-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଶୁଖା ଗ୍ଲୋଫାଉଣ୍ଡେସନର ଦ୍ୱିତୀୟ ବର୍ଷ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ, ରାଜନୈତିକ ଚିନ୍ତାଧାରାର ଉର୍ଦ୍ଧରେ ରହି କୋଶଲ ଅଂଚଳ ପାଇଁ ସ୍ୱର ଉତ୍ତୋଳନ କରାଯିବା ଉଚିତ-ପ୍ରମୋଦ ମିଶ୍ର

14-Oct-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)- କୋସଲ ଅଂଚଳର ସମସ୍ତ ନେତା, ବିଭିନ୍ନ ଦଳର ନେତୃତ୍ୱ ନେଉଥିବା ନେତାମାନେ, ଲେଖକ, କବି, ସାମ୍ବାଦିକ, ସମାଜସେବୀ, ଯୁବବର୍ଗ କୋଶଲ ଅଂଚଳର ବିକାଶା ପାଇଁ ସ୍ୱର ଉତ୍ତୋଳନ କରାଯିବାର ସମୟ ଆସିଛି ବୋଲି   କୋସଲ କେନ୍ଦ୍ରୀୟ କ୍ରୀୟାନୁଷ୍ଠାନ କମିଟୀ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ଆହ୍ୱାନ ଦେଇଛନ୍ତି । ଶୁଖା ଗ୍ଲୋ ଫାଉଣ୍ଡେସନ ପକ୍ଷରୁ ଆଜୋୟିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୋଶଲ ଆନ୍ଦୋଳନ, ସ୍ୱତନ୍ତ୍ର କୋଶଲ ରାଜ୍ୟର କଣ ଆବଶ୍ୟକତା ରହଛି ସେ ଉପରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବେ ଆଇନଜୀବୀ ମିନା ଦାସ,  ନରେନ୍ଦ୍ର ହୋତା, ସୌମ୍ୟରଞ୍ଜନ ପୁଜାରୀ, ସୁବର୍ଣ୍ଣଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା, ତାଙ୍କ ସ୍ୱାମୀ ରଞ୍ଜମ ଠେଲା, ନିତେଇ ପାଳ, ବିକାଶ ଶତପଥି ପ୍ରମୁଖ  ମଞ୍ଚାସୀନ ଥିଲେ । ପଶ୍ଚିମ ଓଡିଶାର ସଂସ୍କୃତି, ନୁଆଖାଇର ପରମ୍ପରା, ଭାଇଚାର ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ସମ୍ବର୍ଦ୍ଧିତ ଅବସରପ୍ରାପ୍ତ ଅଧ୍ୟାପକ କିଶୋର ମେହେର ପ୍ରତ୍ୟେକ ପଞ୍ଚାୟତରେ ଏକ ଲାଇବ୍ରେରୀର ଆବଶ୍ୟକତା ଉପରେ ରଞ୍ଜନ ଠେଲା ପ୍ରତ୍ୟେକ ଗ୍ରାମରେ ଲାଇବ୍ରେରୀ ପାଇଁ  କୋଠାର ଛାତ ପଡିଥିବା କହିଥିଲେ ।  ସୁବର୍ଣ୍ଣପୁର ଜିଲ୍ଲାର ଶୁଖା ଗ୍ରାମ ସୁବର୍ଣ୍ଣପୁର ପରିଣତ ହୋଇଥିବା କହି ଗ୍ରାମର ଦାଦନ ଯାଇଥିବା ଯୁବକମାନଙ୍କୁ ଆଣି ଗାଁରେ ନିଯୁକ୍ତି ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ । ଜିଲ୍ଲାପରିଷଦ ଅଧ୍ୟକ୍ଷା  ସରକାରଙ୍କ ଶିକ୍ଷାକ୍ଷେତ୍ରରେ ଚାଲିଥିବା ୫ଟି ଯୋଜନାରେ ସ୍କୁଲ ଗୁଡିକର ଉନ୍ନତି ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି କହିଥିଲେ ।  ଏହି ଅବସରରେ ସମାଜ ସେବାର ନିଜକୁ ଉତ୍ସର୍ଗୀଗୃତ ସେବା ପାଇଁ ସୁରେଶ ସାହୁ,  ପ୍ରକୃତି ଗବେଷକ ଅଶୋକ କୁମାର ସାଣ୍ଡକୁ ସମ୍ମାନିତ କରାଯାଇଥିଲା । ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘ, ବିନିକା ମାହେଶ୍ୱରି ସେବା ସଂଘ, ବିଙ୍ଗହୂମ୍ୟାନ, ଲଲିତ ନାଏକ ସେବା ସଂଘ, ମାରୱାଡି ଯୁବାମଞ୍ଚ, ସେବା ଫାଉଣ୍ଡେସନ, ପ୍ରମୁଖ ସଂଘ ଗୁଡିକୁ ସମାଜସେବା ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ଗଣେଷ ଣେମହେର, ଅର୍ପଣ ପ୍ରମୁଖ ସଭା ସଂଯୋଜନା କରିଥିଲେ ।  ଶ୍ୱାଶତ ତ୍ରୀପାଠୀଙ୍କ ରୁମ୍‌କୁଝୁମାନା ଗୃପ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ରସରକେଲି, ମାଏଲଜଡ, ଡାଲଖାଇ ଗୀତର ତାଳେ ତାଳେ ଦର୍ଶକମାନେ ଝୁମିଥିଲେ । ସମଗ୍ର କାର୍ଯ୍ୟକ୍ରମରେ ଗ୍ଲୋ ଫାଉଣ୍ଡେସନର ସଦସ୍ୟମାନେ ସହ ଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like