-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ମୂଲ୍ୟବାନ ବନଜାତ ଦ୍ରବ୍ଯ ଲାଖ ଚୋରା ଚାଲାଣ ବେଳେ ମାଡ଼ି ବସିଲେ ଦେଓଗାଁ ଜଙ୍ଗଲ ବିଭାଗ

13-Oct-2023



ବଲାଙ୍ଗୀର: ଡିଏଫ୍ଓ ନୀତିଶ କୁମାର ଙ୍କ ବଳିଷ୍ଠ କାର୍ଯ୍ୟ ଦକ୍ଷତା ଯୋଗୁଁ ଜଙ୍ଗଲ ମାଫିଆଙ୍କ ନିଦ ହଜିଯାଇଛି।ବଲାଙ୍ଗୀର ଡିଏଫ୍ଓ ଙ୍କ ନିର୍ଦ୍ଦେଶ କ୍ରମେ ସଇଁତଳା ଥାନା ଅନ୍ତର୍ଗତ ଡଙ୍ଗରମୁଣ୍ଡା ଗ୍ରାମରୁ ଲାଖ ସଂଗ୍ରହ କରାଯାଇ ବନ୍ଧପଡ଼ା ଥାନା ଅନ୍ତର୍ଗତ ବ୍ରାହ୍ମଣୀ ଜୋର୍ ଗ୍ରାମକୁ ଯାଉଥିଲା।ବଲାଙ୍ଗୀର ଡିଏଫ୍ଓ ଦେଓଗାଁ ରେଞ୍ଜ ଅଧିକାରୀ ଯୁଧିଷ୍ଟିର ଜାଲ ଙ୍କୁ ଉକ୍ତ ଖବର ଦେବା ସହ ନିର୍ଦ୍ଦେଶ ଦେଇଥିଲେ।ଦେଓଗାଁ ରେଞ୍ଜର ଙ୍କ ତତ୍ତ୍ଵାବଧାନରେ ଦେଓଗାଁ ଫରେଷ୍ଟର ବ୍ୟାସଦେବ ସାହୁ ଓ ତାଙ୍କ ରେଞ୍ଜ ପାରା ଷ୍ଟାଫ୍ ମିଶି ଦେଓଗାଁ ଭୂତିଆରବାହାଲ ରାସ୍ତାରେ ଚୋର ଙ୍କୁ ଧରିବା ପାଇଁ ଜାଲବିଛାଇ ବସିଥିଲେ। ଏହି ସମୟରେ ୨ଟି ବାଇକ୍,ଓ ଆର ୦୩ ଇ ୫୪୩୨ ପେସନ୍ ପ୍ଲସ, ଓ ଡି ୦୩ ଆର ୪୬୧୦ ଏଚ ଏଫ୍ ଡିଲକ୍ସ ରେ ୪ ଜଣ ଅଭିଯୁକ୍ତ ଯାହାର ନାମ ତୀର୍ଥ ଘିବେଲା,ରତନ ପରାଭୋଏ, ପ୍ରଦୀପ ବାଗ, ସୁକମନି ମନହିରା ସମସ୍ତେ ବ୍ରାହ୍ମଣୀ ଜୋର୍ ଗ୍ରାମର ବାସିନ୍ଦା ଏହି ରାସ୍ତା ଦେଇ ଯାଉଥିବା ବେଳେ ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଦେଖି ସେମାନେ ଲାଖ ଏବଂ ଗାଡ଼ିକୁ ଛାଡ଼ି ପଳାଇବା ପାଇଁ ଉଦ୍ୟମ କରୁଥିବା ବେଳେ ଫରେଷ୍ଟ ଷ୍ଟାଫ୍ ଏମାନଙ୍କୁ ମାଡ଼ି ବସିଥିଲେ।ତାଙ୍କ ପାଖରୁ ୨ ଟି ବାଇକ୍,ଲାଖ ୯୧ କେଜି, ଲୁହାକତା ୨ ଗୋଟି,ତାବଲି ୧ ଗୋଟି, ଟାଙ୍ଗିଆ ୧ ଗୋଟି,ଜବତ କରିଥିଲେ।ଜବତ ସାମଗ୍ରୀକୁ ଦେଓଗାଁ ରେଞ୍ଜରେ ରଖି ଏହି କେସ ରେ ଆଉ କେଉଁମାନେ ସଂପୃକ୍ତ ଅଛନ୍ତି, ଅଧିକ ତଦନ୍ତ ପାଇଁ ଅଭିଯୁକ୍ତ ମାନଙ୍କୁ ରଖି ପଚରା ଉଚରା ଚାଲିଛି।ଆସନ୍ତାକାଲି ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯିବ।ଜଙ୍ଗଲ ବିଭାଗର ଦାୟିତ୍ବ ହୀନତା ପାଇଁ ଅନେକ ମୂଲ୍ୟବାନ ବନଜାତ ଦ୍ରବ୍ଯ ଚୋରା ଚାଲାଣ ହେଉଛି। ଜଙ୍ଗଲ ସୁରକ୍ଷା ଦାୟିତ୍ବ ରେ ଥିବା କର୍ମଚାରୀ ମାନଙ୍କ ନାକ ତଳୁ ଜଙ୍ଗଲ କୁ ଉଜାଡି ଦେଉଥିବା ମାଫିଆ ଙ୍କ ସୂଚନା କେମିତି ଜାଣି ପାରୁନାହାନ୍ତି ଏକ ପ୍ରଶ୍ନବାଚୀ ।ବଲାଙ୍ଗୀର ଜିଲ୍ଲା ଜଙ୍ଗଲ ବିଭାଗ ମୁଖ୍ୟ ଡି ଏଫ୍ ଓ ଙ୍କ ପାଖକୁ ଜଙ୍ଗଲ ଚୋର ସମ୍ପର୍କିତ ତଥ୍ୟ ଆସୁଥିଲେ ସୁଦ୍ଧା ଅନେକ ବନ କର୍ମଚାରୀ ଖବର ପାଉ ନ ଥିବା ସନ୍ଦେହ ସୃଷ୍ଟି ହେଉଛି।ବଲାଙ୍ଗୀର ଡି.ଏଫ୍.ଓ ଙ୍କ କାର୍ଯ୍ୟଦକ୍ଷତାକୁ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like