-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||     

HOME   ଜିଲ୍ଲା

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ଗୁରୁତର

13-Oct-2023



ବଲାଙ୍ଗିର(ପ୍ରେରଣା ଖବର) କଂଟାମାଲ ଥାନା ମସାପିବରା ଗାଁ ର ମନବୋଧ ଭୋଇ(୨୭) ନାମକ ଜଣେ ବ୍ୟକ୍ତି ଏକ ବାଇକ୍ ରେ ନିଜ ଗାଁ ରୁ କୌଣସି ଏକ କାମରେ ବଲାଙ୍ଗିରକୁ ଯାଇ ସେଠାରୁ ଫେରୁଥିବା ସମୟରେ ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ଅର୍ଜୁନପୁର ଘାଟି ନିକଟରେ ସାମନା ପଟୁ ଆସୁଥିବା ଏକ ପିକ୍‌ଅପ୍ ଭେନ୍ ସହ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ମନବୋଧଙ୍କ ମୁହଁ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଦୁର୍ଘଟଣା ଘଟାଇ ପିକ୍ ଅପ୍ ଟି ଘଟଣାସ୍ଥଳରୁ ଫେରାର୍ ମାରିଛି । ଗୁରୁତର ଅବସ୍ଥାରେ ମନବୋଧଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଓ ହସ୍ପିଟାଲର ସର୍ଜରୀ ୱାର୍ଡରେ ଭର୍ତ୍ତି କରାଯାଇଛି । 


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026

You Might Also Like