-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

କ୍ରିକେଟ ଜୁଆ ମାଫିଆ ଡନଙ୍କ କବଜାରେ ସୁନୀଲ

14-Oct-2023



ବରଗଡ/ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ ): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରର କ୍ରିକେଟ ଜୁଆ ମାଫିଆର ଡନ  ହିତେଶ ଜୈନଙ୍କ କବଜାରେ  ୨୦ଦିନ ହେଲାଣି ବରଗଡରୁ ନିଖୋଜ ହୋଇଥିବା ସୁନୀଲ ଅଗ୍ରୱାଲ ରହିଥିବା ସାଂଘାତିକ  ଅଭିଯୋଗ ଗଣମାଧ୍ୟମରେ ଆଣିଲେ ସୁନୀଲଙ୍କ ସ୍ତ୍ରୀ ଜୋସ୍ନା ଅଗ୍ରୱାଲ। କ୍ରିକେଟ ଜୁଆ ମାଫିଆ ଡନର କାକା ସୁନୀଲ ଜୈନ ନଗତ ପ୍ରାୟ ୨୫ରୁ ୩୦ ଲକ୍ଷ ଟଙ୍କା  ଜଣେ ଚାଉଳ ବ୍ୟବସାୟୀ ଙ୍କ ଠୁ ଆଣିଥିବା କଣ୍ଟାବାଞ୍ଜି ପୋଲିସ ଆଗରେ ସ୍ବୀକାର କରିଥିଲେ। ତାପରେ ମଧ୍ଯ କେଉଁ ଅଜଣା ଶକ୍ତିର ଚାପରେ ଉକ୍ତ ଜୁଆ ମାଫିଆଙ୍କୁ ପୋଲିସ ପଚରା ଉଚରା କରିବାରେ ଭୟ କରୁଛି ବୁଝାପଡୁନି। ଏବେ ଉକ୍ତ ଜୁଆ ମାଫିଆ ବିନଦାସ୍ କ୍ରିକେଟ ଜୁଆ ଖେଳ ଖୁଲମଖୁଲା ଚଳାଉଛି।  ମୋ ସ୍ବାମୀଙ୍କ ଠାରୁ ପ୍ରାୟ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କା ସେପ୍ଟେମ୍ବର ୧ ରୁ ୨୫ ତାରିଖ ପର୍ଯ୍ୟନ୍ତ ହିତେଶ ନେଇଥିବା ପ୍ରମାଣ ମଧ୍ଯ ପୋଲିସକୁ ଦେଇଛି । ତାପରେ ମଧ୍ଯ ପୋଲିସ ହାତ ବାନ୍ଧି ବସିବା ପଛରେ କି ରହସ୍ଯ ରହିଛି ବୋଲି କ୍ଷୋଭ ପ୍ରକାଶ କରିଛନ୍ତି ଜୋସ୍ନା।  ତୁରନ୍ତ ପୋଲିସ ଜୁଆ ମାଫିଆ ଡନ ହିତେଶ ଓ ତାଙ୍କର କାକା ସୁନିଲକୁ ଅପହରଣ ମାମଲାରେ ତଦନ୍ତଭୁକ୍ତ କରି ପଚରାଉଚୁରା କଲେ ମୋ ସ୍ବାମୀଙ୍କୁ ମୁଁ ଫେରି ପାଇବି ବୋଲି ଆଶା କରିଥିବା ଅପହରଣ କର୍ତ୍ତାଙ୍କ ସ୍ତ୍ରୀ ଜୋସ୍ନା ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like