-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିନିକାରେ କଂଗ୍ରେସର ଜନସମ୍ପର୍କ ପଦଯାତ୍ରା

14-Oct-2023



 ବିନିକା(ହିମାଂଶୁ ଶେଖର ପୁଟେଲ)ସାରା ରାଜ୍ୟରେ ଭାରତ ଜୋଡୋ ଘରେ ଘରେ ହାତ, ଘରେ ଘରେ କଂଗ୍ରେସ ଜନସମ୍ପର୍କ ପଦଯାତ୍ରା ଚାଲିଥିବା ବେଳେ ଆଜି ବିନିକା ଏନଏସି ଓ ବ୍ଲକ ଅଞ୍ଚଳରେ ଅନୁଷ୍ଠିତ ହୋଇଯାଇଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିନିକା ବ୍ଲକ ସଭାପତି ରବୀନ୍ଦ୍ର ହୋତାଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସାମିଲ ହୋଇ "ଘରେ ଘରେ କଂଗ୍ରେସ ଘରେ ଘରେ ହାତ" ସ୍ଲୋଗାନ ଦେଇ ସ୍ଥାନୀୟ ବିନିକା ତହସିଲ ଛକ ଠାରୁ ସହର ପରିକ୍ରମା କରି ସିଂଘିଯୁବା ପଞ୍ଚାୟତ ସର୍ଗୁଣl,ପାପୀ,କଦଳିପାଲି, ଚୁଲିମାଲ,ଭଣ୍ଡାର,ମହୁଲପାଲି ଗାଁ ପର୍ଯ୍ୟନ୍ତ ଭାରତ ଜୋଡୋ  ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ଏହି ଅବସରରେ କଂଗ୍ରେସର ନୀତି,ଆଦର୍ଶରେ ଅନୁପ୍ରାଣିତ ହେବାକୁ ଲୋକଙ୍କୁ ସଚେତନ କରାଇବା ଏବଂ କଂଗ୍ରେସ ଦଳର ସଚେତନତା ପତ୍ର ବଣ୍ଟନ କରାଯାଇଥିଲା ।ଏଥିରେ  ପୂର୍ବତନ ବିଧାୟକ ବିନୋଦ ପାତ୍ରଙ୍କ ସମେତ ଜିଲ୍ଲା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟବ୍ରତ ସାହୁ,ଜିଲ୍ଲା ଆଇନ ସେଲ ସଭାପତି ସୁଧୀର ପଣ୍ଡା,ସନ୍ତୋଷ ପଣ୍ଡା,ନରେନ୍ଦ୍ର ସାହୁ,ସଂଗ୍ରାମ କେଶରୀ ନାୟକ,ବିଜୟ ଭୋଇ,ନରସିଂହ ଭୋଇ,ତିକେଶ୍ୱର୍ ପ୍ରଧାନ,କୃଷ୍ଣ ଚନ୍ଦ୍ର ପ୍ରଧାନ,ପଞ୍ଚାନନ ପାତ୍ର,ଶିବ ପ୍ରସାଦ ଖମାରୀ,ଜୟ ନାରାୟଣ ନାୟକ,ସୂର୍ଯ୍ୟ କୁମାର ଖେତି,ରାଜା ମିଶ୍ର,ରଶ୍ମି ରଞ୍ଜନ ବିଶି,ବାଲେଶ୍ଵର ସାହୁ,ସରୋଜ ଚନ୍ଦ୍ର ପ୍ରଧାନ,ମିତ୍ରଭାନୁ ଭୋଇ,ଆନନ୍ଦ ଦାଶ,ସୀତାରାମ ବହିଦାର,ନରସିଂହ ମିଶ୍ର,ଦୁର୍ଯ୍ୟୋଧନ ଖେତି, ସୋମିତ୍ରି ତରିଆ,ଭାଗରଥି ବର୍ଗର୍ତି,ଋଷଭ ଭୋଇ,ସତ୍ୟାନନ୍ଦ ପଟେଲ,ପ୍ରକାଶ ମହାନନ୍ଦ,ବିଶ୍ଵାମିତ୍ର ପଣ୍ଡା,ଛାତ୍ର ନେତା ଟିକୁ ହୋତା,ଶ୍ରୀନିବାସ ଖମାରୀ,ଉମାକାନ୍ତ ଦୀପ,ଗୋବିନ୍ଦା ଝାଙ୍କର,ଜଗନ୍ନାଥ ମେହେର,ଗୌରିଶ୍ୟାମ ଦଳବେହେରା,ସୋସିଆଲ ମିଡ଼ିଆ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମାନ ଭ୍ଞ୍ଜନ ହୋତା ପ୍ରମୁଖଙ୍କ ସମେତ ସମସ୍ତ ପଞ୍ଚାୟତ ସଭାପତି,ଛାମୁଆ ସଙ୍ଗଠନର କର୍ମକର୍ତ୍ତା ପଦଯାତ୍ରାରେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like