-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲରେ ଆନ୍ତର୍ଜାତିକ ବାଳିକା ଦିବସ ପାଳିତ

11-Oct-2023



ବୌଦ୍ଧ, ତା.୧୧/୧୦ ( ପ୍ରେରଣା ଖବର) :  ବୌଦ୍ଧ ଜିଲ୍ଲା କଣ୍ଟାମାଳ  ବ୍ଲକ ଅନ୍ତର୍ଗତ  କଣ୍ଟାମାଳ ସରକାରୀ   ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତିକ ବାଳିକା ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର  ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଏମ. ମାଧୁରୀ ଦୋରଙ୍କର ପ୍ରତ୍ୟକ୍ଷ  ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଜୁନିୟର  ରେଡକ୍ରସ କାଉନସେଲର ବନମାଳୀ ମେହେର ସଂଯୋଜନା କରିଥିଲେ ।

ସାମ୍ପ୍ରତିକ ସମାଜରେ ବାଳିକା ମାନଙ୍କ ଅବଦାନ ଅତୁଳନୀୟ। ସମାଜର ସୃଷ୍ଟି ରୁ ଆରମ୍ଭ କରି ଶିକ୍ଷା, ବିଜ୍ଞାନ, ରାଜନୀତି, କ୍ରୀଡା, ସାହିତ୍ୟ, ପ୍ରଶାସନ ସାମସ୍ତ କ୍ଷେତ୍ରରେ ଆଜି ଅଗ୍ରଣୀ ଭୂମିକା ଗ୍ରହଣ କରିଛି।  ନିଜର ସ୍ବାସ୍ଥ୍ୟ ର ଯତ୍ନ ନେବା ସହ ପରିବେଶ ପ୍ରତି ସଚେତନ ରହିବା , ଶିକ୍ଷା ଲାଭ କରି ସମାଜକୁ ସୁଧାରିବା, ଓ କୁପୋଷଣ ର ଶିକାର ନ ହେବା ପାଇଁ  ସଚେତନତା ସୃଷ୍ଟି କରିବା ପାଇଁ ଅତିଥି ଗଣ ମତବ୍ୟକ୍ତ କରିଥିଲେ ।

କାର୍ଯ୍ୟକ୍ରମରେ ଶିକ୍ଷକ ଆଲୋକ ପରଡିଆ, ସୁଜିତ୍ କୁମାର ତରୀଆ,ଶିକ୍ଷୟିତ୍ରୀ  ଗୀତାଞ୍ଜଳି ପ୍ରଧାନ, ତଥା ଛାତ୍ରଛାତ୍ରୀ  ଉପସ୍ଥିତ ରହି ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଆଲୋକ କୁମାର ପରଡ଼ିଆ  ପରିଚାଳନା କରିଥିଲା ବେଳେ ଶିକ୍ଷକ ଦୁଷ୍ମନ୍ତ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like