-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପୁଇନ୍ତଳା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

09-Oct-2023



ବଲାଙ୍ଗିର , (ପ୍ରେରଣା ଖବର ): ଅକ୍ଟୋବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ପୁଇନ୍ତଳା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୩୬  ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା ।

ତନ୍ମଧ୍ୟରୁ ୨୯ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୭ ଟି ସାମୁହିକ ଦରଖାସ୍ତ ଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ  ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୮ ଟି ମାମଲାର ଶୁଣାଣୀର ସମାଧାନ ତୁରନ୍ତ  ସେହି ଠାରେ ହେଇଛି ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ଶୁଣାଣୀ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଜଣଙ୍କୁ ୭୫ ହଜାର ଟଙ୍କା ସହାୟତା ମଞ୍ଜୁର କରାଯାଇଛି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଗିରିଧାରୀ ସାହୁଙ୍କୁ ଦଶ ହଜାର ଟଙ୍କା, ଡିଙ୍ଗରା ବାରିକଙ୍କୁ ୩୦ହଜାର , କଲ୍ପନା କଟୁଆଲଙ୍କୁ ୨୦ ହଜାର ଓ ବିଜୟ ଶତପଥୀଙ୍କୁ ୧୫ ହଜାର ଟଙ୍କାର ସହାୟତା ଦିଆଯାଇଛି  ।

ଉକ୍ତ ଶିବିର ରେ ଭିନ୍ନକ୍ଷମଙ୍କୁ ବିବାହ କରିଥିବାରୁ ଦୁଇ ଦମ୍ପତି ସ୍ଵାଗତିକ ଦାସ, ରଞ୍ଜନ ଦାସ ଏବଂ ରୋଶନ ସାହୁ , ବାସୁଦେବ ପଧାନଙ୍କୁ ଅଢେଇ ଲକ୍ଷ ଟଙ୍କା ଲେଖାଏଁ ବିବାହ ପ୍ରୋଶ୍ଚାହନ ରାଶି ସାମାଜିକ ସୁରକ୍ଷା ବିଭାଗ ତରଫ ରୁ ସହାୟତା ଦିଆଯାଇଥିଲା  । ଏହି ଜନ-ଅଭିଯୋଗ ଶୁଣାଣୀ  କାର୍ଯ୍ୟକ୍ରମ ରେ ମାଲମୁଣ୍ଡାର ମା ଲକ୍ଷ୍ମୀ ସ୍ଵୟଂ ସହାୟକ ଗୋଷ୍ଠୀ ମାଟି ନିର୍ମିତ ଦୀପ , ମୂର୍ତ୍ତି , ବ୍ୟବହାର ଉପଯୋଗୀ ଜିନିଷ ପ୍ରଦର୍ଶିତ କରିବା ସହ ବିକ୍ରୟ ପାଇଁ ଷ୍ଟଲ ଖୋଲା ଯାଇଥିଲା । ସେହିପରି ମିଶନ ଶକ୍ତି , ମନରେଗା କାମ ଦ୍ଵାରା ଜନସାଧାରଣ ଙ୍କ ଉନ୍ନତି ତଥା ଆୟୁଷ୍ମାନ ଭବ ସଂକଳ୍ପ ସପ୍ତାହ ସ୍ୱାସ୍ଥ୍ୟ ମେଳା ଦ୍ଵାରା ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରା ଯାଇଥିଲା । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ପୁଇନ୍ତଳା ବ୍ଲକ ଅଧ୍ୟକ୍ଷ,  ବଲାଙ୍ଗିର ଉପ ଜିଲ୍ଲାପାଳ ଶ୍ରୀ ତରଣୀ ସୁନା , ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ) କର୍ଣ୍ଣ ମଲିକ , ଜିଲ୍ଲା ମୁଖ୍ୟ ଚିକିଶ୍ଚାଧିକାରୀ ଡାକ୍ତର କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ସାମାଜିକ ନିରାପତ୍ତା ଅଧିକାରୀ ପ୍ରସନ୍ନଜିତ ହୋତା , ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା,  ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିଶ୍ଚାଧିକାରୀ ସୁକାରାମ ମୁଣ୍ଡା ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like