-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||     

HOME   ରାଜନୀତି

ଡୁଙ୍ଗୁରିପାଲିରେ ବିଜେଡିର ଜନସଂର୍ପକ ପଦଯାତ୍ରା, ନବୀନ ସରକାର ଲୋକଙ୍କ ଦ୍ୱାରା ଓ ଲୋକମାନଙ୍କ ପାଇଁ-ସ୍ୱାସ୍ଥ୍ୟମନ୍ତ୍ରୀ 

14-Oct-2023



ଡୁଙ୍ଗୁରିପାଲ(ଅରବିନ୍ଦ ମିଶ୍ର)- ନବୀନ ସରକାରଙ୍କ ବିକାଶ ବାର୍ତ୍ତା ଜନସାଧାରଣଙ୍କ ନିକଟରେ ପହଞ୍ଚାବା ପାଇଁ ବିଜୁ ଜନତା ଦଳ ପକ୍ଷରୁ ଅକ୍ଟୋବର ୨ ଗାନ୍ଧିଜୟନ୍ତୀରୁ ସାରା ରାଜ୍ୟରେ ଜନ ସର୍ମ୍ପକ ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି ।  ଏହି ପରିପ୍ରେକ୍ଷୀରେ ଆଜି  ସୋନପୁର ନିର୍ବାଚନ ମଣ୍ଡଳୀ ଡୁଙ୍ଗୁରିପାଲି ବ୍ଲକରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ୨୬ନମ୍ବର ଜାତୀୟ ରାଜପଥ କଡରେ ଥିବା କପିଳେଶ୍ୱର ଶିବ ମନ୍ଦିରରୁ ବ୍ଲକ ବିଜେଡି ସଭାପତି ହିମାଂଶୁ ଶେଖର ବିଶ୍ୱାଳଙ୍କ ନେତୃତ୍ୱରେ ବାହାରି  ରାମପୁର ଛକ, ଥାନା ଛକ, ସହଲା କେନଲା ଛକ, ଷ୍ଟେଟ୍ ବ୍ୟାଙ୍କ, ଆରଏମସି ଛକ ଦେଇ ଆରଏମସି ପରିସରରେ ପହଞ୍ଚିଥିଲେ ।  ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସୋନପୁର ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇଥିଲେ ।  ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକହିତକର ଯୋଜନା ବିଷୟରେ  ଲୋକଙ୍କୁ ଅବଗତ କରାଇଥିଲେ ।  ଲୋକମାନଙ୍କ ପାଇଁ ଏବଂ ଲୋକମାନଙ୍କ ଦଳ ବିଜେଡି ଦଳ ବୋଲି ବିଭିନ୍ନ ଯୋଜନା ମଧ୍ୟରେ ବିଜୁ ସ୍ୱାସ୍ଥ୍ୟ କାର୍ଡ, ଲକ୍ଷ୍ମୀ ଯୋଜନାରେ ଗ୍ରାମାଞ୍ଚଳରେ ବସ ଚଳାଚଳ, ପ୍ରତ୍ୟେକ ଗାଁକୁ ପକ୍କା ସଡକ, ୫ଟି ଯୋଜନାରେ ସ୍କୁଲ ଗୁଡିକର

