-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ପଶ୍ଚିମାଂଚଳ ରେ ଯାଦବମାନଙ୍କ ରାଜନୈତିକ ଅଧିକାର ସାବ୍ୟସ୍ତ, ଯାଦବ ଅଧିକାରୀ ମଂଚ ଓଡିଶାର ନୁଆଁଖାଇ ଭେଟଘାଟ

15-Oct-2023



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ଯାଦବ ଭବନ ଠାରେ ଯାଦବ ଅଧିକାର ମଂଚ ଓଡିଶା ର କାର୍ଯ୍ୟକାରିଣୀ ବୈଠକ ଏବଂ ନୁଆଖାଇ ଭେଟଘାଟ ଅନୁଷ୍ଠିତ ହୋଇ୍‌ାଇଛି । ଆଜିର ବୈଠକରେ ସଭାପତିତ୍ୱ କରିଥିଲେ ବାଳକୃଷ୍ଣ ଷାଣ୍ଢ, ପରିଚୟ ପ୍ରଦାନ ସଂଯୋଜନା ନରେଶ କୁମାର ବଗର୍ତ୍ତି, ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ସୋନପୁର ସୁପାର ଠେଲା, ମୁଖ୍ୟ ବକ୍ତା ଏମ୍‌ସିଏଲ୍ ଉପ ମହାପ୍ରବନ୍ଧକ (ଖନନ) ଇଂ ଦେବେନ୍ଦ୍ର କୁମାର ଖଣ୍ଡା, ସମ୍ମାନିତ ଅତିଥି ବିଡିଓ ଆର.ଉଦୟଗିରି ଲରିମନ୍ ଖରସେଲ, ସମ୍ମାନୀତ ଅତିଥି ଯାଦବ ସମାଜ ମହିଳା ସଭାପତି ଦମୟନ୍ତୀ ବାଗ, ପୌରାଞ୍ଚଳ ଯାଦବ ସମାଜର ସଭାପତି ପଙ୍କଜ ସେଲମା, ଯାଦବ ଅଧିକାର ମଂଚର ଉପଦେଷ୍ଟା ଦିଲିପ କୁମାର ଖର୍ସେଲ, ରାଜ୍ୟ କୋର କମିଟି ସଦସ୍ୟ ସମ୍ବଲପୁରର ଦେବାନନ୍ଦ ଖର୍ସେଲ, କଳାହାଣ୍ଡିର ଯୁଗଳ ପୋଡ, ସୁନ୍ଦରଗଡର ରାହାସ ବିହାରି ଷାଣ୍ଢ, ବରଗଡର କେଶବ ଜାଲ, ସୋନପୁର ର ବିକାଶ କୁମାର ହାତୀ ମଂଚାସିନ ହୋଇଥିଲେ ।

ସଂଖ୍ୟା ଅନୁପାତରେ ଉଚ୍ଚ ଶିକ୍ଷା, ରାଜନୀତି, ସରକାରୀ ନିଯୁକ୍ତି ରେ ଯାଦବ ମାନଙ୍କ ଭାଗିଦାରୀ ଏବଂ ଜାତି ଭିତ୍ତିକ ଜନଗଣନା ପାଇଁ ଦାବି ଜଣାଇଥିଲେ ଯାଦବ ଅଧିକାର ମଂଚ ଓଡିଶା ।  ଉପସ୍ତିତ ବକ୍ତାମାନେ ଯାଦବ ମାନଙ୍କ ଇତିହାସ, ସଂସ୍କୃତି, ପରମ୍ପରା ସହ ବର୍ତ୍ତମାନର ସାମାଜିକ ସ୍ଥିତି ବିଷୟରେ ଆଲୋକପାତ କରିଥିଲେ । ସମଗ୍ର ଯାଦବ ଜାତିର ଉନ୍ନତି ସକାଶ ଓଡିଶା ଓବିସି ରିଜରଭେସନ ଲାଗୁ କରିବା ଏବଂ ଜାତୀୟ ସ୍ତରରେ ଜାତି ଭିତ୍ତିକ ଜନଗଣନା କରିବା

ପାଇଁ ମଂଚାସିନ ବକ୍ତାମାନେ ଦାବି ଜଣାଇଥିଲେ । ଯାଦବ ବହୁଳ ପଶ୍ଚିମାଂଚଳ ରେ ଯାଦବମାନଙ୍କ ରାଜନୈତିକ ଅଧିକାର ସାବ୍ୟସ୍ତ କରିବା ପାଇଁ ଆହୁରି ସଂଗଠିତ ହେବା ପାଇଁ ସମସ୍ତ ବକ୍ତା ମତବ୍ୟକ୍ତି କରିଥିଲେ । ଏହି ନୁଆଖାଇ ଭେଟଘାଟରେ କବିପ୍ରଭା ଘନଶ୍ୟାମ କାର୍ଯ୍ୟକ୍ରମ ସମ୍ପାଦନା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ଦିଲିପ କୁମାର ଖର୍ସେଲ । ସହଯୋଗ କରିଥିଲେ  ଅଷ୍ଟମି ବଗର୍ତ୍ତି, ଖରତମଲ ରାଉତ, ଶଙ୍କର ପୋଡ, ପ୍ରଶାନ୍ତ ମହାକୁର, ବିରେନ୍ଦ୍ର ପାଣ୍ଡେ ଓ ଶତାଧିକ ଯାଦବ ସଭ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like