-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ ପଞ୍ଚାୟତ ପ୍ରତିନିଧି ମାନଙ୍କୁ ନେଇ ମିଲେଟ୍ସ ମିଶନ କର୍ମଶାଳା

14-Oct-2023



କର୍ଲାମୁଣ୍ଡା: (ପ୍ରଦିପ କୁମାର ସାହୁ )
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ଆତ୍ମା କାର୍ଯଳୟ ଠାରେ  ଶୁକ୍ରବାର ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଅନ୍ତର୍ଜାତୀୟ ମିଲେଟ୍ସ ବର୍ଷ ପାଳନ ନିମନ୍ତେ ବ୍ଲକ ସ୍ତରୀୟ ପଞ୍ଚାୟତ ପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀ ମାନଙ୍କୁ ନେଇ ମିଲେଟ୍ସ ମିଶନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବ୍ଳକ ଅଧକ୍ଷ୍ୟା କୁନି ସାହୁ,ସମ୍ମାନିତ ଅତିଥି ଭାବରେ ବ୍ଳକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଓଡ଼ିଶା ମିଲେଟ୍ସ ମିଶନକଳାହାଣ୍ଡି ଜିଲ୍ଲା  ଡିପିସି ଜୀତୁ ନାଏକ,ଏଡିପିସି ସୌମ୍ୟ ରଞ୍ଜନ ମିଶ୍ର, କର୍ଲାମୁଣ୍ଡା ଏ ଏ ଓ କୁମାର ଚିରଞ୍ଜିବି, ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ, ସରପଞ୍ଚ ସଂଘ ସଭାପତି ତଥା ସ. ମାଲପଡା ସରପଞ୍ଚ ବରୁଣ ଛତ୍ରୀଆ,ସମିତି ସଭ୍ୟ ଗୋଲାପ ଶଙ୍କର ସାହୁ,ରିଂଜା ସରପଞ୍ଚ ପଞ୍ଚାନନ ବାଗ,ରିଷିଡା ସରପଞ୍ଚ ସେବତୀ ରଣା, ତେରେସିଙ୍ଗା ପ୍ରମୋଦ ସୁନା,ରାଜପୁର ସରପଞ୍ଚ କୋଶଲ୍ୟ ରଣା, ମୃତ୍ତିକା ସରଖନ ବିଭାଗ ରୁ  ବିଜୟ କୁମାର ମିଶ୍ର, ମିଶନ ଶକ୍ତି ବିପିସି ବିପିନ ବାରିକ,ଓ ଏଲ ଏମ ବିପିଏମ୍ ଲଳିତ ବିଶି, ଭାରପ୍ରାପ୍ତ ଜନ ସ୍ଵାସ୍ଥ୍ୟ ଅଧିକାରୀ କିଶୋର ଦାଶ୍, ବିପିସି ଜଗଦୀଶ ପ୍ରସାଦ ରଣା ,ଏଓ ଅରୁଣ ପାଢ଼ୀ, ଗ୍ରାମ କୃଷି କର୍ମୀ ସୁରଜ ଶେଖର ସାହୁ,ଲୋକ ନାଥ ନାଗ, ସନ୍ତୋସିନୀ ବରାହ,କର୍ଲାମୁଣ୍ଡା କୃଷକ ସାଥି ପ୍ରଡୁସର କମ୍ପାନୀ ଲିମିଟେଡ଼ ର  ପରିଚାଳନା ନିର୍ଦେଶକ ତିରଞ୍ଜି ମେର୍ଲି,ନିର୍ଦେଶକ ଭୁପିନ୍ଦର ଚୌଧୁରୀ, ଯତୀନ୍ଦ୍ର ନାଥ ସାହୁ,ପ୍ରମୁଖ ଯୋଗ ଦେଇ ମିଲେଟ୍ସ ର ଉପାଦେୟତା ଓ ବିଶ୍ୱ ସ୍ତରରେ ଏହାର ଚାହିଦା ଉପରେ ଆଲୋଚନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଏଟିଏମ ଶ୍ୟାମ ପଦ ଭଞ୍ଜ, ଓଁମ ପ୍ରକାଶ ମିଶ୍ର, ସିଅରସି ଜୀବର୍ଦ୍ଧନ ସାହୁ,ବାଲ୍ମୀକି ଛତ୍ରୀଆ,ଧୁରାବନବାଗ,କମଳ ସୁନା, ଭାନୁମତି ପ୍ରଧାନ, ଏବିପିସି ପ୍ରଦୀପ କୁମାର ସାହୁ ପ୍ରମୁଖ କାର୍ଯ୍ୟକ୍ରମ କୁ ଆୟୋଜନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026

You Might Also Like