-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପ୍ରତି ଶିଶୁ ପାଇଁ ପରିବାର ଜରୁରୀ, ୱାଇସିଡିଏ  ର ଦାନ ଉତ୍ସବ

09-Oct-2023



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ହୋଟେଲ ଗାର୍ଡେନ ଇନ୍ ପରିସର ରେ ବଲାଙ୍ଗୀର ର ୧୦୦ ରୁ ଉର୍ଧ ବୁଦ୍ଧିଜୀବୀ, ସମାଜସେବୀ, ସ୍ୱେଚ୍ଛାସେବୀ, ତଥା ଶିଶୁ ମାନଙ୍କୁ ଭଲ ପାଇଥିବା ବ୍ୟକ୍ତି ବିଶେଷ ଙ୍କୁ ନେଇ ଏକ ସୁରକ୍ଷା କାର୍ଯ୍ୟକ୍ରମ ବା ଦାନ ଉସ୍ତାବ ପାଳନ କର ଯାଇଛି । ସାଧାରଣତଃ ଅକ୍ଟୋବର ୨ ରୁ  ୮ ତାରିଖ ପର୍ଯ୍ୟନ୍ତ ସାରା ଭାରତ ବର୍ଷ ରେ ଏହି ସପ୍ତାହ ଟି କୁ ଦାନ ଉତ୍ସବ ରୂପେ ପାଳନ କରା ଯାଏ । ଯାହା ଦେବାରେ ଆନନ୍ଦ ଓ ନେବାରେ ଆନନ୍ଦ କାର୍ଯ୍ୟକ୍ରମ ରହିଥାଏ । ଏହି ଅବସର ରେ YCDA ସୁରକ୍ଷା କାର୍ଯ୍ୟକ୍ରମ କୁ  ଏଥିସହିତ ଯୋଡି ୧୦୦ ରୁ ଉର୍ଧ୍ଵ ଶିଶୁ ଯେଉଁ ମାନେ ପିତା ମତ ଙ୍କର ସ୍ନେହ ଓ ଯତ୍ନ ରୁ ବଂଚିତ ଅଛନ୍ତି ସେମାନଙ୍କର ପ୍ରାଥମିକ ଆବଶ୍ୟକତା କୁ ପୁରାଣ କରିବା ପାଇଁ ଆଗେଇ ଆସିଛି ।ସଂଗୀତ ଅନୁଷ୍ଠାନ ସ୍ବର ଝଙ୍କାର  ର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଏକ ଆଲୋଚନାଚକ୍ର ର ଆୟୋଜନ କରାଯାଇ ଥିଲା । ଯେଉଁ ଥିରେ ଶିଶୁ ମନାକର ସର୍ବୋତ୍ତମ ଅଧିକାର ତଥା ସମୁଖିନ୍ନ ହେଇଥିବା ସମସ୍ୟା ଉପରେ ଆଲୋକପାତ କରାଯାଇ ଥିଲା । ଉପସ୍ଥିତ ବୁଦ୍ଧିଜୀବୀ ତଥା ଅଂଶଗ୍ରହଣକାରୀ ମାଙ୍କୁ ପରିବାର ର ଆବଶ୍ୟକତା ଉପରେ ସଚେତନତା କରାଯାଇଥିଲା । ଉକ୍ତା କାର୍ଯ୍ୟକ୍ରମ ରେ ବିକଳ୍ପ ପରିବାର ରେ ବଢିଥିବା ଶିଶୁ ମାନେ ନିଜର ଅନୁଭୂତି କୁ ଉପଥପାନା କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ରଖା ଯାଇଥିଲା । ଉକ୍ତା କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଶ୍ରୀ ରାଜେନ୍ଦ୍ର ମେହେର , ସମ୍ପାଦକ YCDA, ଶ୍ରୀ ବିପିନ ବିହାରୀ ମହାନ୍ତି , ଡକ୍ଟର. ସଂଜୟ କୁମାର ମିଶ୍ର, ଶ୍ରୀମତୀ ସରସ୍ବତୀ ନନ୍ଦ,  ଦିଲୀପ କୁମାର ଯୋଶୀ ଓ ପ୍ରଦୀପ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ କୁ ସମ୍ପୂର୍ଣ କରିବାରେ ସାହାଯ୍ୟ କରିଥିଲେ । କାର୍ଯ୍ୟକ୍ରମ କୁ YCDA ପରିବାର ର ସମସ୍ତ କର୍ମ କର୍ତା ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like