-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ମୁରିବାହାଲ ରେ ବ୍ଲକସ୍ତରୀୟ ଯାଦବ ମହାସଭା ଓ ନୂଆଁଖାଈ ଭେଟଘାଟ - ଶିକ୍ଷା, ଆର୍ଥିକ ଓ ରାଜନୈତିକ ଅଧିକାର ଉପରେ ଗୁରୁତ୍ୱ ଦେବା ପାଇଁ ଆହ୍ୱାନ। 

13-Oct-2023



ମୁରିବାହାଲ(ସୁଦାମ ଚରଣ ବଘାର )- ବଲାଙ୍ଗୀର ଜିଲ୍ଲା ମୁରିବାହାଲ ସଦର ମହକୁମା ସ୍ଥିତ ଧନୁଯାତ୍ରା ପଡିଆ ଠାରେ ଶୁକ୍ରବାର  ବ୍ଲକସ୍ତରୀୟ ଯାଦବ ମହାସଭା ନୂଆଁଖାଈ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଘୁମୁରା ଓ ଗୌଡ଼ ବାଡି ସହ ପାରମ୍ପରିକ ନୃତ୍ୟ  ପରିବେଷଣ ହୋଇଥିଲା।  ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁରିବାହାଲ ପଞ୍ଚାୟତ ସମିତି ହାଇସ୍କୁଲ ଠାରୁ ବିରାଟ ବାଇକ ରାଲି ରେ ବାହାରି ବ୍ଲକ ଛକ, ମୁରିବାହାଲ ବସ୍ତି, ଘଣ୍ଟବାହାଲ,ରେଲୱେ ଷ୍ଟେସନ,ଯାଦବ ଭବନ ଦେଇ ସଭାସ୍ଥଳ ରେ ପହଞ୍ଚି ଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଚଣ୍ଡୀ ସମଲେଇ ଓ ସମଲେଶ୍ବରୀ ଙ୍କ ଫଟୋ ଚିତ୍ର ରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ  ମୁରିବାହାଲ ବ୍ଲକ ଯୁବ ଯାଦବ ମହାସଭା ର ସଭାପତି ଗଙ୍ଗାଧର ହେର୍ଣା ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଉତ୍କଳ ଯାଦବ ମହାସଭା ସାଧାରଣ ସମ୍ପାଦକ ପ୍ରଦୀପ ବେହେରା, ମୁଖ୍ୟବକ୍ତା ଭାବେ କୋମନା ହାଇସ୍କୁଲ ଶିକ୍ଷକ ପ୍ରେମସିନ୍ଧୁ ହେର୍ଣା, ସମ୍ମାନୀୟ ଅତିଥି ଭାବେ ଉତ୍କଳ ଯାଦବ ମହାସଭା ପ୍ରକଳ୍ପ ବିଭାଗ ସଭାପତି ଲକ୍ଷ୍ମଣ ବାଗ,ଟିଟିଲାଗଡ଼ ସଭାପତି ଘିନୁ ଆଡ଼ଜୁଆଡ଼,ଯାଦବ ସମାଜ ଜିଲ୍ଲା ସଂଯୋଜକ ମନୋଜ ହାତୀ, ମୁରିବାହାଲ ବ୍ଲକ ସଭାପତି ତୀର୍ଥ ହାତୀ, ବଙ୍ଗୋମୁଣ୍ଡା ବ୍ଲକ ସଭାପତି ରାଧେଶ୍ୟାମ କେତକୀ, ତୁରେକେଲା ବ୍ଲକ ସଭାପତି ମକରନ୍ଦ ନିଆଲ,ବେଳପଡା ବ୍ଲକ ସଭାପତି ଗୋକୁଳ ଖର୍ସେଲ, ବଙ୍ଗୋମୁଣ୍ଡା ବ୍ଲକ ସାଧାରଣ ସମ୍ପାଦକ ମୁନିରାମ ନାଗ, ଜିଲ୍ଲା ସଭାପତି