-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||     

HOME   ଜିଲ୍ଲା

ବାବା ଅଯୋଧ୍ୟା ଦାଶଙ୍କ ପରଲୋକ,ଅଞ୍ଚଳରେ ଶୋକର ଛାୟା

10-Oct-2023



ବିନିକା(ହିମାଂଶୁ ଶେଖର ପୁଟେଲ) ଭୀମଭୋଇ ତାଙ୍କ ବାଣୀରେ କହିଥିଲେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ" ଶୀର୍ଷକ କବିତାକୁ ପାଥେୟ କରି ଆସୁଥିବା ବାବା ଅଯୋଧ୍ୟା ଦାଶଙ୍କ(୬୫) ଆଜି ଅଚାନକ ପରଲୋକ ଘଟିଥିଲା।ଖବର ପ୍ରଚାରିତ ହେବା ମାତ୍ରେ ଆଖପାଖ ସମେତ ଅଞ୍ଚଳର ବିଭିନ୍ନ ସ୍ଥାନରୁ ବନ୍ଧୁବାନ୍ଧବ, ଶୁଭେଛୁ ଆସି ତାଙ୍କର ଶେଷ ଦର୍ଶନ କରିବାର ସୁଯୋଗ ପାଇଥିଲେ।ସୂଚନା ଯୋଗ୍ୟ ଯେ ବିନିକା ବ୍ଲକ ଫୁଲମୁଠୀ ଗ୍ରାମର ସ୍ବର୍ଗତ ଶ୍ରୀଦାଶ ଅବିବାହିତ ଜୀବନ ନିର୍ବାହ କରି ଆସୁଥିଲେ ।ସେ ଅଞ୍ଚଳର ସାମୁହିକ,ବ୍ୟକ୍ତିଗତ ସମସ୍ୟା ନେଇ ବିଭିନ୍ନ ଅଭିଯୋଗ ପତ୍ର ଲେଖି ସମସ୍ତଙ୍କର ପ୍ରିୟ ହୋଇଥିଲେ ।ନୀତି ପ୍ରତିଦିନ ଭୋର ସକାଳୁ ଶୟନ କକ୍ଷରୁ ଉଠି ନିତ୍ୟକର୍ମ ସାରିବା ସହ ଆଧ୍ୟାତ୍ମିକ ମାର୍ଗ ଉପରେ ଗୁରୁତ୍ତ୍ଵ ଦେଉଥିଲେ ।ଲୋକଙ୍କ ବିଭିନ୍ନ ସମସ୍ୟା ସମାଧାନ କରିବାରେ ପ୍ରମୁଖ ଭୂମିକା ନିଭାଇ ଆସୁଥିଲେ ।ଆଜି ଭୋର ସକାଳୁ ନଉଠିବାରୁ ପରିବାର ଲୋକେ ତାଙ୍କ ଶୟନ କକ୍ଷକୁ ଯାଇ ଦେଖିବା ପରେ ସେହି ସମୟରେ ହିଁ ସେ ଶେଷ ନିଃଶ୍ୱାସ ତ୍ୟାଗ କରି ସାରିଥିଲେ ।ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର  ସମସ୍ତ ଭାଇ,ଭାଇ ବୋହୁ,ଭଉଣୀ,ପୁତୁରା ଉପସ୍ଥିତ ଥିଲେ। ଅମର ରହେ ଧ୍ଵନୀ ସହ ବାଜା ବଜାଇ ତାଙ୍କ ମର ଶରୀରକୁ ଏକ ବିରାଟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା  ପରେ ପୁଣ୍ୟପୀଠ ପାପକ୍ଷୟ ଶ୍ଵସାନକୁ ନିଆଯାଇଥିଲା ସେଠାରେ ତାଙ୍କର ପୁତୁରା ଆଶିଷ ଦାଶ ମୁଖାଗ୍ନୀ ପ୍ରଦାନ କରିଥିଲେ।ଅନ୍ୟପକ୍ଷରେ  ବିନିକା ମୁହୁରୀ ସଂଘ ପକ୍ଷରୁ ଆୟୋଜିତ ଶୋକ ସଭାରେ ସମସ୍ତ କର୍ମକର୍ତ୍ତା ଯୋଗଦେଇ ଶ୍ରୀ ଦାଶଙ୍କ ଅମର ଆତ୍ମାର ସଦଗତି ପାଇଁ ନୀରବ ପ୍ରାର୍ଥନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026

You Might Also Like