-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜ଼ିଲ୍ଲା ବ୍ରାହ୍ମଣ ମହାସଭା ଆନୁକୂଲ୍ୟରେ ସାମୁହିକ ତିଲ ତର୍ପଣ

08-Oct-2023



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର ): ବଲାଙ୍ଗୀର ଜିଲ୍ଲା ମହାସଭା ଆନୁକୂଲ୍ୟରେ ଆଜି ସକାଳ ୯ଘଣ୍ଟା ସମୟରେ ପୂର୍ବପୁରୁଷଙ୍କ ପ୍ରୀତ୍ୟାର୍ଥେ ସାମୁହିକ ଭାବରେ ତିଲତର୍ପଣ କାର୍ଯ୍ୟକ୍ରମ ବ୍ୟବସ୍ଥା କରାଯାଇଥିଲା l ଏଥିରେ ସହରର ଓ ଆଖପାଖ ଅଂଚଳରୁ ପ୍ରାୟ ପଚାଶ ରୁ ଉର୍ଦ୍ଧ ବ୍ରାହ୍ମଣ ଯୋଗ ଦେଇଥିଲେ l ଏହି ପବିତ୍ର ତିଲତର୍ପଣ କାର୍ଯ୍ୟକ୍ରମକୁ ପାଞ୍ଚଜଣ ମହାନ ପଣ୍ଡିତ କିଶୋର ମିଶ୍ର, ସନ୍ତୋଷ ମିଶ୍ର, ସନ୍ତୋଷ ଶତପଥି,ଶିବ ପ୍ରସାଦ ମିଶ୍ର ଓ ରାଜପୁରୋହିତ ସନ୍ତୋଷ କୁମାର ଦାଶ ଶାସ୍ତ୍ରସମ୍ମତ ଵିଧି ଅନୁଯାୟୀ ମନ୍ତ୍ର ଉଚ୍ଚାରଣ କରି ସୁଚାରୁରୂପେ ତୁଲାଇଥିଲେ l ଏଥିରେ ବ୍ରାହ୍ମଣ ସମାଜର ସଭାପତି ଶ୍ରୀଯୁକ୍ତ ଧନଞ୍ଜୟ ମିଶ୍ର କର୍ତା ରୂପେ ଓ ସମ୍ପଦକ ଶ୍ରୀଯୁକ୍ତ ଜୟରାମ ମିଶ୍ର,କୋଷାଧକ୍ଷ ପର୍ଶୁରାମ ନାୟକ ତଥା ଅନ୍ୟ କାର୍ଯ୍ୟକାରୀ ସଦସ୍ୟଗଣ ଉପସ୍ଥିତ ରହି ତିଲତର୍ପଣ କାର୍ଯ୍ୟକୁ ଆଗେଇନେଥିଲେ l ଏହି କାର୍ଯ୍ୟକ୍ରମରେ ନରସିଂହ ମନ୍ଦିରର ମହନ୍ତ ମହାରାଜ ଉପସ୍ଥିତ ରହି ଆଶୀର୍ବଚନ ପ୍ରଦାନ କରିଥିଲେ l ଏହି ମହାନ ପବିତ୍ର ତିଲତର୍ପଣ କାର୍ଯ୍ୟକ୍ରମରେ ନୀଳମଣି ମିଶ୍ର,ଗୋପବନ୍ଧୁ ପୁରୋହିତ, ପୁରୁଷୋତ୍ତମ ପଣ୍ଡା, ନରେନ୍ଦ୍ର ଆଚାର୍ଯ୍ୟ, ସିଦ୍ଧେଶ୍ଵର ପାଣିଗ୍ରାହୀ,ଲୋକନାଥ

ନେପାକ,କିଶୋର ପୁରୋହିତ, ଇ' କିଶୋର ମୋହନ ମିଶ୍ର, ଧର୍ମ ପ୍ରସାଦ ଆଚାର୍ଯ୍ୟ, ପ୍ରଦୀପ ଗୁରୁ, ରାଜେନ୍ଦ୍ର ମିଶ୍ର, ସନ୍ତୋଷ ତ୍ରିପାଠୀ, ଜୟ ନାରାୟଣ ବେହେରା, ରଘୁନାଥ ମିଶ୍ର, କୃପାସିନ୍ଧୁ ମିଶ୍ର, ପୂର୍ଣ୍ଣଚନ୍ଦ୍ର ପାଣି ଓ ସଂକୀର୍ତନ ତ୍ରିପାଠୀ ଯୋଗଦାନ କରି ଏହି କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ l ସୂଚନାରୁ ପ୍ରକଶ ଯେ,ଆଗାମୀ ଦିନରେ ଏପରି ଆହୁରି ଅନେକ ପୂଣ୍ୟ କାର୍ଯ୍ୟକ୍ରମ ବ୍ରାହ୍ମଣ ମହାସଭା ହାତକୁ ନେବାକୁ ସ୍ଥିର କରିଅଛି l
ଏପରି ନିଆରା ତଥା ମହାନ ପୂର୍ଣ୍ଣ୍ୟ କାର୍ଯ୍ୟକୁ ଦେଖି ସହରର ବୁଦ୍ଧିଜୀବୀ ତଥା ସାଧାରଣ ବର୍ଗ ଆନନ୍ଦ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like