-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଓସାକା ହାଇଦ୍ରାବାଦ୍‌ର ପାରମ୍ପାରିକ ଶୈଳୀରେ ନୂଆଁଖାଇ ଭେଟ୍‌ଘାଟ୍ ଆୟୋଜିତ

10-Oct-2023



ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶା ବାସୀଙ୍କ ଅଗ୍ରଣୀ ସଂଗଠନ “ପଶ୍ଚିମ ଓଡିଶା ସାମାଜିକ ଆରୁ ସାଂସ୍କୃତିକ ଅନୁଷ୍ଠାନ” (ଓସାକା) ତରଫରୁ ଧୂମ୍‌ଧାମ୍‌ରେ ନୂଆଁଖାଇ ଭେଟ୍‌ଘାଟ୍ ପାଳିତ ହୋଇଯାଇଛି । ବଂଜାରା ହିଲ୍‌ସ ସ୍ଥିତ କୁମ୍‌ରାମ ଭୀମୁ ଭବନଠାରେ ଆଠ ଅକ୍ଟୋବର ଦିନ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଓଡିଶା ସରକାର ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ମଧ୍ୟ ସହଯୋଗ କରାଯାଇଥିଲା । ପଶ୍ଚିମ ଓଡିଶାର ଆଦିବାସୀ ସଂସ୍କୃତିର ଝଲକ ସହ ଧର୍‌ତୀ ମାତା ପୂଜା ପାଇଁ ମହିଳା ମାନଙ୍କ ଶୋଭାଯାତ୍ରା ବେଳେ ବିଶେଷ ଆକର୍ଷଣୀୟ ଥିଲା ପ୍ରଥମ ଥର ପାଇଁ “ଛତର୍‌” ପ୍ରଦର୍ଶନ । ମାଁ ସମଲେଇ, ପାଟଣେଶ୍ୱରୀ, ମାଣିକେଶ୍ୱରୀ, ସୁରେଶ୍ୱରୀଙ୍କ ସମେତ ଇଷ୍ଟଦେବାଦେବୀଙ୍କ ପୂଜାର୍ଚ୍ଚନା ପରେ ସମସ୍ତେ ତଳେ ବସି ପ୍ରାକୃତିକ ପତ୍ର ଖଲିରେ ନୂଆଁଖାଇ ଚୁରାକୁଣାଁ ପ୍ରସାଦ ସେବନ ଲୋକଙ୍କ ଭିତରେ ଏକ ଆବେଗପୂର୍ଣ୍ଣ ପରିବେଶ ସୃଷ୍ଟି କରିବା ସହ ସମାନତାର ଭାବ ଭରିଦେଇଥିଲା । ଓସାକାର ସଭାପତି ରାମକୃଷ୍ଣ ବାରିକଙ୍କ ପ୍ରାରମ୍ଭିକ ନୂଆଁଖାଇ ବାର୍ତା ପରେ ପରେ ଆଦିବାସୀ ଲୋକନୃତ୍ୟ ଘୁଡ୍‌କା, ଢାପ୍‌, ଡାଲ୍‌ଖାଇ ଆଦି ପରିବେଷଣ କରିଥିଲେ ଜାତୀୟ ସ୍ତରରେ ପୁରଷ୍କୃତ ବଲାଙ୍ଗୀର ର ଦୁଲ୍‌ଦୁଲି କଳାପରିଷଦ । ବରିଷ୍ଠ କଳାକାର ନବୀନ କୁଅଁରଙ୍କ କଣ୍ଠରେ ପୁରୁଣା ସମ୍ବଲପୁରୀ ଗୀତ ଲୋକଙ୍କ ମଧ୍ୟରେ ଶିହରଣ ସୃଷ୍ଟି କରିଥିଲା । ସମ୍ବଲପୁରରୁ ଆସିଥିବା ଯୁବକଳାକାର ପଦ୍ମଶ୍ରୀ ଖଟେଇ, ପୁଷ୍ପରାଜ ସୁନା ଏବଂ ଚେତନାମୟୀ

ବେହେରାଙ୍କ ଗୀତର ତାଳେ ତାଳେ ଦର୍ଶକ ଝୁମି ଉଠିଥିଲେ । ଏହି ଅବସରରେ ଓସାକାର ସ୍ମରଣୀକା “ମାଟିର ମହକ୍‌” ମଧ୍ୟ ଉନ୍ମୋଚିତ ହୋଇଥିଲା । ସାଂସ୍କୃତିକ କାର୍ଯ୍ୟକ୍ରମକୁ ସୁନ୍ଦର ଭାବେ ସଂଯୋଜନା କରିଥିଲେ ବହୁମୁଖୀ ପ୍ରତିଭା ଅର୍ଜୁନ ସାହୁ ଏବଂ ଉଦୀୟମାନ କଳାକାର ମାନସୀ ସାହୁ । କାର୍ଯ୍ୟକ୍ରମରେ ପଶ୍ଚିମ ଓଡିଶା ଆଧାରିତ କୁଇଜ ପ୍ରତିଯୋଗିତା ସହ ସମ୍ବଲପୁରୀ ବସ୍ତ୍ରର ପ୍ରଚାର ପାଇଁ ଷ୍ଟଲ ମଧ୍ୟ ଲାଗିଥିଲା । ଶିଶୁ ମାନଙ୍କୁ ଉତ୍ସାହିତ ପାଇଁ ବିଭିନ୍ନ ପ୍ରକାର ଉପହାର ପ୍ରଦାନ କରାଯାଇଥିଲା ।

ବରଗଡରୁ ଆସିଥିବା ଖାଦ୍ୟ ପ୍ରସ୍ତୁତି ଦଳ ଜୀବର୍ଦ୍ଧନ ମହାପାତ୍ର ଓ ସାଥୀଙ୍କ ଦ୍ୱାରା ପ୍ରସ୍ତୁତ ପଶ୍ଚିମ ଓଡିଶାର ପାରମ୍ପାରିକ ଖାଦ୍ୟ ବେଶ୍ ପ୍ରଶଂସନୀୟ ହୋଇଥିଲା । ସମସ୍ତ କଳାକାର ଓ ସହଯୋଗୀଙ୍କୁ ଓସାକା ତରଫରୁ ସମ୍ବଦ୍ଧିତ କରାଯାଇଥିଲା । ଉଦ୍‌ଯାପନୀ ସମୟରେ ହୋଇଥିବା ସମ୍ବଲପୁରୀ ଗୀତର ନନ୍‌ଷ୍ଟଫ୍ ଧମାକାରେ ସମସ୍ତ ଦର୍ଶକଙ୍କ ନୃତ୍ୟ ଏକ ରେକର୍ଡ ସୃଷ୍ଟି କରିଥିଲା । ସକାଳ ଦଶଟାରୁ ସନ୍ଧ୍ୟା  ଛଅଟା ପର୍ଯ୍ୟନ୍ତ  ଚାଲିଥିବା ଏହି କାର୍ଯ୍ୟକ୍ରମରେ ପ୍ରାୟ ସାତ ଶହ ପରିବାର ଯୋଗ ଦେଇଥିଲେ । ଶେଷରେ ଓସାକାର ଉପ ସଭାପତି ଶଙ୍କର୍ଷଣ ସାହୁ  ଏବଂ ସାଧାରଣ ସଂପାଦକ ଦେବେନ୍ଦ୍ର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like