-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମୁଦିପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ "ମୋ ସ୍କୁଲ ଅଭିଯାନ ନୂତନ ପରିଚାଳନା ସମିତି" ଗଠିତ

12-Oct-2023




ସମ୍ବଲପୁର -( ସଂଜୀବକୁମାରପାଣିଗ୍ରାହୀ)  ( ଗୁରୁବାର ) : ମୁଦିପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି କଳ୍ପେ ଆଜି ଅପରାହ୍ନରେ ବିଦ୍ୟାଳୟର ନେତାଜୀ ସୁଭାଷ ଚନ୍ଦ୍ର ବୋଷ କକ୍ଷରେ ଅନୁଷ୍ଠିତ ସଭାରେ ମୋ ସ୍କୁଲ ଅଭିଯାନ ନୂତନ ପରିଚାଳନା ସମିତି ଗଠିତ ହୋଇ ଯାଇଛି | ବରିଷ୍ଠ ସମାଜସେବୀ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ଆବାହିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ପ୍ରାରମ୍ଭିକ ବକ୍ତବ୍ୟ ପ୍ରଦାନ କରିଥିଲେ |
              ସଭାରେ ସର୍ବ ସମ୍ମତି କ୍ରମେ ନୂତନ ପରିଚାଳନା ସମିତିର ସଭାନେତ୍ରୀ ଭାବରେ ବିଶିଷ୍ଟ ଶିକ୍ଷାବିଦ୍ ଡ଼ଃ କିଶୋରୀ ଦାଶ, କାର୍ଯ୍ୟକାରୀ ସଭାନେତ୍ରୀ ଭାବରେ ଶ୍ରୀମତୀ ରାଜଲକ୍ଷ୍ମୀ ପ୍ରଧାନ ମହାନ୍ତି, ଉପ ସଭାପତି ଭାବରେ ଡାକ୍ତର ମହେନ୍ଦ୍ର କୁମାର ନନ୍ଦ ଓ ବରିଷ୍ଠ ସମାଜସେବୀ ସଂସ୍କୃତିରତ୍ନ ଶ୍ରୀଯୁକ୍ତ କାର୍ତ୍ତିକ ପ୍ରସାଦ ବହିଦାର, ସାଧାରଣ ସମ୍ପାଦକ ଭାବରେ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ଦାଶ, ସଂଗଠନ ସମ୍ପାଦକ ଭାବରେ ଶ୍ରୀଯୁକ୍ତ ରାମକୃଷ୍ଣ ନାୟକ, ଯୁଗ୍ମ ସମ୍ପାଦିକା ଭାବରେ ଶ୍ରୀମତୀ ସ୍ୱସ୍ତିକା ନାୟକ, ଯୁଗ୍ମ ସମ୍ପାଦକ ଭାବରେ ଶ୍ରୀଯୁକ୍ତ ରାଜ କିଶୋର ବକ୍ସି ଓ ଶ୍ରୀ ଶିଶିର ରଞ୍ଜନ ବହିଦାର, କୋଷାଧ୍ୟକ୍ଷା ଭାବରେ ସୁଶ୍ରୀ ରଞ୍ଜୁରାଣୀ ପଟ୍ଟନାୟକ, ସହ କୋଷାଧ୍ୟକ୍ଷା ଭାବରେ ଶ୍ରୀମତୀ ରେଣୁକା ଦାଶ, କାର୍ଯ୍ୟକାରୀ କମିଟିର ସଭ୍ୟ ଭାବରେ ଶ୍ରୀଯୁକ୍ତ ଦେବାର୍ଚ୍ଚନ ଠାକୁର, ଶ୍ରୀମତୀ ନମିତା ପଟେଲ, ହେମଲତା ସାହୁ, ପ୍ରଭାସିନୀ ଜେନା, ମାନିନୀ ସେନାପତି, କବିତା ସାହୁ ସର୍ବ ସମ୍ମତି କ୍ରମେ ନିର୍ବାଚିତ ହୋଇ ଦାୟୀତ୍ବ ଗ୍ରହଣ କରିଛନ୍ତି | ଉପସ୍ଥିତ ସମସ୍ତ ନବ ନିର୍ବାଚିତ କର୍ମକର୍ତ୍ତା ଓ ସଭ୍ୟ ସଭ୍ୟା "ମୋ ସ୍କୁଲ ଅଭିଯାନ ପାଣ୍ଠି" କୁ ନିଜ ନିଜର ଦାନ ରାଶି ପ୍ରଦାନ ପାଇଁ ଘୋଷଣା କରିଥିଲେ | ଶେଷରେ ଯୁଗ୍ମ ସମ୍ପାଦିକା ଶ୍ରୀମତୀ ସ୍ୱସ୍ତିକା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like