-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ନଂ.୩ ଖୋଲିବାକୁ ଅବିଭାବକ ସଂଘର ଦାବି, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଜ଼ିଲ୍ଲାପାଳଙ୍କ ଜରିଆରେ ସ୍ମାରକ ପତ୍ର ପ୍ରଦାନ I

10-Oct-2023




ସମ୍ବଲପୁର,-(ସଂଜୀବକୁମାରପାଣିଗ୍ରାହୀ) : ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ପିଲା ମାନଙ୍କର ଶିକ୍ଷାଗତ ଆବଶ୍ୟକତାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ କେନ୍ଦ୍ରୀୟ ବିଦ୍ୟାଳୟ ନଂ.୧ ଏବଂ ନଂ. ୨ ସମ୍ବଲପୁରରେ ଉତ୍କର୍ଷତା ଅନୁସରଣ ପୂର୍ବକ କାର୍ଯ୍ୟ କରିଆସୁଅଛି I ୧୯୬୫ ମସିହାରେ ଓଡିଶାରେ ପ୍ରତିଷ୍ଠିତ ପ୍ରଥମ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ମଧ୍ୟରୁ କେନ୍ଦ୍ରୀୟ ବିଦ୍ୟାଳୟ ନଂ. ୧ ରହିଥିବାବେଳେ ଶିକ୍ଷାର ଆବଶକ୍ୟତା କୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପର୍ଣ କାର୍ଯ୍ୟ ଯୋଗୁଁ ଶିକ୍ଷାନଗରୀ ବୁର୍ଲା ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ନଂ. ୨ ସ୍ଥାପନ ହୋଇପାରିଛି I ତେବେ ଓଡ଼ିଶାର ଦ୍ୱିତୀୟ ରାଜଧାନୀ ବୋଲାଉଥିବା ସମ୍ବଲପୁର ସହରରେ ପ୍ରତିରକ୍ଷା ଏବଂ ପାରା-ସାମରିକ କର୍ମଚାରୀଙ୍କ ସମେତ କେନ୍ଦ୍ରୀୟ ଅନୁଷ୍ଠାନ ଗୁଡିକରେ ସ୍ଥାନାନ୍ତରିତ କାର୍ଯ୍ୟରତ କର୍ମଚାରୀ ଏବଂ ଜ଼ିଲ୍ଲାର ପିଲାମାନଙ୍କର ଶିକ୍ଷାଗତ ଆବଶ୍ୟକତାକୁ ପୂରଣ କରିବା ପାଇଁ ସମ୍ବଲପୁରରେ ଆଉ ଏକ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ କେନ୍ଦ୍ରୀୟ ବିଦ୍ୟାଳୟ ନଂ ୧, ଅବିଭାବକ ସଂଘ ଦାବି କରିଛି I ଏ ସମ୍ପର୍କରେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଉଦେଶ୍ୟରେ ଜ଼ିଲ୍ଲାପାଳ ଶ୍ରୀମତୀ ଅନ୍ୟନ୍ୟା ଦାସ ଙ୍କୁ ସଂଘ ପକ୍ଷରୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା I  କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ଅଧୀନରେ ସମୁଦାୟ ୬୧ ଟି ବିଦ୍ୟାଳୟ କାର୍ଯ୍ୟ କରୁଥିବା ବେଳେ ଖୋର୍ଦ୍ଧା ଜ଼ିଲ୍ଲା ରାଜଧାନୀ ଭୁବନେଶ୍ୱର ସମେତ ଏକାଧିକ ଜ଼ିଲ୍ଲାରେ ୨ ରୁ ଅଧିକ କେନ୍ଦ୍ରୀୟ ବିଦ୍ୟାଳୟ ରହିଛି I ଏଣୁ ଜ଼ିଲ୍ଲାରେ ବସବାସ କରୁଥିବା ପିଲାମାନଙ୍କର ଶିକ୍ଷାର ଆବଶ୍ୟକତାକୁ ଏବଂ ସରକାରଙ୍କ ଶିକ୍ଷାର ବ୍ୟାପକତାକୁ ଦୃଷ୍ଟିରେ ରଖି ଆସନ୍ତା ଶିକ୍ଷା ବର୍ଷ ୨୦୨୪- ୨୫ ଠାରୁ ସମ୍ବଲପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ନଂ. ୩ ଖୋଲିବାକୁ ଭାରତ ସରକାର ବିହିତ ପଦକ୍ଷେପ ନେବାକୁ ଅବିଭାବକ ସଂଘ ଅନୁରୋଧ କରିଛି I ଏହା ସହିତ କେନ୍ଦ୍ରୀୟ ବିଦ୍ୟାଳୟ ନଂ ୧ ର ବିଭିନ୍ନ ସମସ୍ୟା ତାର ସମାଧାନ ପାଇଁ ମଧ୍ୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଉଦେଶ୍ୟରେ ଏକ ଦାବି ପତ୍ର ଜ଼ିଲ୍ଲାପାଳ ଙ୍କ ଜରିଆରେ ଦିଆଯାଇଥିଲା I ଅବିଭାବକ ସଂଘ ସଭାପତି ସରୋଜ ଦେଓ ଙ୍କ ନେତୃତ୍ୱରେ ସରୋଜ ସାହୁ, ଦୁଲାଲ ଚନ୍ଦ୍ର ରାୟ, ଭାରତୀ ସାହୁ, ବିରାଜ ମିଶ୍ର, ଶ୍ରୀମନ୍ତ ପଣ୍ଡା, ପ୍ରକାଶ ପ୍ରଧାନ, ରାମଦାସ ପଣ୍ଡା, ସୁବ୍ରତ ପତି, ସୁଶାନ୍ତ ମହାପାତ୍ର, ସୁମନ୍ତ ପଣ୍ଡା, କାନନ ନାଗ ପ୍ରମୁଖ ସ୍ମାରକ ପତ୍ର ପ୍ରଦାନ ପୁର୍ବକ ଜ଼ିଲ୍ଲାପାଳ ଶ୍ରୀମତୀ ଦାସ ଙ୍କ ସହିତ ଆଲୋଚନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like