-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଗଡଫେସଫେରଡ଼ି ଠାରେ ଜନସମ୍ପର୍କ ବୈଠକ ଅନୁଷ୍ଠିତ

15-Oct-2023



କଣ୍ଟାମାଳ(ପ୍ରେରଣା ଖବର ): କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଲମ୍ବସରି ପଞ୍ଚାୟତର ଗଡ଼ଫେସଫେର୍ଡି  ଗ୍ରାମରେ ଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଯାଇଛି।ଏଥିରେ ପୂର୍ବତନ ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ତଥା ପୂର୍ବତନ ରାଜ୍ୟ କାର୍ଯକାରିଣୀ ସଦସ୍ୟ ନବୀନ କୁମାର ମହାପାତ୍ର, ପୂର୍ବତନ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଗୋପାଳ ଚନ୍ଦ୍ର ପୁରୋହିତ ଏବଂ ବୌଦ୍ଧ କେନ୍ଦୁପତ୍ର ଡିଭିଜନ କର୍ମଚାରୀ ସଙ୍ଘର ସମ୍ପାଦକ ଶ୍ରୀକାନ୍ତ ମିଶ୍ର ଯୋଗ ଦେଇ ଆଞ୍ଚଳିକ ସମସ୍ୟା ଉଠା ଜଳସେଚନ  କେନ୍ଦୁପତ୍ର କର୍ମଚାରୀ ଓ ତୋଳାଳୀ ମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ।ଉକ୍ତ ଜନସମ୍ପର୍କ ବୈଠକରେ ଗୋପବନ୍ଧୁ ପ୍ରଧାନ, ସୁଜ୍ଞାନି ପ୍ରଧାନ, ଜଳନ୍ଧର କମ୍ପ, ସନ୍ତୋଷ ସାହୁ, ମହେନ୍ଦ୍ର ପୋଢ଼, ତ୍ରୀନାଥ ପୋଢ଼, ଶ୍ରୀବତ୍ସ ପୋଢ଼, ପଙ୍କଜ ମହାକୁଡ଼, ନୃସିଂହ ସାହୁଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like