-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଦ୍ବାରା ବିନିକା ମହାନଦୀ ସେତୁ ରିଙ୍ଗ ରୋଡର ଶିଳାନ୍ୟାସ

13-Oct-2023



ସୁବର୍ଣ୍ଣପୁର , (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର  ଜିଲ୍ଲା ବିନିକା ସହରବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହେବାକୁ ଯାଉଛି । ସହର ଦେଇ ପ୍ରବାହିତ ଚିରସ୍ରୋତା ମହାନଦୀ କୂଳରେ(ଆଡି ବନ୍ଧ)ରିଙ୍ଗ ରୋଡ ନିର୍ମାଣ ପାଇଁ  ମାନ୍ୟବର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ଵାରା ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ  ହୋଇଥିଲା।ସୂଚନା ଯୋଗ୍ୟ ଯେ ଏହି କାର୍ଯ୍ୟ ପାଇଁ ସହରବାସୀଙ୍କ ତରଫରୁ ବରାବର ଦାବି ହୋଇ ଆସୁଥିଲା । ଶେଷରେ ରାଜ୍ୟ ର ନବୀନ ସରକାର ଅଞ୍ଚଳବାସୀଙ୍କ ଦାବି କୁ ପୂରଣ କରିବା ସହ ମହାନଦୀ ବ୍ରିଜ ଠାରୁ ଝରାପଡ଼ା ପର୍ଯ୍ୟନ୍ତ ମହାନଦୀ କୂଳରେ ରିଙ୍ଗ ରୋଡ ନିର୍ମାଣ ସକାଶେ ୧୩କୋଟି ୮୫ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର କରିଛନ୍ତି ।ଆଜି ମାନ୍ୟବର ବିଧାୟକ ଶ୍ରୀ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବ୍ରିଜ ନିକଟରେ ନଡ଼ିଆ ଭାଙ୍ଗି ଫଳକ ଶିଳାନ୍ୟାସ କରିଥିଲେ l ଅନୁଷ୍ଠିତ  ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ,ଇରିଗେସନ ବିଭାଗ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢୀ , ବିନିକା ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ତହସିଲଦାର ସୀତାରାମ ଭୁଏ , କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ , ଉପାଧ୍ୟକ୍ଷ ତପସ୍ୱିନୀ ମେହେର, ନଗର ବିଜେଡ଼ି ସଭାପତି ସୋମନାଥ ମିଶ୍ର ପ୍ରମୁଖଙ୍କ ସମେତ ବହୁ ଜନସାଧାରଣ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like