-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ରାଜ୍ୟ

ଶିକାଛିଡାରେ ନୁଆଁଖାଇ ଭେଟଘାଟ ଅନୁଷ୍ଠିତ

11-Oct-2023



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) : ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ଗ୍ରାମରେ ଗତ ମଙ୍ଗଳ ବାର ଦିନ ଗଣପତି କଳାପରିଷଦ ଦ୍ଵାରା ଆୟୋଜିତ ନୁଆଁଖାଇ ଭେଟଘାଟ ମହୋତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି l ପ୍ରଥମେ ଶିକାଛିଡା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ଉପସ୍ଥିତ ଅତିଥିମାନଙ୍କୁ ପାରମ୍ପରିକ ବାଦ୍ୟନାଦରେ ଭବ୍ୟ ସ୍ୱାଗତ କରାଯାଇ ପଂଚାୟତ କାର୍ଯ୍ୟାଳୟ ଠାରୁ ମଞ୍ଚ ପର୍ଯ୍ୟନ୍ତ ଏକ ପଦଯାତ୍ରା କରାଯାଇଥିଲା l ଏହି ମହୋତ୍ସବରେ ଅତିଥି ଭାବରେ ବଲାଙ୍ଗୀର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ବଲାଙ୍ଗୀର ବ୍ଲକ ଉପାଧ୍ୟକ୍ଷା ପୁଷ୍ପାଞ୍ଜଳି ହୋତା, ଏକ୍ସନ କମିଟିର ଆବାହକ ଗୋପାଳଜୀ ପାଣିଗ୍ରାହୀ, ଶିକାଛିଡା ସରପଞ୍ଚ କ୍ଷୀରେନ୍ଦ୍ରୀ ଶତପଥୀ, ସମିତି ସଭ୍ୟ ଗୁଲାପ ବାଗ,ସମିତି ସଭ୍ୟା ବିନିତା ପଧାନ, ବିଜେପି ସାଧାରଣ ସମ୍ପାଦକ ଅମିତ ସିଂ ନିନା, ବରିଷ୍ଠ ବିଜେପି ନେତା ଶଶୀ ଭୂଷଣ ସାହୁ, ଯୁବ ସମାଜ ସେବୀ ବିନୋଦ କୁମାର ସାହୁ ଏବଂ ଅମାତ୍ୟ ପ୍ରତାପ ସିଂଦେଓ ଉପସ୍ଥିତ ହୋଇ ନିଜ ଅଭିଭାଷଣ ରଖିବା ସହ ଅତିଥି କଳାକାରଙ୍କୁ ସମ୍ମାନୀତ କରିଥିଲେ l ପ୍ରଥମ ପର୍ଯ୍ୟାୟ ରେ ଉଦଘୋଷକ ଜିତେନ୍ଦ୍ରିୟ ତ୍ରିପାଠୀ ସଭା ସଂଯୋଜନା କରିଥିଲେ l ପରବର୍ତ୍ତୀ ସମୟରେ ଉଦ ଘୋଷକ ବୀରେନ୍ଦ୍ର ପାଣ୍ଡେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ l ଏହି ମହୋତ୍ସବରେ ଅତିଥି କଳାକାର ବରିଷ୍ଠ ଲୋକକଣ୍ଠଶିଳ୍ପୀ ଦିଲୀପ ଦୀପ, କଣ୍ଠଶିଳ୍ପୀ ବିନୟ ସୁନା, ସମଲେଶ୍ୱରୀ କଳା ପରିଷଦ, ଭାଲେର, ସାଇସ୍ବର୍ଣ୍ଣ କଳା ପରିଷଦ, ବଲାଙ୍ଗୀର, ଆମର କଳା ଆମର ସଂସ୍କୃତି କଳା ପରିଷଦ, ନୂଆପଡା, ଜେ. ଆର. ଏନ. ଡେନ୍ସ ଗ୍ରୁପ, ନୂଆପଡା ଏବଂ ବଲାଙ୍ଗୀରିଏନ ଧାଙ୍ଗିରି ଗ୍ରୁପ ଙ୍କ ନୃତ୍ୟ ଗୀତରେ ଉପସ୍ଥିତ ଦର୍ଶକ ଆତ୍ମବିଭୋର ହୋଇଥିଲେ l ବରିଷ୍ଠ ସାମ୍ବାଦିକ ବଳରାମ ମିଶ୍ର ( ଦୈନିକ ଖବର କାଗଜ ସମାଜ)ଙ୍କୁ ନିରପେକ୍ଷ ଖବର ପରିବେଷଣ ପାଇଁ ସମ୍ମାନୀତ କରାଯାଇଥିଲା l ଅନୁଷ୍ଠାନିକ କାର୍ଯ୍ୟରେ ଅନୁଷ୍ଠାନର ସଭାପତି ଆଦିକନ୍ଦ ବଗର୍ତ୍ତୀ, ସମ୍ପାଦକ ରମାକାନ୍ତ ନାଏକ ଏବଂ ଅନୁଷ୍ଠାନର ସଦସ୍ୟ ଅଟଳ, ପ୍ରଦୀପ, ରୀତିକ, ଭଗରଥୀ, ପରମେ, ସନ୍ତୋଷ, କ୍ଷୀରଧର, ମହେନ୍ଦ୍ର, କୁନା, ରଂଜିତ, ଦକ୍ଷ, ରିଙ୍କୁ, ଗୁଲୁ, ଆନନ୍ଦ, ଆକାଶ, ବୁଲୁ, ପରମାନନ୍ଦ, ପ୍ରମୁଖ ନିଜର ସକ୍ରିୟ ସହଯୋଗ ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like