-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ବିଗୁଲ ଟିଭି ପକ୍ଷ ରୁ ଦ୍ଵିତୀୟ ପ୍ରତିଷ୍ଠl ଦିବସ ପାଳିତ

11-Oct-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଗତ କାଲି ବିଗୁଲ ଟିଭି ପକ୍ଷ ରୁ ଦ୍ଵିତୀୟ ପ୍ରତିଷ୍ଠl ଦିବସ ପାଳିତ ହୋଇ ଯାଇଛି l ଏହାର ଉଦଯାପନୀ କାର୍ଯ୍ୟକ୍ରମ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ସୁବର୍ଣ୍ଣପୁର ଜିଲ୍ଲାପାଳ ନିମଳେନ୍ଦୁ ରାୟ, ଏସପି ଅମରେଶ ପଣ୍ଡା, ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ଯୁବନେତା ଆକାଶ ମିଶ୍ର, ଯୁବ ନେତା ତଥା ଯୁବ ସଂଗଠକ ନାରାୟଣ ଲୁହା, ଅଭିମନ୍ୟୁ କୁଶଳ, ପୌର ଅଧ୍ୟକ୍ଷା ତlମସୀ ତାମସ୍ମିତା ନାଏକ, ଉପାଧ୍ୟକ୍ଷା ମଲ୍ଲୀକା ଦାନୀ, ସମାଜ ସେବୀ ବଣ୍ଟୁ ଆଗ୍ରୱାଲl, ବିଗୁଲ ଟିଭି ଅଧ୍ୟକ୍ଷ ସନ୍ତୋଷ ମିଶ୍ର ଯୋଗ ଦେଇ ନୁଆଁ ଖାଇ ଏକ ଭାଇଚାରାର ପର୍ବ ବୋଲି ମତ ରଖି ବିଗୁଲ ଟିଭି ପଶ୍ଚିମ ଓଡିଶାର କୋଣଅନୁକୋଣର ସବୁ ଘଟଣାକୁ ସମସ୍ୟାକୁ ପ୍ରଶାସନ ଓ ସରକାରଙ୍କ ପାଖରେ ଉପସ୍ଥାପନା କରି କୋଟି ଦର୍ଶକଙ୍କ ଆସ୍ଥାଭାଜନ ହୋଇ ପାରିଛି ବୋଲି କହିଥିଲେ l କୁଷ୍ଠ ରୋଗୀଙ୍କୁ ସେବା କରୁଥିବା ସମାଜ ସେବୀ ବୃନ୍ଦାବନ ରଥ, ସମାଜସେବୀ ମୁକେଶ ବଗର୍ତି, ପ୍ରଭାତ ଦାନୀ, କଣ୍ଠଶିଳ୍ପୀ ଶାଶ୍ୱତ ତ୍ରିପାଠୀ, ବ୍ୟାସଦେବ ପୁରୋହିତ, ମହିଳା ହସ୍ତଶିଳ୍ପୀ ମମତା ମେହେର, ସରପଞ୍ଚ ଲଷ୍ମୀ ପଧାନ, ମାରୱାଡି ଯୁବା ମଞ୍ଚ ଡୁଙ୍ଗୁରି ପାଲି, ଶ୍ରେଷ୍ଠ ଉଦ୍ୟୋଗୀ ଭାବେ ଶୁକ୍ଲାମ୍ବର ପାଣିଗ୍ରାହୀ, ହlସ୍ୟ କବି ଟିଂକୁ ଟିଂଗାଲୀଙ୍କୁ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା l ସେହିପରି ଉତ୍ସବର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ମୁକେଶ ମାହାଲିଙ୍ଗ, ସମ୍ମାନିତ ଅତିଥି ଭାବେ ଏ ଡି ଏମ ସୂର୍ଯ୍ୟ ନାରାୟଣ ଦାଶ, ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶି ପ୍ରତ୍ୟୁଷ ରଥ, ଜିଲ୍ଲା ପରିଷଦ ସଭ୍ୟ ଲବ କୁମାର ସାହୁ, ଯୋଗ ଦେଇ ଥିଲେ l ରେମ ସୋ, ସୁପର ମମି, ଗ୍ରୁପ ଡ୍ୟାନ୍ସ, ଟ୍ରେଂଡି ଏକାଡେମୀ ଦ୍ୱାରା ସ୍ୱଚ୍ଛତା ସଚେତନତା ନାଟକ ଗାଅଂତିଏନ ଫଇସଲା, ଓ ମେଲୋଡି ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା l ଚୌଧୀରି ବିଭାର ସଭା ସଂଯୋଜନା ଓ ଅବିନାଶ ହୋତା, ଦେବାଶିଷ ପଟ୍ଟ ନାୟକ, ସଂlସ୍କୃତିକ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l ମାନଭଞ୍ଜନ ବେଦବାକ, ବଣ୍ଟୁ ଆଗ୍ରୱାଲ, ପ୍ଲାବନ ମହାପାତ୍ର, ଆନନ୍ଦ ପାତ୍ର, ପ୍ରକାଶ ବେଵର୍ତା, ସତ୍ୟବ୍ରତ ପଧାନ, ରାଜେଶ କୁମାର, ବାବୁଲା ମିଶ୍ର, ନାରାୟଣ ରଥ, ପୃଥ୍ଵୀରାଜ ବାଗ, ସଂଗ୍ରାମ ସାଗର, ଅମୀୟ ରଞ୍ଜନ ଦାଶ, ଗୋପାଳ ମେହେର, ଶାନ୍ତନୁ ବାଗ, ଶେଷ ଦେବ ମେହେର, ଲଡ଼ୁ କିଶୋର ମଲ୍ଲିକ, ପ୍ରଫୁଲ୍ଲ ନାଏକ, ପ୍ରମୁଖ ବିଗୁଲ ପରିବାରର ସାମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like