-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲା ଯାଦବ ସମାଜର ଜିଲ୍ଲା ସ୍ତରୀୟ ନୁଆଁଖାଇ ଭେଟଘାଟ

16-Oct-2023



ନୂଆପଡା,ଜ଼ିଲ୍ଲା ବୋଡେ଼ନ ବ୍ଲକ ଅନ୍ତର ଗତ  ବିନପୁର ଖେଳପଡିଆ ରେ ଯାଦବ ସମାଜ ର ଜିଲ୍ଲା ସ୍ତରୀୟ ନୁଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ଜିଲ୍ଲା ଯାଦବ ସମାଜ ସଭାପତି ଭରତ ଲାଲ ରାଉତ ସଭାପତିତ୍ୱ କରିଥିଲେ l ମୁଖ୍ୟବକ୍ତା ଭାବରେ ରମେଶ ଯଦୁ, ସମ୍ମାନିତ ଅତିଥିଭାବେ ପ୍ରେମସିଂ ହେର୍ଣ୍ଣା,ଉତ୍କଳ ଯାଦବ ସମାଜ ସମ୍ପାଦକ ପ୍ରଦୀପ ବେହେରା,ଯାଦବ ସମାଜ ସଭାପତି ହିତେଶ ବଗର୍ତ୍ତୀ, ଉତ୍କଳ ଯାଦବ ସମାଜ ସଚିବ ଲମ୍ବୋଦର ନିଆଲ, ହରେରାମ କଠାର, ଘନଶ୍ୟାମ କରୁଆଁ, ସମ୍ମାନିତ ଅତିଥିଭାବେ ରାମଲାଲ ହଂସ, ହଳଧର ଯାଦବ, ବେଦବ୍ୟାସ ନାଗ, ପର୍ଶୁରାମ ନିଆଲ, ଟିକଚନ ନିଆଲ,ସୁରେଶ ବାଗ, କିଶୋର କଠାର, ଘନଶ୍ୟାମ ଭୋଇ, ଦୁର୍ଗୁ ନିଆଲ, ମାଲଖମ ନାଗ, ମହିଳା ମାନଙ୍କ ମଧ୍ୟରେ ଯଜ୍ଞସେନି କଟା ଜିