-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

01-Oct-2023



ବଲାଙ୍ଗିର , (ପ୍ରେରଣା ଖବର ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,  ଲୋଇସିଂହା  ତରଫରୁ   ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ସଂଜୀବ କୁମାର ଦାଶଙ୍କ ପ୍ରତ୍ୟକ୍ଷ  ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଶିକ୍ଷା ଅଧିକାରୀ ସୁଶ୍ରୀ ରୀନା ରାଣୀ ବେହେରା ସମ୍ମାନିତ ଅତିଥି ଭାବରେ ଏବିଡିଓ ବିଜୟ କୁମାର ହୋତା, ସରପଞ୍ଚ ନବକିଶୋର ନାଏକ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତରଣୀସେନ  ପଧାନ ଯୋଗଦେଇ  ଥିଲେ ।

ଅତିଥିମାନେ ବ୍ୟକ୍ତିଗତ ତଥା ପରିବେଶଭିର୍ତ୍ତିକ ସ୍ୱଚ୍ଛତା ଉପରେ ମତବ୍ୟକ୍ତ କରିଥିଲେ  । ପରେ ବିଦ୍ୟାଳୟ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ଦ୍ୱାରା ବିଦ୍ୟାଳୟ ପରିସର ତଥା ଚତୁଃପାଶ୍ୱକୁ ସଫା କରାଯାଇ ଥିଲା । ବିଦ୍ୟାଳୟର ଶିକ୍ଷୟୀତ୍ରୀ  ଅମୂଲ୍ୟମଣି ଛାତ୍ରିଆ ଡେମୋଷ୍ଟ୍ରେସନ  ମଧ୍ୟମରେ ହାତ ଧୁଆର ପଦ୍ଧତି ବିଷୟରେ ଅବଗତ କରିଥିଲେ ।

ଶ୍ରମଦାନ କାର୍ଯ୍ୟକ୍ରମରେ ସିଆରସିସି ଶୋଭଙ୍କର ପ୍ଧାନ, ଶିକ୍ଷୟୀତ୍ରୀ  ରୀତା ଦେବୀ ଲୋହାର, ମୀରା ତ୍ରିପାଠୀ, ସ୍ମିତା ମିଶ୍ର  ୱାଡେନ ପ୍ରତିଭା ସୁବୁଦ୍ଧି, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ଅର୍ଜୁନ ମେହେର, କୁନି ମାହାଣା  ତଥା ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ଜ୍ୟୋତି ପ୍ରକାଶ ଷଡଙ୍ଗୀ ପରିଚାଳନା କରିଥିଲା ବେଳେ ଶିକ୍ଷୟୀତ୍ରୀ ବିଷ୍ଣୁପ୍ରିୟା ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like