-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||     

HOME   ଜିଲ୍ଲା

ବାଇକ୍ କୁ ଧକ୍କା ଦେଲା କାର୍ : ସ୍ଵାମୀ ଆହାତ, ସ୍ତ୍ରୀ ଗୁରୁତର

13-Oct-2023



ତରଭା(ପ୍ରେରଣା ଖବର): ଆଜି ସକଲେ ବଲାଙ୍ଗିର ଜିଲ୍ଲା ତରଭା ଥାନା କଣ୍ଟାପାଲି ଗାଁ ର ଲିଙ୍ଗରାଜ ଭୋଇ ନିଜ ସ୍ତ୍ରୀ ନିରୁପମା ଙ୍କୁ ଧରି ଏକ ବାଇକ୍ ରେ ନିଜର ଗାଁ ରୁ କୌଣସି ଏକ କାମରେ ଜାମ୍ ଖୋଲ କୁ ଯାଉଥିଲେ l ତେବେ କଣ୍ଟାମାଳ ଛକ୍ ନିକଟରେ ପଛ ପଟୁ ଆସୁଥିବା ଏକ ଅଜଣା ଚାରି ଚକିଆ ଯାନ ଆସି ବାଇକ୍ ଚାଳକ ଲିଙ୍ଗରାଜଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର୍ ମରିଥିଲା l ଦୁର୍ଘଟଣାରେ ବାଇକ୍ ଚାଳକ ଲିଙ୍ଗରାଜଙ୍କ କୌଣସି କ୍ଷତି ହୋଇନଥିବା ବେଳେ ତାଙ୍କ ସ୍ତ୍ରୀ ନିରୂପମାଙ୍କୁ ଗୁରୁତର ଅବସ୍ଥାରେଙ୍କୁ ୧୦୮ ଆମ୍ବୁଲାନ୍ସ ରେ ଅଣାଯାଇ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି  l


News Comment




Photo in News

Advertisment
Lastest News
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026

You Might Also Like