-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

ନର୍ଲା PWD ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ଠପ୍ ରାସ୍ତା ରୋକ୍ ପାଇଁ ନର୍ଲା ପ୍ରେସ୍ ଆସୋସିଏସନ୍ ର ସଜବାଜ ।

13-Oct-2023



ନର୍ଲା( ସଞ୍ଜିବ ଦାସ )
ନର୍ଲା ଚାରିଛକ୍ ଠାରୁ ନର୍ଲା ସହର ଦେଇ ପ୍ରାଣୀ ଚିକିତ୍ସା କେନ୍ଦ୍ର ନର୍ଲା ପର୍ଯ୍ୟନ୍ତ ରାସ୍ତାର ଦୁଇ ପାର୍ଶ୍ଵରେ ଜଳ ନିଷ୍କାସନ ନାଳା ଓ ପ୍ରଶସ୍ତିକରଣ ଏବଂ ଉନ୍ନତି ସାଧନ କାର୍ଯ୍ୟ ପାଇଁ ରାଜ୍ୟ ସରକାର ୨୦୨୧-୨୨ ଆର୍ଥିକ ବର୍ଷରେ ପାଖାପାଖି ୬.୬୬ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ପୂର୍ତ୍ତ ବିଭାଗ ପକ୍ଷରୁ ମଞ୍ଜୁର ପାଇ ସାରିଛି ଏଭଳିକି ଉକ୍ତ କାର୍ଯ୍ୟ ପାଇଁ ଦୁଇ ବର୍ଷ ତଳେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଭୂପିନ୍ଦର ସିଂ ସେହି ସମୟରେ କାର୍ଯ୍ୟର ଶିଳାନ୍ୟାସ କରି ରାସ୍ତା କାର୍ଯ୍ୟ ଖୁବ୍ ଶୀଘ୍ର କରାଯିବ ବୋଲି ଅଞ୍ଚଳବାସୀ ଙ୍କୁ ପ୍ରତିଶ୍ରୁତି ଦେଇଥିଲେ କିନ୍ତୁ ବଡ଼ ପରିତାପର ବିଷୟ କି ଖୋଦ୍ ନର୍ଲା ନିର୍ବାଚନ ମଣ୍ଡଳୀ ଛାତି ଉପରେ ବିକାଶ ମୂଳକ  ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ଦୁଇବର୍ଷ ଧରି ମୂର୍ମୁଷ ଅବସ୍ଥାରେ ପଡ଼ି ରହିଥିବାରୁ ନର୍ଲା ଅଞ୍ଚଳରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି ଏଭଳି ସ୍ଥିତିରେ କାମ ହେବା ତ ଦୂରର କଥା ସଂପୃକ୍ତ ଠିକା ସଂସ୍ଥା ର ଦେଖା ମିଳୁ ନ ଥିବା ବେଳେ ପୋଡ଼ା ଘା ରେ ଚୂନ ସଦୃଶ ପାନୀୟ ଜଳ ଓ ପରିମଳ ବିଭାଗ ରାସ୍ତାକଡ଼ରେ ଥିବା ପାଇପ ମାନ ଖୋଳି ଦେଇ ଏଣେତେଣେ ଛିନ୍ନ ଛତ୍ର ଭାବରେ
ପଡ଼ି ରହିଛି।

ବସ୍ତି ମଧ୍ୟରେ ବଡ଼ ବଡ଼ ଖାଲ ଉତ୍ପତ୍ତି ହୋଇଥିବାରୁ ଲୋକ ମାନେ ନାନା ସମସ୍ୟା ଦେଇ  ଗତି କରୁଥିବା ଅଭିଯୋଗ ହୋଇଛି ।ଏପରି ସ୍ଥଳେ ଅଞ୍ଚଳବାସୀ ନର୍ଲା ବ୍ଲକ ର ନିର୍ବାଚିତ ଜନ ପ୍ରତିନିଧି ମାନଙ୍କୁ ତାଙ୍କର ନିରବତା ଓ ନିଷ୍କ୍ରିୟତା କୁ ଦାୟୀ କରିଛନ୍ତି ।
ଏଣୁ ଯୁଦ୍ଧ କାଳୀନ ଭିତ୍ତିରେ ସାତ ଦିନ ମଧ୍ୟରେ ପୂର୍ତ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ କାର୍ଯ୍ୟର ତ୍ୱରାନ୍ୱିତ ନ କଲେ ନର୍ଲା ପ୍ରେସ ଆସୋସିଏସନ୍ ବାଧ୍ୟ ହୋଇ ରାଜ ରାସ୍ତାକୁ ଓହ୍ଲାଇବ ବୋଲି ସଂଘର ନିଷ୍ପତି କ୍ରମେ ନୂତନ ପ୍ରେସ ଆସୋସିଏସନ୍ ର ସଭାପତି ଶ୍ରୀ ଦୀପକ କୁମାର ସାହୁ ଓ ସମ୍ପାଦକ ସନ୍ତୋଷ ପାତ୍ର ପ୍ରଶାସନ କୁ ଚେତାଇ ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like