ପରମାନନ୍ଦ ହାତୀ, ପୂର୍ବତନ ପୋଷ୍ଟ ମାଷ୍ଟର ଘନଶ୍ୟାମ କରୁଆଁ, ତୁରେକେଲା ବ୍ଲକ ଉପ ସଭାପତି ଜୟଦେବ ଶାଣ୍ଢ,ଟିଟିଲାଗଡ଼ ଯାଦବ ମହାସଭା ର ସମ୍ପାଦକ କୁନା ଭାଟି,ମୁରିବାହାଲ ବ୍ଲକ ଉପାଧ୍ୟକ୍ଷା ଯାଜ୍ଞସେନି ହାତୀ, ସଭାନେତ୍ରୀ ଦେବକୀ ହଂସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଶିକ୍ଷା, ଆର୍ଥିକ ଓ ରାଜନୈତିକ ଅଧିକାର ଉପରେ ଗୁରୁତ୍ୱ ଦେବା ପାଇଁ ଅତିଥି ମାନେ ଆହ୍ୱାନ ଦେଇଥିଲେ । ଯାଦବ ସମାଜ ର ବିଭିନ୍ନ ବ୍ୟକ୍ତି ବିଶେଷ ସାମ୍ବାଦିକତା କ୍ଷେତ୍ରରେ ଅର୍ଗସ ଟିଭି ର କଣ୍ଟାବାଞ୍ଜି ପ୍ରତିନିଧି ହୁଲେଶ୍ୱର ହଂସ, କଳିଙ୍ଗ ଟିଭି ର କଣ୍ଟାବାଞ୍ଜି ପ୍ରତିନିଧି ଦୀପକ ଯାଦବ, ମାଟ୍ରିକ ଜିଲ୍ଲା ଟପ୍ପର ୟଶବର୍ଦ୍ଧନ ମହାକୁର, ଓଡ଼ିଆ ଅଧ୍ୟାପିକା କଳ୍ପନା ଷାଣ୍ଢ,ନିଟ ପରୀକ୍ଷା ରେ ଉତ୍ତୀର୍ଣ୍ଣ ପ୍ରଜ୍ଞପ୍ରତୀକ ନିଆଲ, ସୀମା ସୁରକ୍ଷା ବାହିନୀ ବନମାଳୀ ହାତୀ, ଦନାର୍ଦ୍ଦନ ବଗର୍ତ୍ତି, ମାନଭଞ୍ଜନ ପୋଡ଼ ପ୍ରମୁଖ ଙ୍କୁ ଯାଦବ ଗୌରବ ସମ୍ମାନ ରେ ମାନପତ୍ର ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଭିନ୍ନ କ୍ଷେତ୍ରରେ କୃତୀ ଛାତ୍ର ଛାତ୍ରୀ ଯୁବକ ଯୁବତୀ ମାନଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ତେଜୁରାମ ବାଗ ସ୍ୱାଗତ ଭାଷଣ ଦେଇଥିଲେ । ମୁରିବାହାଲ ବ୍ଲକ ଯାଦବ ସମାଜ ସାଧାରଣ ସମ୍ପାଦକ ତରୁଣ ପୋଢ଼ ସଭା ସଂଯୋଜନା କରିଥିଲେ ।ଶେଷ ରେ ଜନାର୍ଦ୍ଦନ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଫାଲଗୁନି ହାତୀ, ବଜରଙ୍ଗ ଷାଣ୍ଢ,ମନୁ ହଂସ, ସୁଧାଂଶୁ ପୋଡ଼ ,କରନ ଜାଲ, ସାମନ୍ତ ବାଗ, ଗିରିଧାରୀ ଛତ୍ରୀଆ,ଉଦିତ କଟା, ଅଜିତ ବାଗ, ପିଙ୍କୁ ହାତୀ ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ । ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକ ପରିବେଷଣ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like