-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଅପରାଧ

ବାଲିଗୁଡ଼ାରୁ ଉତ୍ତର -ପଶ୍ଚିମ ଓଡ଼ିଶାର ପ୍ରମୁଖ ସହରକୁ ସରକାରୀ ବସ ଚଳାଚଳ ପାଇଁ ଦାବୀ

13-Oct-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ହେଉଛି ଓଡିଶା ର ବୃହତ୍ତମ ଉପଖଣ୍ଡ ଓ ବିଜ୍ଞାପିତ ଅଞ୍ଚଳର ମାନ୍ୟତା ପାଇସାରିଛି, କିନ୍ତୁ ଏଠାରେ ରାଜନୈତିକ ଇଚ୍ଛା ଶକ୍ତିର ଅଭାବ ସାଙ୍ଗକୁ ସ୍ଥାନୀୟ ଜନସାଧାରଣଙ୍କ ସରଳତାର ସୁଯୋଗ ନେଇ ସବୁ କିଛି ଅଭାବ ଅସୁବିଧା ଓ ସମସ୍ୟା ମଧ୍ୟରେ ଗତି କରି ଚାଲିଛି l  ସେଥି ମଧ୍ୟରେ ଖୋଦ ବାଲିଗୁଡା ଠାରୁ ଉତ୍ତର-ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡା ଏବଂ ସମ୍ବଲପୁର ଭଳି ବିଭିନ୍ନ ସହରକୁ ଯିବା ଆସିବା କରିବା ପାଇଁ ସିଧା ସଳଖ ଗମନାଗମନର କୌଣସି ସୁବିଧା ନାହିଁ l ଛାତ୍ରଛାତ୍ରୀ ମାନେ ରାଉରକେଲା ନିଟ , ସମ୍ବଲପୁର ବିଶ୍ୱ ବିଦ୍ୟାଳୟ, ବୁର୍ଲା ମେଡିକାଲ କଲେଜ ଏବଂ ଏଠାରେ ବସବାସ କରୁଥିବା ଉକ୍ତ ଅଞ୍ଚଳର ଜନସାଧାରଣ ତଥା ବାସିନ୍ଦା ମାନେ ବାଲିଗୁଡା ଅଞ୍ଚଳରୁ ଯିବା ଆସିବା କରି ପାଠ ପଢିବା ସହ ଯାତାୟାତରେ ଘୋର ବ୍ୟାହତ ସୃଷ୍ଟି ହେଉଛି l ବିଶେଷ କରି ଏଠାରୁ ଗରିବ ହରିଜନ ଆଦିବାସୀ ଭାଇଭଉଣୀ ମାନେ ଜରୁରୀ କାଳୀନ ସମୟରେ ବୁର୍ଲା ମେଡିକାଲକୁ କୌଣସି ରୋଗୀକୁ ନେଇ ଚିକିତ୍ସା କରିବା ମଧ୍ୟ ସମ୍ଭବ ପର ହେଉନି l ଏହି ସବୁ ଅସୁବିଧା ନେଇ ସର୍ବସାଧାରଣଙ୍କ ମନରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବାରେ ଲାଗିଲାଣି l ବର୍ତ୍ତମାନ ସରକାର ଲୋକଙ୍କ ଗମନାଗମନର ସୁବିଧା ପାଇଁ ରେଳଗାଡ଼ି ଠାରୁ ଆରମ୍ଭ କରି ଉଡ଼ାଜାହାଜ ପର୍ଯ୍ୟନ୍ତ ସବୁ ପ୍ରକାର ସୁବିଧା କରିବା ସହ ବର୍ତ୍ତମାନ ମଧ୍ୟ ଲଷ୍ମୀ ବସର ଶୁଭାରମ୍ଭ କରିଛନ୍ତି l ହେଲେ  କନ୍ଧମାଳ ଜିଲ୍ଲା ବାଲିଗୁଡାର ବଣ ଜଙ୍ଗଲ ପାହାଡ଼ ତଳେ ବସବାସ କରୁଥିବା ଆଦିବାସୀ ହରିଜନ ତଥା ସାଧାରଣ ଜନତା ଙ୍କ ପ୍ରତି ଏ ସବୁ କ୍ଷେତ୍ରରେ ଅବହେଳା କାହିଁକି କରୁଛନ୍ତି l ଆଦିବାସୀ ମାନଙ୍କ ଉନ୍ନତି ଚାଲିଛି ବୋଲି ମିଛ ପ୍ରତିଶୃତି ଦେଇ କାହିଁକି ବାଜା ପିଟୁଛନ୍ତି ବୋଲି ଅଞ୍ଚଳର ଜୈନକ ଯାତ୍ରୀ ସନ୍ୟାସୀ ନାୟକ ଅତି ଦୁଃଖର ସହ ପ୍ରକାଶ କରିଛନ୍ତି l ସେ ଯାହା ବି ହେଉ ଏହି ବାଲିଗୁଡ଼ାରେ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ସମେତ ସବୁ ବର୍ଗର ଜନସାଧାରଣ ବସବାସ କରନ୍ତି l ଏ ସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପରିବହନ ବିଭାଗ ସ୍ଥାନୀୟ ଜନ ପ୍ରତିନିଧି ଏଥି ପ୍ରତି ଦୃଷ୍ଟି ଦେଇ ଖୋଦ ବାଲିଗୁଡା ଠାରୁ ଉତ୍ତର-ପଶ୍ଚିମ ଓଡ଼ିଶାର ପ୍ରମୁଖ ସହର ଗୁଡିକୁ ଦିନରେ ଓ ରାତିରେ ଦୁଇଟି ବସ  ନିୟମିତ ଚଳାଚଳ ବ୍ୟବସ୍ଥା କରାଇଦେଲେ ସ୍ଥାନୀୟ ଜନସାଧାରଣଙ୍କର ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ବାଣିଜ୍ୟର ସମସ୍ତ ପ୍ରକାର ଉନ୍ନତି ହେବା ସଙ୍ଗେ ସଙ୍ଗେ ଅଞ୍ଚଳ ବାସୀ ଉପକୃତ ହୋଇ ପାରନ୍ତେ ବୋଲି ବୁଦ୍ଧିଜୀବି ମହଲରେ ଚର୍ଚ୍ଚା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like