-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲା ଓବିସି ମଞ୍ଚ ଗଠନ ପାଇଁ ପ୍ରସ୍ତୁତି ବୈଠକ

15-Oct-2023



କଣ୍ଟାମାଳ, ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଖଟଖଟିଆ ହାଇସ୍କୁଲ ପରିସରରେ ଜିଲ୍ଲା ଓବିସି ମଞ୍ଚ ଗଠନ ନେଇ ଏକ ପ୍ରସ୍ତୁତି ବୈଠକ ସରୋଜ କୁମାର ପ୍ରଧାନ ଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି  l   କଣ୍ଟାମାଳ ବ୍ଲକ ଅଂଚଳର ଓବିସି ଶ୍ରେଣୀ ଅନ୍ତର୍ଗତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଉକ୍ତ ସଭାରେ ଯୋଗଦେଇଥିଲେ l ସମସ୍ତ ଓବିସି ପରିବାର ର ଉନ୍ନତି, ଜାତିଗତ ପ୍ରମାଣପାତ୍ର ପାଇବାରେ ହେଉଥିବା ଅସୁବିଧା,ବିଭିନ୍ନ ସମସ୍ୟା ସରକାର ଙ୍କ ଦୃଷ୍ଟି ଆକର୍ଷଣ କରିବା ଆଦି ବିଭିନ୍ନ ସମସ୍ୟା ର ସମାଧାନ ନିମନ୍ତେ ଏକ ଓବିସି ମଞ୍ଚ ଗଠନର ଆବଶ୍ୟକତା କୁ ନେଇ ବୈଠକ ରେ ମଞ୍ଚ ଗଠନ ପାଇଁ ପ୍ରସ୍ତାବ ରଖାଯାଇଥିଲା l  ପ୍ରତିମାସରେ କିମ୍ବା ନିର୍ଦିଷ୍ଟ ସମୟ ବ୍ୟବଧାନରେ ବୈଠକ କରାଯିବା ସମ୍ପର୍କରେ କୁଳୁତା ସମାଜ ସଭାପତି ସଦାନନ୍ଦ ପ୍ରଧାନ ପ୍ରସ୍ତାବ ଦେଇଥିଲେ  l  ସେହିପରି ଓବିସି ସମାଜ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଏକ କମିଟି ଗଠନ ନେଇ ସଞ୍ଜୟ କୁମାର ସାହୁ ପ୍ରସ୍ତାବ ଦେଇଥିବା ବେଳେ ପ୍ରଦୀପ ବିଶ୍ୱାଳ ଓବିସି ଆପ୍ପ ତିଆରି ପାଇଁ ପ୍ରସ୍ତାବ ଦେଇଥିଲେ  l   ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ଣ୍ଣାନନ୍ଦ ପ୍ରଧାନ, ଜଗନ୍ନାଥ ମହାପାତ୍ର, ତରଣୀସେନ ପ୍ରଧାନ, ସଞ୍ଜୟ କୁମାର ସାହୁ, ପ୍ରଭାତ କୁମାର ସାହୁ, ଦେବାନନ୍ଦ ବେହେରା, ପ୍ରତାପ କୁମାର ବିଶ୍ୱଳ,ଆଶିଷ କୁମାର ସାହୁ,କ୍ଷୀରତୀନ୍ଦ୍ର କୁମାର ପ୍ରଧାନ, କୃଷ୍ଣ ଚନ୍ଦ୍ର କମ୍ପ, ଶିବ କମ୍ପ, ରାମକୃଷ୍ଣ ମହାକୁଡ଼, ପ୍ରହଲ୍ଲାଦ ମାଝୀ, ଦିଗାମ୍ବର ସାହୁ, ଅରୁଣ କୁମାର ପ୍ରଧାନ,ସତ୍ୟନାରାୟଣ ସାହୁ, ଦଧି ସିଂହ, ପଞ୍ଚାନନ ଭୋଇ, ସଂକୀର୍ତ୍ତନ ଦେହୁରୀ ସମେତ ବହୁ ସଂଖ୍ୟାରେ ଓବିସି ଶ୍ରେଣୀର ବ୍ୟକ୍ତି ବିଶେଷ ଯୋଗଦେଇ ଆଲୋଚନା ରେ ଭlଗନେଇଥିଲେ  l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like