-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବାବୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ରକ୍ତଦାନ ଶିବିର

15-Oct-2023



 ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ସଦର ବ୍ଲକ ସ୍ଥିତ ବାବୁପାଲି ସାରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜୁନିଅର ରେଡ କ୍ରସ ୟୁନିଟ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଏହି ଉପଲକ୍ଷେ ଅନିଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଡ଼ଃ. ରାଧାକାନ୍ତ ଗଡ଼ତିଆ, ସମ୍ମାନୀତ ଅତିଥି ଭାବରେ ଜୁନିଅର ରେଡ କ୍ରସ  ଅଫିସର  ରବିଚନ୍ଦ୍ର ପଶାୟତ,ଜିଲ୍ଲା ଜୁନିଅର ରେଡ କ୍ରସ ଉପ ସଭାପତି ଶ୍ରୀଯୁକ୍ତ ଗତିକୃଷ୍ଣ ମିଶ୍ର, ସୋନପୁର ବ୍ଲକ ରେଡ଼କ୍ରସ ସଂଯୋଜକ ଗୋପେଶ ପଣ୍ଡା, ସାଧନକର୍ମୀ  ଚନ୍ଦ୍ରଶେଖର ମହାପାତ୍ର ଓ ଚନ୍ଦ୍ରମଣି ବାଘ, ପରାମର୍ଶ ଦାତା

ବ୍ରତାନନ୍ଦ  ଭୋଇ, ହେମନ୍ତ ମେହେର ପ୍ରମୁଖ ଯୋଗ ଦେଇ ରକ୍ତଦାତାମାନଙ୍କୁ ଉତ୍ସାହିତ  କରିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭବେ ସମିତି ସଭ୍ୟ ଅରବିନ୍ଦ ବାରିକ, ଗ୍ରାମ ମୁଖିଆ ଶ୍ରୀଯୁକ୍ତ ଇନ୍ଦ୍ରଜିତ ବାଘ  ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କୁ ଅଧିକ ରୁ ଅଧିକ ରକ୍ତଦାନ ପାଇଁ ପରାମର୍ଶ ଦେଇ ଥିଲେ । ପ୍ରଧାନ ଶିକ୍ଷକ ଶଶୀଭୂଷଣ  ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ତଥା ରେଡ଼କ୍ରସ ପରାମର୍ଶଦାତା ମୋନାଲିସା ପରାମାଣିକ ସଂଯୋଜନା କରିଥିଲେ ।  ଏଥିରେ ୬୨ ୟୁନିଟ  ରକ୍ତ ସଂଗୃହୀତ ହୋଇଥିଲା ।
      ଏହି ରକ୍ତଦାନ ଶିବିରରେ  ବ୍ଲଡ଼ବ୍ୟାଙ୍କ ଅଫିସର  ଡା. ଦୁର୍ଗଦତ୍ତ ଦାଶ, ଡା ରାମଶଙ୍କର ତ୍ରିପାଠୀ, ଡା. ସରୋଜ ପଟେଲ, ଡା. ଧବଳେଶ୍ୱର ମାହାକୁଡ଼ ପ୍ରମୁଖ ଯୋଗଦେଇ ରକ୍ତଦାନର ଉଦ୍ଦେଶ୍ୟ ଓ ମହତ୍ୱ ବିଷୟରେ ଉଦବୋଧନ ଦେଇଥିଲେ । ରକ୍ତ ସଂଗ୍ରହ କରିବାରେ ଜଗତ ଦରୱାନ, ସତ୍ୟ ତାଣ୍ଡି, ଯୁଧିଷ୍ଠିର ନାୟକ ପ୍ରମୁଖ ସହଯୋଗ କରିଥିଲେ ।
 

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷୟିତ୍ରୀ  ମହେନ୍ଦ୍ରୀ ସାହୁ, ଜୟନ୍ତୀ ତରିଆ  ପୂର୍ଣ୍ଣିମା ନାୟକ, ଆଶାକର୍ମୀ ଯଶୋବନନ୍ତୀ ନାଗ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟସଭ୍ୟା, ବିଦ୍ୟାଳୟର  ପୂର୍ବତନ ଛାତ୍ର ଛାତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଗୌରୀଶଙ୍କର ନାଗ ମହୋଦୟ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like