-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବାବୁପାଲି ଠାରେ ମା ରାମଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ କୁଲତା ସମାଜର ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

09-Oct-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଵାବୁଫାଷଡ ପଂଚାୟତ ଅନ୍ତର୍ଗତ ବାବୁପାଳୀ ଠାରେ ଥିବା ମାଆ ରାମଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ କୁଲତା ସମାଜର ଷଷ୍ଠ ତମ ନୂଆଖାଇ ଭେଟଘାଟ କାର୍ଯକ୍ରମ ଧୁମଧାମରେ ପାଳିତ ହୋଇଯାଇଛି।ଏହି ନୂଆଁଖାଇ ଭେଟଘାଟ କାର୍ଯକ୍ରମ ରେ କୁଲତା ସମାଜର ଆଞ୍ଚ୍ଚଲିକ ସଭାପତି ଶ୍ରୀ ଅଲେଖ ସାହୁ, ଆଞ୍ଚଳିକ ସମ୍ପାଦକ ହୃଷୀକେଶ ପଧାନ ଉପସ୍ଥିତ ଥିବାବେଳେ ସଭା ପରିଚାଳନା କରିଥିଲେ ଶ୍ରୀ ନାରାୟଣ ସାହୁ l ଏହି ନୁଆଁଖାଇ ଭେଟଘାଟ କାର୍ଯକ୍ରମ କୁ ଅତିଥି ଭାବରେ ସ୍ଥାନୀୟ ବିଧାୟକ ଡ଼. ମୁକେଶ ମହାଳିଙ୍ଗ,ବଲାଙ୍ଗିର କେନ୍ଦ୍ର ସମବାୟ ବ୍ୟାଙ୍କ ନିର୍ଦେଶକ ଶ୍ରୀ ଚିନ୍ତା ମଣି ଭୋଇ, ଆଗଲପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ପୁଇଁତଳା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ, ଜିଲ୍ଳା କୃଷକ ସଭାପତି ଶ୍ରୀ ଜ୍ୟୋତି ପଧାନ, ସମାଜ ସେବୀ ଶ୍ରୀ ଆକାଶ ମିଶ୍ର, ଆଗଲପୁର ଥାନା ଅଧିକାରୀ ଶ୍ରୀ ବାସୁଦେବ ଭୋଇ, ଡାକ୍ତର ଶ୍ରୀ ରଜତ ସାହୁ, ସମାଜ ସେବୀ ଶ୍ରୀ ସୁବ୍ରତ ସିଂ ଓ ବିଜେଡି ରାଜ୍ଯ ପରିଷଦ ସଦସ୍ୟ ଶ୍ରୀ ନୀହାର ରଞ୍ଜନ ବେହେରା ଯୋଗ ଦେଇଥିଲେ l ତା ସଙ୍ଗେ ସଙ୍ଗେ ଅଞ୍ଚଳର ଅନେକ ପଦାଧିକାରୀ, ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଅତିଥି ଭାବରେ ଯୋଗଦେଇ ଥିଲେ l ସମସ୍ତ ଅତିଥି ମାନଙ୍କୁ ଉତ୍ତରୀୟ ଓ ଫୁଲତୋଡ଼ା ଦେଇ ମଞ୍ଚାସିନ କରା ଯାଇଥିଲା l ସମସ୍ତ ଅତିଥି ମାନେ କୁଲତା ସମାଜର କୌଳିକ ବୃତ୍ତି ଚାଷ ଉପରେ ନିର୍ଭର କରୁଥିବା ଲୋକଙ୍କ ବିକାଶ କିପରି ଆଗକୁ ଆହୁରି ହୋଇପାରିବ ସେ ବିଷୟରେ ମତବ୍ୟକ୍ତ କରିଥିଲେ l ସମାଜର ଉନ୍ନତି କିପରି ହୋଇ ପାରିବ ସେ ବିଷୟରେ ନିଜ ନିଜର ସୁଚିନ୍ତିତ ମତାମତ ସହ ଆଗମୀ ଦିନରେ କିପରି ସମାଜର ଲୋକେ ସବୁ କ୍ଷେତ୍ରରେ ଆଗକୁ ବଢ଼ି ପାରିବେ, ଶିକ୍ଷା କ୍ଷେତ୍ରରେ ସମସ୍ତେ କିପରି ଭାବରେ ଆହୁରି ଅଗ୍ରସର ହୋଇ ପାରିବେ ସେ ବିଷୟରେ ମଧ୍ୟ ଆଲୋଚନା କରିଥିଲେ l ଆଲୋଚନା ସରିବା ପରେ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ କୁ ଲୋକେ ବେଶ୍ ଆନନ୍ଦରେ ଉପଭୋଗ କରିଥିଲେ। ପାଖାପାଖି ଅଞ୍ଚଳର ଦଶ ହଜାର ଲୋକଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଥିଲା। ଶେଷରେ ସମସ୍ତ କଳାକାର ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like