-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||     

HOME   ଜିଲ୍ଲା

ଅସୀମା ମହାନନ୍ଦ ଚେରିଟେବଲ ଟ୍ରଷ୍ଟ, ଲୋଇସିଂହା ଆଦିବାସୀ କଲ୍ୟାଣ ସଂଘ ତଥା ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ଙ୍କ ମିଳିତ ଆନୁକୁଲ୍ୟରେ କମ୍ପ୍ୟୁଟର ଦ୍ଵାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମ

11-Oct-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଅସୀମା ମହାନନ୍ଦ ଚେରିଟେବଲ ଟ୍ରଷ୍ଟ ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା କୋଶଳ ପରିବାର ଲୋଇସିଂହା ଗୋଣ୍ଡୱାନା ଛାତ୍ର ସଂଗଠନ ବଲାଙ୍ଗିର ଓ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ଙ୍କ ମିଳିତ ଆନୁକୁଲ୍ୟରେ କମ୍ପ୍ୟୁଟର ଦ୍ଵାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି l ଆଜି ବଲାଙ୍ଗିର ଜିଲ୍ଲାର ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା।ଏହି କାର୍ଯକ୍ରମ ଅସୀମା ମହାନନ୍ଦ ଚେରିଟେବଲ ଟ୍ରଷ୍ଟ ଆଦିବାସୀ କଲ୍ୟାଣ ସଂଘ ଲୋଇସିଂହା, କୋଶଳ ପରିବାର ଲୋଇସିଂହା ଗୋଣ୍ଡୱାନା ଛାତ୍ର ସଂଗଠନ ବଲାଙ୍ଗିର ଓ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ଙ୍କ ମିଳିତ ଆନୁକୁଲ୍ୟରେ କମ୍ପ୍ୟୁଟର ଦ୍ଵାରା ଏକ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା l

ଏହି ଶିବିର କୁ ସମାଜସେବୀ  ଶ୍ରୀ ଅଭିଷେକ ମହାନନ୍ଦ ଙ୍କ ତତ୍ତ୍ଵାବଧାନରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ କରା ଯାଇଥିଲା l ସମାଜସେବୀ ଶ୍ରୀ ଅଭିଷେକ ମହାନନ୍ଦ ଙ୍କ ପତ୍ନୀ ଶ୍ରୀମତୀ ପୂଜା ମହାନନ୍ଦ ଙ୍କ ଜନ୍ମଦିନ ଅବସରରେ ଉକ୍ତ ଚକ୍ଷୁ ଚିକିତ୍ସା ଶିବିର ଆୟୋଜନ ହୋଇଥିଲା l ଏହି ଶିବିରରେ ସମାଜସେବୀ ଶ୍ରୀ ଅଭିଷେକ ମହାନନ୍ଦ ଙ୍କ ଧର୍ମପତ୍ନୀ ଶ୍ରୀମତି ପୂଜା ମହାନନ୍ଦ ଓ ଝିଅ ଅସୀମା ମହାନନ୍ଦ ଉପସ୍ଥିତ ଥିଲେ l ଏହି ଶିବିରରେ ସର୍ବମୋଟ୍ 75 ଜଣ ବୃଦ୍ଧବୃଦ୍ଧା ଆଖି ପରୀକ୍ଷା କରାଇଥିଲେ l ସେଥି ମଧ୍ୟରୁ 25 ଜଣଙ୍କର ଆଖି ଅସ୍ତ୍ରୋପଚାର ପାଇଁ ସମ୍ବଲପୁର କୁ ନେବା ପାଇଁ ସ୍ଥିରୀକୃତ ହୋଇଅଛି l ଏହି ଚକ୍ଷୁ ଚିକିତ୍ସା ଶିବିର କୁ ସମାଜସେବୀ ଶ୍ରୀ ଲାଲମନ୍ ନାଗ, ଅବିନାଶ ମହାନନ୍ଦ, ହିମାନନ୍ଦ ଶିକ୍କା, ଶ୍ୟାମସୁନ୍ଦର ଭୋଇ, ଦଶରଥ ଛତ୍ରିଆ, ଗୁରୁଚରଣ ଦୀପ, ରୋମିତ୍ ଶିକା, ଦଶରଥ ଛତ୍ରିଆ, ସ୍ୱତନ୍ତ୍ର କନ୍ଦା ଜିଲ୍ଲା ଆଦିବାସୀ ବ୍ଲକ ସଂଗଠକ ପ୍ରଭୃତି ବ୍ୟକ୍ତିବିଶେଷ ଯୋଗଦେଇ ଶିବିରକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026

You Might Also Like