-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

15-Oct-2023



ବୋଡ଼େନ - ବୋଡ଼େନ ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ସଂସ୍ଥା ଓ ସାଇବର ସୁରକ୍ଷା ଅଭିଯାନର କର୍ମକର୍ତ୍ତାଙ୍କ ଦ୍ଵାରା ସାଇବର ଠକାମି ପ୍ରତି ସଚେତନ କରିବାର ସଭା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ସ୍ନାତକ ଡିଗ୍ରୀ କଲେଜ ଅଧ୍ୟକ୍ଷ ଅବନୀ ରଂଜନ ଖମାରୀ ସଭାପତିତ୍ବ କରିଥିବା ବେଳେ ବୋଡ଼େନ ବିଡିଓ ପ୍ରିୟ ରଂଜନ କୁମାର ମୁଖ୍ୟ ଅତିଥିରେ ଅଳଙ୍କୃତ ଥିଲେ । ସମ୍ମାନିତ ଅତିଥି ରୂପେ ରାଜ୍ୟ ସାଇବର ସଂଶାଧକ ସରୋଜ କୁମାର ବେହେରା, +୨ ବିଜୁ ପଟ୍ଟନାୟକ ମହାବିଦ୍ୟାଳୟ ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡ, ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ ତଥା ଜାତୀୟ ସେବା ସଂସ୍ଥା ପ୍ରୋଗ୍ରାମ ଅଫିସର ଡଃ କିଶୋର କୁମାର କର୍ଣ୍ଣ,ଥାନା ଭାରପ୍ରାପ୍ତ ଅଧିକାରୀ ଗୋବିନ୍ଦ ମାଝୀ, ଏସ ଆଇ ମଞ୍ଜୁଲତା ଖେଡଙ୍ଗା,ଏସ ବି ଆଇ ମ୍ୟାନେଜର ବୋଡ଼େନ, ଅଧ୍ୟାପିକା ପ୍ରୀତି ସୁଧା ପଣ୍ଡା ଏବଂ ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ମଞ୍ଚାସୀନ ଥିଲେ । ଉଚ୍ଚ ବିଦ୍ୟାଳୟ ,+୨ କଳା ଓ ବିଜ୍ଞାନ ତଥା ସ୍ନାତକ ମହାବିଦ୍ୟାଳୟର ୬୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀଙ୍କ ସମେତ ବ୍ଲକ, ଥାନା, ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଅଭିଯାନରେ ସାମିଲ ଥିଲେ । ଅତିଥିଙ୍କ ବକ୍ତବ୍ୟ ମାଧ୍ୟମରେ ତଥା ଭିଡିଓ ମାଧ୍ୟମରେ ସାଇବର ଠକାମିରୁ ବଞ୍ଚିବାକୁ ସମସ୍ତଙ୍କୁ ସଚେତନ କରାଯାଇଥିଲା । ସର୍ବସାଧାରଣ କିପରି ସାଇବର ଅପରାଧରୁ ସୁରକ୍ଷିତ ରହିବେ, ସୋସିଆଲ ମିଡ଼ିଆ ବ୍ୟବହାର କ୍ଷେତ୍ରରେ କିପରି ସତର୍କତା ଅବଲମ୍ବନ କରାଯାଇପାରିବ,ପିଲାଙ୍କୁ କିପରି ସାଇବର ଅପରାଧରୁ ସୁରକ୍ଷିତ ରଖାଯିବ, ଆର୍ଥିକ କାରବାର ସମୟର ସତର୍କତା, ଅନଲାଇନ ସପିଙ୍ଗରେ ସତର୍କତା, କେୱାସି /ଆଧାର/ପାନ କାର୍ଡ ସମ୍ପର୍କିତ ସତର୍କତା,ନିଯୁକ୍ତି ପାଇଁ ସତର୍କତା, ଲୋନ୍ ଆପ ନାମରେ ସତର୍କତା,ଜୀବନ ସାଥି ଚୟନରେ ମେଟ୍ରି ମୋନିଆଲ ସାଇଟ୍ ପାଇଁ ସତର୍କତା, ଅଜଣା କଲ୍ ପ୍ରତି ସତର୍କତା ଓ ଟାୱାର ବସାଇବାର ଠକାମି ପ୍ରତି ସତର୍କ କରାଯାଇଥିଲା । ସମ୍ପୂର୍ଣ୍ଣ ସଭାଟିରେ ଅଧ୍ୟାପକ ସନ୍ତୋଷ କୁମାର ମୁଣ୍ଡ ମଞ୍ଚ ପରିଚାଳନା କରିଥିଲେ ।ବର୍ତ୍ତମାନ ବିଭିନ୍ନ ଦିଗରୁ ଲୋକ ଠକାମୀ ର ଶିକାର ହେଉଛନ୍ତି ତେଣୁ ସାଇବର ସୁରକ୍ଷା ଅଭିଯାନ ଦ୍ଵାରା ସର୍ବସାଧାରଣଙ୍କୁ ସଚେତନ କରିବା ସହିତ ସତର୍କ କରି ଦିଆଯାଉଛି । (ନୂଆପଡା ଜ଼ିଲ୍ଲା ବୋଡେ଼ନ ବ୍ଲକ ରୁ ପ୍ରେରଣା ପ୍ରତିନିଧି ଡୋଲେସ୍ଵର ବାଗ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026

You Might Also Like