-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବିଜେପିରେ ଗୋଷ୍ଠୀ କନ୍ଦଳ ନାହିଁ , ଆଜି ଓଡ଼ିଶାରେ ଏକ ଅଦୃଶ୍ୟ ଶକ୍ତି ଯିଏ ସିଏମ୍‌ଓ ନାଁ ରେ ଶାସନ ଚାଳାଉଛନ୍ତି- ମନମୋହନ ସାମଲ 

10-Oct-2023



ବଲାଙ୍ଗିର : ବିଜେପିରେ କେବେ ଗୋଷ୍ଠୀ କନ୍ଦଳ ନଥାଏ । ଆମେ ସମସ୍ତେ ଏକ । ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଗତକାଲି ସ୍ଥାନୀୟ ଆର୍‌ଟିଓ ଛକ ଠାରେ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିଲା ମାରପିଟ୍ ହୋଇଥିଲା । ୨୦୧୯ ନିର୍ବାଚନରେ ବିଜେପିର ବିଧାୟକ ପ୍ରାର୍ଥୀ ଥିବା ଅନନ୍ତ ଦାଶ ଓ ବିଜେପି ନେତା ବୋଲାଉଥିବା ବଳରାମ ସିଂଯାଦବ ଙ୍କୁ ବିଜେପି ର ଆଉ ଏକ ଗୋଷ୍ଠି ନିର୍ଦ୍ଧୁମ ମାଡ ମାରିଥିଲେ । ବିଜେପିର ଏହି ଗୋଷ୍ଠୀ କନ୍ଦଳ ପ୍ରସଙ୍ଗ ଉପରେ ଆଜି ସାମ୍ବାଦିକ ମାନେ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ଶ୍ରୀ ସାମଲ ନିଜର ଦମ୍ଭୋକ୍ତିି  ପ୍ରକାଶ କରି କହିଛନ୍ତି ଯେ, ନିଜକୁ ବିଜେପି ଦଳର ନେତା ବୋଲାଉଥିବା ବଳରାମସିଂ ଯାଦବ କେବେ ବିଜେପିରେ ନଥିଲେ ଓ ସେ ବହୁ ଦିନରୁ ବିଜେଡି ରେ ସାମିଲ ଅଛନ୍ତି । କିଛି ଗୁଣ୍ଡାଶ୍ରେଣୀୟ ଲୋକଙ୍କ ହାତ କରି ସେ ଦଳରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବୋଲି ଶ୍ରୀ ସାମଲ କହିଛନ୍ତି । ଶୃଙ୍ଖଳା ହେଉଛି ଆମର ପୁଂଜି । ତେବେ ବିଜେପି ସବୁବେଳେ ଏକ ଓ ଏହି ଦଳରେ କୌଣସି ପ୍ରକାର ଗୋଷ୍ଠୀ କନ୍ଦଳ ଥିବା କଥା କୁ ସେ ସଂପୂର୍ଣ୍ଣ ଅସ୍ୱୀକାର କରିଛନ୍ତି । ଦଳରେ ବିଶୃଙ୍ଖଳା ସୃଷ୍ଟି କରିଥିବା ଲୋକଙ୍କ ବିରୁଦ୍ଧରେ ଦଳ ର ଶୃଙ୍ଖଳା କମିଟି କାର୍ଯ୍ୟାନୁଷ୍ଠନ ନେବ ବୋଲି କହିଛନ୍ତି ।  ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ସାରା ଦେଶ ରେ ଚାଲିଥିବା  ମୋ ଦେଶ ମୋ ମାଟି କର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ବଲାଙ୍ଗୀର ସାର୍କିଟ ହାଉସ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ଶ୍ରୀ ସାମଲ । ଆଜି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସାମଲ ରାଜ୍ୟରେ କୌଣସି ସରକାର କି ବ୍ୟବସ୍ଥା ନ ଥିବା କହିଛନ୍ତି । ଜଳସେଚନର ବିକାଶ ହୋଇନ ଥିବା ଯୋଗୁଁ ଏଠାରେ ଲୋକେ ଦାଦନ ଶ୍ରମିକ ଭାବରେ ବାହାର ରାଜ୍ୟକୁ ଯାଉଛନ୍ତି । ଏଠାରେ ଶିଳ୍ପର ବିକଶ ହେଲେ ରାଜ୍ୟର ବିକାଶ ସମ୍ଭବ ହୋଇପାରିବ ବୋଲି ଶ୍ରୀ ସାମଲ କହିଛନ୍ତି । କେନ୍ଦ୍ର ସରକାରଙ୍କ ଯୁଗାନ୍ତକାରୀ ଉଜାଲା ଯୋଜନା ଓ ଚାଷୀ ମାନଙ୍କ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଶ୍ରୀ ସାମଲ ଆଲୋଚନା କରିଥିଲେ । ଆଜି ଓଡ଼ିଶାରେ ଏକ ଅଦୃଶ୍ୟ ଶକ୍ତି ଯିଏ ସିଏମ୍‌ଓ ନାଁ ରେ ଶାସନ ଚାଳାଉଛନ୍ତି ବୋଲି ଶ୍ରୀ ସାମଲ କହିଛନ୍ତି । ରାଜ୍ୟରେ ବିଜେପି ଶାସନକୁ ଆସିଲେ ରାଜ୍ୟରେ ଜଳସେଚନ, ଶିଳ୍ପ ଓ କୃଷିର ଉନ୍ନତି ପାଇଁ କାମ କରିବ ବୋଲି ଶ୍ରୀ ସାମଲ ପ୍ରତିଶୃତି ଦେଇଛନ୍ତି ।  ଆଜିର ପ୍ରେସ ମିଟ୍ ରେ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂଦେଓ,ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂଦେଓ, ବିଜେପି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ଓ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ  ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like