-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ନୂଆଖାଇ ଭେଟ ଘାଟ ପାଇଁ ପ୍ରସ୍ତୁତିବୈଠକ

14-Oct-2023



ମୁରିବାହାଲ ,୧୪/୧୦, ( ପ୍ରେରଣା ଖବର ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦରମହକୁମା ସ୍ଥିତ ମୁରିବାହାଲ କଲ୍ୟାଣ ମଣ୍ଡପ ଠାରେ ଲକ୍ଷେ ଘର ଗଣ୍ଡା ସମାଜ ମୁରିବାହଲ ଦ୍ଵାରା ଏକ ଜରୁରକାଳୀନ ବ୍ଲକ୍ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ମୁରିବାହାଲ ବ୍ଲକ  ଲକ୍ଷେ ଘର ଗଣ୍ଡା ସମାଜର ଉପ ସଭାପତି ଶ୍ରୀଯୁକ୍ତ ମଦନ ମୋହନ କୁମ୍ଭାର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ସହ ସମ୍ପାଦକ  ଶ୍ରୀଯୁକ୍ତ ବିଭୀଷଣ ମହାନନ୍ଦ ସଭା ପରିଚାଳନା କରିଥିଲେ ।
ସର୍ବ ପ୍ରଥମେ ପୂର୍ବତନ ସଭାପତି ସ୍ୱର୍ଗତ  ମଧୁସୂଦନ ମହାନନ୍ଦ ଙ୍କ ଉଦ୍ଦେଶ୍ୟ ରେ ୨ ମିନିଟ ନୀରବ ପ୍ରାର୍ଥନା କରି ଶ୍ରଦ୍ଧାଞ୍ଜଳି ଦେଇ  ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହି ସଭାରେ ମୁଖ୍ୟତଃ 
ଆସନ୍ତା ନଭେମ୍ବର ମାସ ୫ ତାରିଖ ଦିନ ନୂଆଖାଇ ଭେଟ ଘାଟ ହଳଦୀ ଗ୍ରାମ ରେ ଅନୁଷ୍ଠିତ କରିବା ପାଇଁ ସର୍ବ ସମ୍ମତି କ୍ରମେ ନିର୍ଧାରଣ ହୋଇଥିଲା । ନୂଆଖାଇ ଭେଟ ଘାଟ ର ସୁପରିଚାଳନା ପାଇଁ ଏକ କମିଟି ଚୟନ କରାଯାଇଥିଲା। ଏଥିରେ ଉପ ସଭାପତି  ଭାବେ ଶ୍ରୀଯୁକ୍ତ ଟୁନା ମଣି ମହାନନ୍ଦ,, ଶ୍ରୀଯୁକ୍ତ ବିଜୟଲାଳ ଦୀପ, ଶ୍ରୀଯୁକ୍ତ ଦୀନବନ୍ଧୁ ଟାକ୍ରି , ସମ୍ପାଦକ ଭାବରେ ଶ୍ରୀଯୁକ୍ତ ସୁରେନ୍ଦ୍ର ଛୁରା , ଉପ ସମ୍ପାଦକ ଭାବରେ ଶ୍ରୀଯୁକ୍ତ ଅଗସ୍ତି ବାଗ, କୋଷାଧ୍ୟକ୍ଷ ଭାବରେ ଶ୍ରୀଯୁକ୍ତ ଭଗତ ନାଗ ।ସହ କୋଷାଧ୍ୟକ୍ଷ ଭାବରେ ଶ୍ରୀଯୁକ୍ତ କ୍ଷେତ୍ର ବେନିଆ , ଚଥା ମୁଖ୍ୟ ଉପଦେଷ୍ଟା ଭାବରେ ଡ. ଗୋପାଳ କୃଷ୍ଣ ଦୀପ
ସହ ଉପଦେଷ୍ଟା ଭାବରେ  ଯଦୁମଣି ନାଗ, ହୀରା ନାଗ, ସଦାନନ୍ଦ ଦୀପ,  ଭୀମସେନ ବାଗ, ଦିଲୀପ ମହାନନ୍ଦ, କଳିଙ୍ଗ ସୁନା , ନଟ ସୁନା, ଯଦୁ ତାଣ୍ଡି ଙ୍କୁ ସର୍ବ ସମ୍ମତି ରେ ଚୟନ କରାଗଲା। ଆସନ୍ତା ନଭେମ୍ବର ମାସ ୫ ତାରିଖ ଦିନ ନୂଆଖାଇ ଭେଟ ଘାଟ ଉପରେ ଏହା ଏକ ପ୍ରାରମ୍ଭିକ ବୈଠକ ଥିଲା ।ଏହି କାର୍ଯ୍ୟକ୍ରମ ରେ ୨୨ ଟି ପଞ୍ଚାୟତ ରୁ ସମସ୍ତ କର୍ମକର୍ତ୍ତା, ବୁଦ୍ଧିଜୀବୀ,ସମାଜ ପ୍ରେମୀ ଅଂଶ ଗ୍ରହଣ କରିଥିଲେ।ସମାଜ ର ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତେ ଏକ ସ୍ଵରରେ ମତ ପ୍ରକାଶ କରିଥିଲେ ।  ଆଗାମୀ ଦିନରେ ଆୟୋଜିତ ହେବା ନୂଆଖାଇ ଭେଟ ଘାଟ କୁ କିପରି ସୁନ୍ଦର୍  ଓ ଭବ୍ଯ ଭାବରେ ପାଳନ କରିବା ପାଇଁ ଆଜିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।
ଶେଷରେ ଲକ୍ଷେ ଘର ଗଣ୍ଡା ସମାଜ ମୁରିବହଲ ର ବ୍ଲକ୍ ସ୍ତରୀୟ ସମ୍ପାଦକ  ଦୀପକ ରଂଜନ ବାଗ ଧନ୍ୟବାଦ୍ ଅପର୍ଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like