-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ରାଜ୍ୟ

ଅପହରଣର ୧୬ ଦିନ ପରେ ମଧ୍ଯ ପୋଲିସ ହାତ ଖାଲି, ବିଧିବଦ୍ଧ ତଦନ୍ତ ପାଇଁ ଏସ୍ ପି ଙ୍କ ଠାରେ ନିବେଦନ

12-Oct-2023



ବରଗଡ଼ (ପ୍ରେରଣା ଖବର ବ୍ୟୁରୋ ): ବରଗଡ ସହର ସ୍ଥିତ ଭଟଲି ରୋଡରେ ରହୁଥିବା ସୁନିଲ ଅଗ୍ରୱାଲଙ୍କ ଅପହରଣ ହେବାର ୧୬ ଦିନ ବିତିଯାଇଥିଲେ ମଧ୍ଯ ଟାଉନ ପୋଲିସ କିଛି କରିପାରୁ ନଥିବାରୁ ବୁଧବାର ସୁନୀଲଙ୍କ ସ୍ତ୍ରୀ ଜୋସ୍ନା ଅଗ୍ରୱାଲ ଏସପିଙ୍କୁ ଦେଖା କରିବା ସହ ଏକ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।  ଉକ୍ତ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ଯେ, କଣ୍ଟାବାଞ୍ଜି ସହରର ହିତେଶ ଜୈନ, ସଞ୍ଜୟ ଜୈନ ଓ ସୁନିଲ ଜୈନ ମିଶି ମୋ ସ୍ବାମୀଙ୍କ ଠାରୁ ପ୍ରାୟ ଏକ କୋଟି ଟଙ୍କା ନେଇଥିଲେ। ମୋ ସ୍ବାମୀ ଜଣେ ଛୋଟିଆ କନକି (ଭଙ୍ଗା ଚାଉଳ)ର ଦଲାଲି କରି ନିଜ ପରିବାର ପୋଷଣ କରନ୍ତି । ବିଭିନ୍ନ ମିଳମାଳିକ ଓ ଉକ୍ତ କନକି କିଣୁଥିବା ବେପାରୀ ମାନଙ୍କ ସହ ସିଧାସଳଖ ଯୋଗାଯୋଗ କରି ଉକ୍ତ  କନକି ଉଠାଉଥିଲେ। ଗୋଟିଏ ଟ୍ରକ ଲୋଡ କଲେ  ସେ ବାବଦକୁ ପ୍ରାୟ ୧ ହଜାରରୁ ୧୫ ଶହ ଟଙ୍କା ମିଳିଥାଏ। କିନ୍ତୁ ସେପ୍ଟେମ୍ବର ମାସରେ ପ୍ରାୟ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର କନକି କଣ୍ଟାବାଞ୍ଜି ସହରର ମୁରାଲୀ ଅଗ୍ରୱାଲଙ୍କୁ ଦେଇ ଥିବା ବେଳେ ପ୍ରାୟ ୬୦ଲକ୍ଷ ଟଙ୍କା ହିତେଶ, ସଞ୍ଜୟ ଓ ସୁନିଲକୁ ଦିଆଯାଇଥିବା ମୁରାଲୀ କଣ୍ଟାବାଞ୍ଜି ପୋଲିସ ଆଗରେ ସ୍ବୀକାର କରିଥିଲେ । ଆଉ ବାକିଆ ଟଙ୍କା ଗୁଡିକ ଅନଲାଇନ ମାଧ୍ୟମରେ ହିତେଶଙ୍କୁ ପ୍ରଦାନ କରିଛନ୍ତି। ଏହି ଟଙ୍କା ମାଗିବାରୁ ହିତେଶ ଦେଇ ନଥିଲେ । ଏଣୁ କୋଟି ଟଙ୍କା କାରବାର ହୋଇଥିବାରୁ ହିତେଶ ଏବେ ଫେରାର ହୋଇ ଥିବାରୁ ମୋର ସ୍ବାମୀଙ୍କୁ ଅପହରଣ କରି ତାଙ୍କ କ୍ଷତି ପହଞ୍ଚାଇ ଥିବା ସନ୍ଦେହ ହେଇଥିବା ନେଇ ଅପହରଣ ହୋଇଥିବା ସୁନୀଲଙ୍କ ସ୍ତ୍ରୀ ନିଜ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି । ଏହାର ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଏସପିଙ୍କୁ ନିବେଦନ କରିଥିବା ଜୋସ୍ନା ଗଣମାଧ୍ୟମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like