-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଜଟେସିଂହା ହରିହର ଜୋର ପୋଳ ଉପରେ ଗର୍ତ୍ତ, ଲୋକେ ହନ୍ତସନ୍ତ

16-Oct-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଗ୍ରାମ ନିକଟରେ ଥିବା ହରିହର ଜୋର ପୋଲ ଏବେ ମରଣଯନ୍ତା ପାଲଟିଛି।  ଏହି ପୋଲ ଉପରେ ବିରାଟକାୟ ଦୁଇଟି ଗର୍ତ୍ତ ସୃଷ୍ଟି ହେବା ସହ ଗେଟି ଉଠି ଲୁହା ଛଡ ବାହାରି ରହିଛି। ଫଲରେ ଗତ ସପ୍ତାହରେ ଏହି ଗର୍ତ୍ତରେ ପଡି ଦୁଇ ବାଇକ ଆରୋହୀ ଦୁର୍ଘଟଣା ଘଟି ଆହତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେହିପରି ଗତକାଲି ସନ୍ଧ୍ୟା ସମୟରେ ଜଣେ ବାଇକ ଚାଳକ ପୂର୍ତ୍ତ ବିଭାଗର ମରଣଯନ୍ତା ଗର୍ତ୍ତ ପଡି ଦୁର୍ଘଟଣାର ଶିକାର ହେବା  ସହ ଆହତ ହୋଇଥିଲେ।‌ ଏଠାରେ ପ୍ରଶ୍ନ ଉଠେ ଯଦି ଏହି ପୋଲର ଗର୍ତ୍ତ ପଡି ଦୁର୍ଘଟଣା ଶିକାର ହୋଇ କେହି ମୃତ୍ୟୁବରଣ କଲେ ତାହାହେଲେ ଦାୟି ରହିବ କିଏ ବୋଲି ଜନସାଧାରଣ ରେ ଚର୍ଚ୍ଚା ର ବିଷୟ ପାଲଟିଛି। 
ଠିକାଦାର ଓ ବିଭାଗୀୟ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ଯୋଗୁଁ ଏଭଳି ଅବସ୍ଥା ହେଉଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ଆଗରୁ 'ପ୍ରେରଣା' ଖବରକାଗଜ ରେ ଅନେକ ଥର ପ୍ରକାଶିତ ହୋଇଛି।‌ ଖବରକାଗଜ ରେ ପ୍ରକାଶିତ ହୋଇଥିଲା ଖବରକୁ ନେଇ 'ମୋ ସରକାର', ଜିଲ୍ଲା ପ୍ରଶାସନ ଓ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଟୁଇଟ ଯୋଗେ ଅଭିଯୋଗ ହୋଇଥିଲା।‌ ଏବଂ ଖୁବ୍ ଶୀଘ୍ର ମରାମତି ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଜାରି ହୋଇଥିଲା। ଏକ ମାସ ବିତିଯାଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଓ  ପ୍ରଶାସନ ନିର୍ଦ୍ଦେଶକୁ ଅଣଦେଖା କରାଯିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।ଏହି ପୋଲ ଉପର ଦେଇ ପ୍ରତେକ ଦିନ ସମ୍ବଲପୁର, ବଲାଙ୍ଗିର, ରେଢ଼ାଖୋଲ, ଭୂବନେଶ୍ଵର, କଟକ ସହ ବିଭିନ୍ନ ସ୍ଥାନକୁ ଶହ ଶହ ଲୋକ ଓ ଯାନବାହାନ ଯିବାଆସିବା କରିଥାଏ ।  ଏହି ମରଣଯନ୍ତା ପୋଲ ଦେଇ ପ୍ରତେକ ଦିନ ପ୍ରଶାସନ ଅଧିକାରୀ ଓ ବିଭାଗୀୟ କର୍ମଚାରୀ ମାନେ ଯିବା ଆସିବା କରୁଥିଲେ ମଧ୍ୟ ତାଙ୍କର ଦୃଷ୍ଟି ପଡୁଥିବା ଅନୁମାନ କରାଯାଉଛି।  ସରକାରୀ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ନେଇ ଜନସାଧାରଣ ଅଭିଯୋଗ ହେଉଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଜନସାଧାରଣ ସୁରକ୍ଷା ପାଇଁ ତୁରନ୍ତ ଉକ୍ତ ପୋଲ ଉପରେ ସୃଷ୍ଟି ହୋଇଥିବା ଗର୍ତ୍ତ ମରାମତି ପାଇଁ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like