-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରୁଗୁଡିପଡା ନବରାତ୍ର ଦୁର୍ଗାପୂଜା ପାଇଁ କଳସ ଶୋଭାଯାତ୍ରା

15-Oct-2023



ବଲାଙ୍ଗିର, ବଲାଙ୍ଗିର ନବରାତ୍ର ଦୁର୍ଗାପୂଜା ପାଇଁ ରବିବାର ଭୋର ସକାଳ ୪.୩୦ ମି. ରେ ରୁଗୁଡିପଡା ମଣ୍ଡପ ଠାରୁ ପୂଜା କମିଟି କର୍ମକର୍ତ୍ତା ଓ ସଦସ୍ୟମାନେ ଏକ ଶୋଭାଯାତ୍ରାରେ ବାହାରି ମହାରାଣୀ ସାଗର ଠାରେ ପୁଜାଅର୍ଚ୍ଚନା ପରେ ପୂର୍ଣ୍ଣ କଳସ ଦୁର୍ଗା ମଣ୍ଡପକୁ ଅଣା ଯାଇଥିଲା । ପୂଜା କାର୍ଯ୍ୟରେ ମୁଖ୍ୟ ପୁଜକ ସଚିକାନ୍ତ ମିଶ୍ର, ନିରଞ୍ଜନ ମହାପାତ୍ର, ସତ୍ୟନାରାୟଣ ପଣ୍ଡା, ସନ୍ତୋଷ ପଣ୍ଡା, ଲକ୍ଷ୍ମୀ ମହାରଣା, ଭାଗରଥି ମହାକୁର, ଡମ୍ବରୁ ପଶାୟତ, ଶିଶିର, ସ୍ୱସ୍ଥିକ ସାହୁ ପ୍ରମୁଖ ସହଯୋଗ କରିଥିଲେ ।  କର୍ତ୍ତା ଭାବରେ ସିଦ୍ଧାନ୍ତ ପୁଜାରି ଓ ତାଙ୍କ ସହ ଧର୍ମଣୀ ବର୍ଷାରାଣୀ ଦାୟିତ୍ୱ ତୁଳାଇଥିଲେ । ଏହି ଶୋଭାଯାତ୍ରାରେ ପୂଜା କମିଟିର ସଭାପତି ଚେତନାନନ୍ଦ ପଣ୍ଡା, ଉପ-ସଭାପତି ସଂଜିବ ଶତପଥି ଓ ପ୍ରଦୀପ ପଟ୍ଟନାୟକ, ସହ-ସଂପାଦକ କାହ୍ନୁ ବଗର୍ତ୍ତି, ଟିଙ୍କୁ ବାଗ, କୋଷାଧ୍ୟକ୍ଷ ଦେବାଶିଷ ମହାକୁର, କାର୍ଯ୍ୟକାରୀ ସଦସ୍ୟ ଶିବାନନ୍ଦ ବାଗ, ଅରୁଣ ନାଏକ, ବିଷ୍ଣୁ ଦତ୍ତ ହୋତା, ନୟନ ମହାନ୍ତି, ବାଜୁ ଦାସ, ଶ୍ରୀକାନ୍ତ ରାଉତ, ସଙ୍କେତ ବଗର୍ତ୍ତି, ହୃଶି ପଟ୍ଟନାୟକ, ତଥାଗତ ବାଗ, ମିଳନ ସାହାଣୀ, ବିଭୁତି ଭୂଷଣ ମିଶ୍ର, ନାନୁ ମଲ୍ଲିକ, ଚରଣ ସାହାଣୀ, ଆନନ୍ଦ ସାହୁ, ତପନ ସେଠ, ଶିବୁ ଡୁଙ୍ଗ ଡୁଙ୍ଗୁରି, ରମେଶ ସାହୁ, ସୁମିତ ବଗର୍ତ୍ତୀ, ସ୍ୱରୁପ ରଥ, ରାହୁଲ ସେଠ୍‌, ପ୍ରଶାନ୍ତ ସାହାଣୀ, କିସନ ପଟ୍ଟନାୟକ, ଚିନ୍ମୟ ଚାନ୍ଦ, ମୁନା ସେଠ, ତପନ ସେଠ, ପ୍ରେମ ସେଠ, ଦିପକ ବାଗ, ତଥାଗତ ବାଗ, ଚିନୁ ବେହେରା, ସ୍ୱରୁପ ରଥ, ନାଡୁ ନିଆଲ, ପ୍ରମୋଦ ନନ୍ଦ, ସୁମିତ ବଗର୍ତ୍ତି, ତାପସ ମହାନ୍ତି, ସରଞ୍ଜିତ ସାହାଣି, ହୃଷି ପଟ୍ଟନାୟକ, ବିଷ୍ଣୁ ପ୍ରସାଦ ଜାଲ, ବିଶ୍ୱ ରଂଜନ ସିଂହ, ପଂଚାନନ ଗଉଡ, ରାଜେଶ ଘିବେଲା, ବୁବୁନ ନାୟକ, ଗୋପିନାଥ ଚନ୍ଦନ, ସୁବାଷ ନାଏକ, କଏଁରୁ ବରିହା, ଜନ୍ମଜୟ ଚନ୍ଦନ, ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like