-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଚିକିତ୍ସାରେ ଅର୍ଥ ସାଜିଛି ବାଧକ, ବିଛଣାରେ ପଡିରହିଛି ମହାବୀର

15-Dec-2020



(ପ୍ରେରଣା ଖବର) ଦେବଗଡ଼: ଯନ୍ତ୍ରଣାରେ ଜର୍ଜରିତ ୮ ବର୍ଷୀୟ ମହାବୀର । ଯେଉଁ ବୟସରେ ଖେଳକୁଦ, ପାଠପଢାରେ ସମୟ ବିତାଇବା କଥା ସେହି ସମୟରେ ସେ ବିଛଣାରେ ପଡିରହିଛି । ବର୍ତ୍ତମାନ ମହାବୀରଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜି ଥିବାରୁ ତାଙ୍କର ପରିବାରବର୍ଗ ଚିକିତ୍ସା ପାଇଁ ଆଜି ଜିଲ୍ଲାପ୍ରଶାସନର ଦ୍ବାରସ୍ଥ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ, ପୌରାଚଂଳର ୭ ନଂ ୱାର୍ଡର ସୁନିଲ ବେହେରାଙ୍କ ପୁଅ ଆଠ ବର୍ଷର ପୁଅ ମହାବୀର । ଜନ୍ମରୁ ମହାବୀର ସୁସ୍ଥ ଥିବାବେଳେ ପ୍ରାୟ ୧ ବର୍ଷ ହେବ ଗୋଡରୁ ମୁହଁ ପର୍ଯ୍ୟନ୍ତ ପାଣି ଜମିଯାଇ ହାତଗୋଡ ଫୁଲିଯାଉଛି। ଫଳରେ ଶିଶୁଟି ଚାଲିବୁଲି ନପାରି ବାଧ୍ୟ ହୋଇ ବିଛଣାରେ ପଡିରହୁଛି। ମହାବୀର ଚିକିତ୍ସା ପାଇଁ ତାଙ୍କର ପରିବାରବର୍ଗ ପ୍ରଥମେ ତାଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ବୁର୍ଲା ବଡ଼ ଡାକ୍ତରଖାନା ଓ ପରେ ମହାବୀରକୁ କଟକରେ ଚିକିତ୍ସା ପାଇଁ ପରିବାର ପକ୍ଷରୁ ନିଆଯାଇଥିଲା । ମାତ୍ର ଅତ୍ୟନ୍ତ ଗରୀବ ଶ୍ରେଣୀର ସୁନୀଲ ଚିକିତ୍ସା ପାଇଁ ଧାର ଉଧାର କରି ନେଇଥିବା ଟଙ୍କା ସରିଯିବାରୁ ଅଧା ଚିକିତ୍ସାରୁ ସୁନୀଲକୁ ଘରକୁ ଫେରାଇ ଆଣିଥିଲେ। ମହାବୀରଙ୍କ ବାପା ସୁନିଲଙ୍କର ଡାହାଣ ହାତଟି କିଛି ବର୍ଷ ପୂର୍ବେ ଭାଙ୍ଗି ଯାଇଥିବା ବେଳେ ଅର୍ଥ ଅଭାବରୁ ଚିକିତ୍ସା କରି ନପାରି ସବୁଦିନ ପାଇଁ ଅକର୍ମଣ୍ୟ ହୋଇଯାଇଥିଲେ। ଚଳୁଥିବା ଗୋଟିଏ ହାତରେ ଅନ୍ୟ ଘରେ ଦିନ ମଜୁରୀ କାମ କରି ପରିବାର ପୋଷୁଥିବା ସୁନୀଲଙ୍କ ପାଇଁ ପୁଅ ମହାବୀରର ଅଧିକ ଚିକିତ୍ସା ପାଇଁ ବର୍ତ୍ତମାନ ପରିସ୍ଥିତିରେ ଚିକିତ୍ସାରେ ଅର୍ଥ ସାଜିଛି ବାଧକ । ଯେଉଁ ବୟସରେ ମହାବୀର ପାଠପଢିବା ସହ ସାଙ୍ଗମାନଙ୍କ ସହିତ ଖେଳକୁଦରେ ସମୟ ବିତାଇବା କଥା ସେ ଏବେ ଯନ୍ତ୍ରଣାରେ ବିଛଣାରେ ପଡିରହିଛି । ତାଙ୍କର ଚିକିତ୍ସାରେ ଅର୍ଥ ବାଧକ ସାଜିଥିବାବେଳେ ଏଭଳି ପରିସ୍ଥିତିରେ ତାଙ୍କର ବାପା ସୁନୀଲ ଅନ୍ୟ କୌଣସି ଉପାୟ ନପାଇ ମହାବୀରଙ୍କ ଚିକିତ୍ସା ପାଇଁ ଆଜି ଜିଲ୍ଲାପାଳଙ୍କ ନିକଟରେ ଦ୍ବାରସ୍ଥ ହୋଇଛନ୍ତି । ଯଦି ମହାବୀରଙ୍କ ଚିକିତ୍ସା ପାଇଁ ପ୍ରଶାସନିକ ସହାୟତା ପ୍ରଦାନ କରିବା ପାଇଁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like