-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କୋକସରା ତହସିଲ କାର୍ଯ୍ୟାଳୟରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନଷ୍ଠିତ

09-Oct-2023



 

କଳାହାଣ୍ଡି
କୋକସରା
ତା -୦୯/୧୦/୨୦୨୩
( ତ୍ରିନାଥ ବେଶ୍ରା)


କଳାହାଣ୍ଡି ଜିଲ୍ଲାରେ ପ୍ରଥମ ଥର ପାଇଁ କୋକସରା  ତହସିଲ କାର୍ଯ୍ୟାଳୟ ପକ୍ଷରୁ କୋକସରା ତହସିଲଦାର ଶ୍ରୀଯୁକ୍ତ ଦେବବ୍ରତ କରାଟି ଙ୍କ ତ୍ୱତ୍ବାବଧାନ ରେ କୋକସରା ତହସିଲ୍ କାର୍ଯ୍ୟାଳୟ ପରିସରରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଳକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଉତ୍ତମ କୁମାର ବାଗ, ସମ୍ମାନିତ ଅତିଥି ଭାବେ କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼. ତତ୍ୱଦର୍ଶୀ ଦାସ,  ଡ଼. ନିୟତି ପଣ୍ଡା, ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା, ଓକିଲ ସଂଘ ସମ୍ପାଦକ ଲକି ଧର ମେହେର,ସମାଜସେବୀ ରମେଶ ଦୁର୍ଗା ଉପସ୍ଥିତ ରହି ସ୍ବେଚ୍ଛାକୃତ ରକ୍ତଦାନ ଶିବିର କୁ ଉଦଘାଟନ କରିଥିଲେ। ଏହି ଅବସରରେ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିବା ପାଇଁ କୋକସରା ତହସିଲଦାର ଦେବବ୍ରତ କରାଟି ପ୍ରଥମେ ନିଜେ ରକ୍ତଦାନ କରିବା ସହ ଅନ୍ୟ ର ଜୀବନ କୁ ବିପଦ ସମୟରେ ରକ୍ତଦାନ କରି ବଞ୍ଚାଇବା ମଣିଷ ର ପ୍ରଥମ କର୍ତ୍ତବ୍ୟ ବୋଲି କହିଥିଲେ। ଏହି ଶିବରରେ ପୋଲିସ, ଅଗ୍ନିଶମ ବିଭାଗ,ରାଜସ୍ବ ବିଭାଗ, ଅଙ୍ଗନୱାଡି କର୍ମି, ସାମ୍ବାଦିକ, ଶିକ୍ଷକ ସମେତ ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ସହଯୋଗ କରି ରକ୍ତଦାନ କରିଥିଲେ |ରକ୍ତଦାନ ଶିବିରରେ ମୋଟ ୬୮ ୟୁନିଟ ରୁ ଉର୍ଦ୍ଧ ରକ୍ତ ସଂଗ୍ରହ ହୋଇଥିବା ବେଳେ ଧର୍ମଗଡ଼ ରୁ ରକ୍ତ ଭଣ୍ଡାର ର କର୍ମଚାରୀ ମାନେ ରକ୍ତ ସଂଗ୍ରହ କରିଥିଲେ |  ଶିବର ଆୟୋଜନ ରେ ରାଜସ୍ୱ କର୍ମଚାରୀ ସୁଶ୍ରୀ ଝାନ୍ସି ରାଣି ଦିଶାରୀ, ମମତା ସାଏ, ବିମଲ ପୁଝାରି, ବୈଷ୍ଣବ ଜେନା, ଚନ୍ଦନ ଖମାରି, ରମଣି ରଞ୍ଜନ ପ୍ରଧାନୀ,ଆଇନଜୀବୀ ମାନସ ରଞ୍ଜନ ସିଂ, ତପନ ଦାସ, ପ୍ରେମଲାଲ ସିଂ, କର୍ମଚାରୀ ଦୀପକ କୁମାର ସାହୁ,ପ୍ରମୋଦ ବେହେରା,ଧନୁ ଦୁର୍ଗା, ପ୍ରଦୀପ୍ତ କୁମାର ସାହୁ, ଖଗେଶ୍ୱର ପାଣିଗ୍ରାହୀ, ଗଣେଶ ପାଣିଗ୍ରାହୀ, ଭୁବନେଶ୍ୱର ବାଗ, ପ୍ରମୋଦ ବେହେରା, କ୍ଷୀରସିନ୍ଧୁ ରାଉତ, ସୁଡୁଲ କାଷ୍ଟ ଫେଡେରେସନ ସମାଜସେବୀ  ରମେଶ ଦୁର୍ଗା, ଧବଳେଶ୍ବର ନାଗ,କୌଶିକ ଦୁରିଆ,ପରମେଶ୍ୱର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like