-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ପ୍ରତିବାଦ ସଭା କରିବ ଦେବାଳୟ ସୁରକ୍ଷା କମିଟି

10-Oct-2023



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ମାଁ ପାଟଣେଶ୍ୱରୀ ମନ୍ଦିର ଏବଂ ମାଁ ସମଲେଶ୍ୱରୀ ମନ୍ଦିର ଦେବୋତ୍ତର ବିଭାଗ ଅବହେଳା ଯୋଗୁଁ ଅଗଷ୍ଟ ୧୩ ତାରିଖ ଦିନ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାକୁ ନେଇ ପ୍ରତିବାଦ ସଭା କରାଯିବ ବୋଲି ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୁଦପଡା ହନୁମାନ ନ୍ଦିର ପାଶ୍ୱର୍ରେ ଦେବାଳୟ ସୁରକ୍ଷା କମିଟି ମୁଖ୍ୟ ମନୋରଞ୍ଜନ ପୁରୋହିତ ଙ୍କ ନେତୃତ୍ୱରେ ସଭା ଅନୁଷ୍ଠିତ ହୋଇଥିବା ବେଳେ ଦିର୍ଘ ତିନି ବର୍ଷ ହେଲାଣି ମାଁ ସମଲେଶ୍ୱରୀ ମନ୍ଦିର ଭୂଷୁଡି ଯିବା ପରେ ଟିଣ ଚାଦର ଦେଇ କାମ ଚଲାଇଥିବା ବେଳେ ଏ ସମୟରେ ପାଶ୍ୱର୍ ଦେବୀ ଭଗ୍ନ ଅବସ୍ଥାରେ ପୂଜା ପାଉଛନ୍ତି । ଏ ବର୍ଷ ଚାରିଆଡେ ଦଶହରା ପୂଜା ଧୁମଧାମରେ ପାଳନ ହେଉଥିବା ବେଳେ ସମଲେଇ ମନ୍ଦିର ର ଭଗ୍ନ  ମୁର୍ତ୍ତି ଗୁଡିକୁ ପୂଜା କରିବା ଭକ୍ତ ମାନେ ଦୁଃଖ ପ୍ରକାଶ କରିଛନ୍ତିା ସେ ଭଳି ମାଁ ପାଟଣେଶ୍ୱରୀ ମନ୍ଦିର ଭଙ୍ଗା ମକୁଟ ରେ ପୂଜା ପାଉଥିବା ବେଳେ ମରାମତି ହୋଇ ନ ଥିବାରୁ କମିଟି ନିଷ୍ପତ୍ତି ନେଇଛି ଯେ ପ୍ରତିବାଦ କରି ଆଜି ବୈଠକରେ ନିଷ୍ପତ୍ତି ନିଆଯାଇଛି । ୫ଟି ସଚିବ ମନ୍ଦିରମାନଙ୍କ ସୌନ୍ଦର୍ଯ୍ୟକରଣ ପାଇଁ ଅର୍ଥ ମଞ୍ଜୁର ହୋଇଥିଲେ ମଧ୍ୟ ଟେଣ୍ଡର ପ୍ରକ୍ରିୟା ଶେଷ ହୋଇ ପାରିନାହିଁ ଏଥି ମଧ୍ୟ ନିରବ ପ୍ରତିବାଦ କରାଯିବ । ଏହି ବୈଠକରେ ପ୍ରେସ କ୍ଲବ ସଭାପତି ଅରୁଣ କୁମାର ମିଶ୍ର, ସୂଚନା କର୍ମୀ ଶମ୍ଭୁ ପ୍ରସାଦ ଶତପଥୀ, ଦେବାଳୟ ସୁରକ୍ଷା କମିଟି ଆବାହକ ପ୍ରଶାନ୍ତ ମହାକୁର, ଯୁବ କୁଲୁତା ସମାଜର ରିଣ୍ଟୁ ସାହୁ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like