ହତ୍ୟାରେ ସଂଶ୍ଳିଷ୍ଟ ସାକ୍ଷୀଙ୍କ ଜେଲ୍‌ରେ ଥିବାବେଳେ ମୃତ୍ୟୁ ହୋଇଗଲା । ସେ ବି ଆଜି ପର୍ଯ୍ୟନ୍ତ ରହସ୍ୟ ଘେରରେ ରହିଛି । କାଳବିଳମ୍ବ ନକରି ରାଜ୍ୟ ସରକାର ଏହି ଘଟଣାର ତଦନ୍ତ ସିବିଆଇ ଦ୍ୱାରା କରାନ୍ତୁ ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଦାବୀ କରିଛନ୍ତି ।
ରାଜ୍ୟ ସଭାପତି ଶ୍ରୀ ସାମଲ ଆଜି ବଲାଙ୍ଗୀର ଜିଲ୍ଲା ତୁରେଇକେଲା ବ୍ଲକ ଅନ୍ତର୍ଗତ ଝରନୀ ଗ୍ରାମକୁ ଯାଇ ସ୍ୱର୍ଗତଃ ମମିତା ମେହେରଙ୍କ ବାପା, ମା, ଭାଇ ଏବଂ ଅନ୍ୟାନ୍ୟ ପରିବାର ସଦସ୍ୟଙ୍କୁ ଭେଟି ବିସ୍ତୃତ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ବାରମ୍ବାର କହୁଛନ୍ତି ଆଇନ ଉର୍ଦ୍ଧ୍ୱରେ କେହି ନୁହଁନ୍ତି କିନ୍ତୁ କାର୍ଯ୍ୟରେ ଓଲଟା କରୁଛନ୍ତି । ବର୍ତମାନ ସୁଦ୍ଧା ପରିବାରବର୍ଗକୁ ନ୍ୟାୟ ନମିଳିଥିବାରୁ ରାଜ୍ୟ ସଭାପତି ଅସନ୍ତୋଷ ପ୍ରକାଶ କରିବା ସହିତ ଘଟଣାର ତଦନ୍ତ ସିବିଆଇ ଦ୍ୱାରା କରାଇବାକୁ ପୁଣି ଥରେ ଦାବୀ କରିଛନ୍ତି । ଏହି ଅବସରରେ ସାଂସଦ ସଙ୍ଗୀତା ସିଂହଦେଓ, ବରିଷ୍ଠ ନେତା କେ.ଭି.ସିଂହଦେଓ, ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ରାଜ୍ୟ ସଂପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଲକ୍ଷ୍ମଣ ବାଗ୍‌, ଜିଲ୍ଲା ପରିଷଦ ସଦସ୍ୟ ଶବ୍ଦ ମିର୍ଦ୍ଧା ଓ ଅନିମା ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


  


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like