-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଧର୍ମେନ୍ଦ୍ର ପ୍ରଧାନଙ୍କ କୋଶଲୀ ସ୍ତୁତି ବହି ସରବ ମଙ୍ଗଳା ଜନାନ୍ ଉନ୍ମୋଚିତ

15-Oct-2023



ବଲାଙ୍ଗିର (ପ୍ରେରଣା ଖବର ): ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ତହଁକ୍ କୁଟୁମ୍ ପକ୍ଷରୁ କବି ଧର୍ମେନ୍ଦ୍ର ପ୍ରଧାନଙ୍କର କୋଶଲୀ ସ୍ତୁତି ବହି ସରବ ମଙ୍ଗଳା ଜନାନ୍ ଉନ୍ମୋଚିତ ହୋଇଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବେ କୋଶଲ ସଂଗ୍ରାମୀ ନରେନ୍ଦ୍ର ହୋତା, ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଡଃ ପ୍ରଦୀପ ଷଡଙ୍ଗୀ, ସାହିତ୍ୟିକ ଗୋପୀନାଥ ଦଣ୍ଡସେନା, ଡକ୍ଟର ଛାୟାକାନ୍ତ ଷଡଙ୍ଗୀ, ଡକ୍ଟର ପ୍ରଫୁଲ୍ଲ କୁମାର ସାହୁ  ଏବଂ ମୁଖ୍ୟ ବକ୍ତା ଭାବେ ଶଶିଭୂଷଣ ମିଶ୍ର ଯୋଗଦେଇ କୋଶଲୀ ଭାଷା ରେ ଏପରି ବହି ଆମ ଅଞ୍ଚଳର ଭାଷା ସାହିତ୍ୟକୁ ସମୃଦ୍ଧ କରିବ ବୋଲି ମତବ୍ୟକ୍ତ କରିଥିଲେ।

ତହଁକ୍ ସଂପାଦକ ରାଜେଶ ଦଣ୍ଡସେନା ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ କବି ଅର୍ଜୁନ କୁମାର ସାହୁ ସଭାକୁ ପରିଚାଳନା କରିଥିଲେ। 
କବି ପ୍ରଧାନ କୁ ତହଁକ୍ କୁଟୁମ୍ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ବହିର ସମସ୍ତ ଗୀତକୁ କବି କବୟିତ୍ରୀ ମାନେ ନିଖୁଣ ଭାବେ ପରିବେଷଣ କରିଥିଲେ। ଏହା ପରେ ଏକ କବିତା ଆସର ଅନୁଷ୍ଠିତ ହୋଇଥିଲା ସୋନପୁର, ବଲାଙ୍ଗୀର, ବୌଦ୍ଧ ଏବଂ ନୁଆପଡା ଜିଲ୍ଲାରୁ ଶତାଧିକ କବି ନିଜର ସ୍ଵରଚିତ କବିତା ପଢିଥିଲେ। 
ପ୍ରଭାସିନି ଭୋଇ, , କବିତା ମିଶ୍ର, ସୁଜାତା ନାଏକ, ଜ୍ୟୋତିର୍ମୟୀ ତ୍ରିପାଠୀ, ସବିତା ମହରା, ତପସ୍ଵିନୀ ପଶାୟତ୍, ଦିଲ୍ଲୀପ ମିଶ୍ର, ନିକିତା ସା,ସୋନାଲି ପାଢୀ,  ଜ୍ୟୋତିର୍ମୟୀ ତ୍ରିପାଠୀ ଏବଂ ଜ୍ୟୋତିରିଣୀ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ। 
ଶେଷରେ କୋଶଲ ଏକାଡେମୀ ସଭାପତି ଦେବେନ୍ଦ୍ର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like