-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଗୋପବନ୍ଧୁ କଲ୍ୟାଣ ମଣ୍ଡପ ଉତଘାଟନ ସହ ଜୟନ୍ତୀ ପାଳିତ

10-Oct-2023



ମୁରିବାହାଲ(ସୁଦାମ ଚରଣ ବଘାର ): ବଲାଙ୍ଗୀର ଜ଼ିଲ୍ଲା ମୁରିବାହାଲ ସଦରମକୁମା ଠାରେ ନୂତନ ନିର୍ମିତ ଗୋପବନ୍ଧୁ କଲ୍ୟାଣ ମଣ୍ଡପ ଉତଘାଟନ ଓ ଗୋପବନ୍ଧୁ କଂର ଜୟନ୍ତୀ  ସୋମବାର ଦିନ ମହାସମାରୋହ ରେ ପାଳିତ ହୋଇଯାଉଛି I
    ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂ ଦେଓ ଙ୍କର ପାଣ୍ଟି ରୁ ୪ ଲକ୍ଷ ଓ ବର୍ତମାନ ଜ଼ିଲ୍ଲା ପରିଷଦ ଙ୍କର ଅନୁଦାନ ୪ ଲକ୍ଷ ଟଙ୍କା ନୂତନ ନିର୍ମିତ ଗୋପବନ୍ଧୁ କଲ୍ୟାଣ ମଣ୍ଡପ କୁ ଉତଘାଟନ କରା ଯାଇଛି I ଉକ୍ତ ଉତଘାଟଣୀ ଉତ୍ସବ ରେ ବଲାଙ୍ଗୀର ଜ଼ିଲ୍ଲା ପରିଷଦ ଉପାଧକ୍ଷ ମିଥିଲା ମାଝୀ ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହି ଉତଘାଟନ କରିଛନ୍ତି I
    ଏହା ପରେ ମୁରିବାହାଲ ଗୋପବନ୍ଧୁ ଯୁବକ ସଂଘ ର କାର୍ଯାଳୟ ରେ ସଂଘ ର ସମ୍ପାଦକ ଜିତେନ୍ଦ୍ରୀୟ ଭୋଇ କଂର ଅଧକ୍ଷତା ରେ   ଜୟନ୍ତୀ ଉତ୍ସବ ପାଳନ କରାଯାଇଥିଲା I ଏଥିରେ ଜ଼ିଲ୍ଲା ପରିଷଦ ର ଉପାଧକ୍ଷ ଶ୍ରୀମତୀ ମାଝୀ  ମୁଖ୍ୟ ଅତିଥି ରୂପେ ଉପସ୍ଥିତ ରହି  ଗୋପବନ୍ଧୁ ଙ୍କର ଆର୍ଦଶ, ତ୍ୟାଗ,

ସମାଜ ପ୍ରତି କିପରି ନିଜକୁ ଉଷର୍ଗିକୃତ ହୋଇ  କାର୍ଯ୍ୟକରିଥିଲେ ସେହିଉପରେ ଆଲୋକ ପାତ କରିଥିଲେ I
     ସମ୍ମାନିୟ ଅତିଥି ରୂପେ ମୁରିବାହାଲ ଗ୍ରାମପଂଚାୟତ ର ପୂର୍ଵତନ ସରପଞ୍ଚ ଯୁଧିଷ୍ଠିର ବଘାର, ବରିଷ୍ଠ ସଦସ୍ୟ ଯଦୁପତି ଅଗସ୍ତି, ଅଜିତ କୁମାର ତରିଆ, ଭୀମ ପଧାନ ପ୍ରମୁଖ ଉପସ୍ଥିତ ରହି ମୁରିବାହାଲ ଗୋପବନ୍ଧୁ ଯୁବକ ସଂଘ ତରଫରୁ ୩୯ ବର୍ଷ ଧରି ଜୟନ୍ତୀ ପାଳିତ ହେଉଛି, ସଂଘ ର ସମସ୍ତ କର୍ମକର୍ତା ବର୍ତମାନ ସମୟରେ ସମାଜ କୁ କିପରି ଗୋପବନ୍ଧୁଙ୍କର  ଜୀବନୀ ବର୍ତI ପହଞ୍ଚାଇ ପାରିବ ସେହି ଉପରେ ଆଲୋକ ପାତ କରିଥିଲେ। 
     ବରିଷ୍ଠ ସଦସ୍ୟ ଶାନ୍ତରାମ ପଧାନ. କଂର ସଂଜୋଜନା ରେ  କାର୍ଯ୍ୟକ୍ରମ କୁ ସଫଳ କରିବାରେ ହରେକୃଷ୍ଣ ବାଘାର, ଅନ୍ତରାମ ପଧାନ, ତପନ ବଘାର, ଅବିନାଶ ଭୋଇ, ପ୍ରମୁଖ ସହଯୋଗ କରି ଥିବାବେଳେ ଅଗସ୍ତି ବାଘାର ଧନ୍ୟବାଦ ଅର୍ପଣ କରିଥିଲେ I
   


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like