ରୁପାନ୍ତର, ଶ୍ରମିକମାନଙ୍କୁ, ଶ୍ରମିକମାନଙ୍କ ପରିବାରକୁ ସହ ଯୋଗ ଉପରେ ଆଲୋକପାତ କରିଥିଲେ । ସୋନପୁରଠାରେ ନିର୍ମାଧିନ ଡାକ୍ତରଖାନା ଏହି ଅଂଚଳ ପାଇଁ ଏକ ବିକାଶର ମାଇଲଖୂଣ୍ଟ ବୋଲି କହିଥିଲେ । ନବୀନ ସରକାର ଲୋକଙ୍କ ପାଇଁ ଏବଂ ଲୋକମାନଙ୍କର ବୋଲି କହିଥିଲେ । ଏହି ଦଳର ନେତାକର୍ମୀମାନେ ଲୋକମାନଙ୍କ ପାଇଁ ସବୁବେଳେ ପ୍ରସ୍ତୁତ ରହିଛନ୍ତି । ମହିଲାମାନଙ୍କ ବିକାଶ ପାଇଁ ସରକାର ସବୁବେଳେ ବିଭିନ୍ନ ଯୋଜନା କରିଛନ୍ତି । ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧ ଛାଡ, ଏମବିକେମାନଙ୍କୁ ବିନା ସୁଧରେ ଏକ ଲକ୍ଷ ଟଙ୍କାପର୍ଯ୍ୟନ୍ତ ସୁଧ ଛାଡ । ନିର୍ବାଚନ ସମୟରେ ଅନ୍ୟ ଦଳର ନେତାମାନେ ପୋଷ୍ଟର ଧରି ଭୋଟ ମାଗୁଥିବା ବେଳେ ବିଜେଡି ଦଳ ପ୍ରାର୍ଥୀମାନେ ନିର୍ବାଚନ ପୂର୍ବରୁ ବିକାଶର ବିଭିନ୍ନ ଯୋଜନା ପହଞ୍ଚାଇ ଦେଉଥିବାରୁ ଲୋକେ ବାରମ୍ବାର ଏହି ଦଳକୁ ଲୋକେ ଭୋଟ ଦେଇ ଆସୁଛନ୍ତି ବୋଲି ଶ୍ରୀ୍‌ଯୁକ୍ତ ପୁଜାରୀ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ  ଜିଲ୍ଲା ବିଜେଡି  ସଭାପତି ସରୋଜ କମ୍ପ, ଉପସଭାପତି ରମେଶ ପୁଜାରୀ,ଅଭିମନ୍ୟ କୁଶଲ, ସୁବର୍ଣ୍ଣପୁର ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପାର ଠେଲା,  ବ୍ଲକ ଅଧ୍ୟକ୍ଷା ଅହଲ୍ୟା ସାହୁ, ଉପାଧ୍ୟକ୍ଷ ମକରଧ୍ୱଜ ସାହୁ,  ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ଜିଲ୍ଲା ଯୁବ ବିଜେଡି ସଭାପତି ଅଶୋକ ନନ୍ଦ, ବିଜୟାନନ୍ଦ ମିଶ୍ର, ଜିଲ୍ଲାପରିଷଦ ସଭ୍ୟା ମଞ୍ଜୁଶ୍ରୀ ମାଝି , ବ୍ଲକ ଯୁବ ସଭାପତି ଧମେନ୍ଦ୍ର ବିଶ୍ୱାଳ, ମନ୍ତ୍ରୀଙ୍କ ପ୍ରତିନିଧି ପ୍ରକାଶ ଚନ୍ଦ୍ର ସାହୁ, କପାସିରା ସରପଞ୍ଚ ଗୀତାଞ୍ଜଳୀ ସା, ବୈଦୁପାଲି ସରପଞ୍ଚ ମୀନତି ସା, ଇଚ୍ଛାପୁର ସରପଞ୍ଚ ପ୍ରଶାନ୍ତ ସାହୁ, ସମଲେଇଚୁଆ ସରପଞ୍ଚ ବିଭିଦତ୍ତ ରାଜହଂସ, ଚିନାଯୁରୀ ସରପଞ୍ଚ ରାଜକୁମାର ସାହୁ, ରଞ୍ଜନ ଠେଲା, ହରିବନ୍ଧୁ ପଧାନ, ମିଶନ ଶକ୍ତିର ବ୍ଲକ ସଭାପତି ଲକ୍ଷ୍ମୀ ସରାଫ ମଞ୍ଚାସୀନ ଥିଲେ । ଏହି ଅବସରରେ ଚେରୁପାଲି ସରପଞ୍ଚ ନିଜର ଶତାଧିକ କର୍ମୀଙ୍କ ସହ ବିଜେଡି ଦଳରେ ସାମିଲ ହୋଇଥିଲେ । ମନ୍ତ୍ରୀ ତାଙ୍କୁ ଉତ୍ତରୀୟ, ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରିଥିଲେ । ନବୀନ ସରକାରଙ୍କ ବିକାଶ ମୂଳକ କାର୍ଯ୍ୟରେ ଆକୃଷ୍ଟ ହୋଇ ସେ ବିଜେଡିରେ ସାମିଲ ହୋଇଥିବା କହିବା ସହ ସୋନପୁର ଜିଲ୍ଲାର ବିକାଶରେ ମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରସଂଶା କରିଥିଲେ । ବ୍ଲକ ସଭାପତି ହିମାଂଶ ଶେଖର ବିଶ୍ୱାଳ ସଭା ସଂଯୋଜନା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପ୍ରାୟ ୧୦ହଜାରରୁ ଅଧିକ ଲୋକଙ୍କ ଲୋକଙ୍କ ସମାଗମ ହୋଇଥିବା ବେଳେ ମହିଳାଙ୍କ ସଂଖ୍ୟା ଅଧିକ ରହିଥିଲା । ପଦଯାତ୍ରା ବେଳେ ମନ୍ଦିରରୁ ଆରଏମସି ଛକ ଦୁଇ କିମି ରାସ୍ତା ଜନଗହଳୀ ଯୋଗୁଁ ଗାଡି ଚଳାଚଳ ବନ୍ଦ ରହିଥିଲା । ଏଥିରୁ ମନ୍ତ୍ରୀଙ୍କ ଲୋକପ୍ରିୟତା ଜଣାଯାଏ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026

You Might Also Like