-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

  ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷ ରୁ  ବରିଷ୍ଠ ନାଗରିକ ମାନଙ୍କୁ ନେଇ ସାଇବର  ସୁରକ୍ଷା ସଚେତନତା ଉପରେ ମାରାଥନ ଦୌଡ

14-Oct-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ ).ଆଜି ସନ୍ଧ୍ୟା  ରେ  ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷ ରୁ  ବରିଷ୍ଠ ନାଗରିକ ମାନଙ୍କୁ ନେଇ ସାଇବର  ସୁରକ୍ଷା ସଚେତନତା ଉପରେ  ଏକ ମାରାଥନ ଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ସ୍ଥାନୀୟ  କୁଞ୍ଜ ଛକ ଠାରୁ ରୁ ବୀରମିତ୍ର ସିଂ ଦେଓ ଛକ  ଯାଏ ଏହି ମାରାଥନ ପହଂଚି ସେଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇ ଥିଲା l  ଏସପି ଅମରେଶ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମାରାଥନ କୁ ଶୁଭାରମ୍ଭ କରି ଥିଲେ l ସଚେତନତା ସଭା ରେ ଏସପି ଶ୍ରୀ ପଣ୍ଡା ଙ୍କ ସମେତ ଅତିରିକ୍ତ ଏସପି ହେମନ୍ତ କୁମାର ପାଢ଼ୀ,  ଷ୍ଟେଟ ବ୍ୟାଙ୍କ , ବରିଷ୍ଠ ନାଗରିକ ଜ୍ୟୋତି ରଞ୍ଜନ ବହିଦାର, ଜ୍ୟୋତି ରଞ୍ଜନ ପଟ୍ଟ ନାୟକ, ଆର୍ତ୍ତ ତ୍ରାଣ ବାବୁ , ସ୍ୱଚ୍ଛ ଭାରତ ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ,  ପ୍ରମୁଖ  ବହୁ ବରେଣ୍ୟ ଅତିଥି ଯୋଗ ଦେଇ ବରିଷ୍ଠ ନାଗରିକ ତଥା ସାଧାରଣ ଜନତା ଙ୍କୁ ସଚେତନ କରିଥିଲେ l ପରେ ମାରାଥନ ପ୍ରତିଯୋଗୀ କିଛି ବରିଷ୍ଠ ନାଗରିକ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା l ମାରାଥନ ଓ ସଭା କାର୍ଯ୍ୟକ୍ରମ କୁ ମନୋଜ ପଣ୍ଡା ସଂଯୋଜନା କରିଥବା ବେଳେ ଅତିରିକ୍ତ ଏସପି ଶ୍ରୀ ପାଢ଼ୀ  ଙ୍କ ତତ୍ୱା ବଧାନ ରେ  ଏସ ଡି ପି ଓ  ପ୍ରତାପ ରଣା, .ଆର ଆଇ ଶ୍ରୀ ମାରାଣ୍ଡି, ସରୋଜ ବେହେରା,  ଆଇ ଆଇ ସି  ଶ୍ରୀମତୀ ପଦ୍ମାସିନୀ ମେହେର,  ଏ ଏସ ଆଇ ଶ୍ରୀ ସୁଶୀଲ ବିଶି,  ସସ୍ମିତା ଭୂତିଆ , ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ପ୍ରମୁଖ  ସାମସ୍ତ ପୋଲିସ ଅଧିକାରୀ ସ୍ୱଚ୍ଛ ଭାରତ କର୍ମକର୍ତ୍ତା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like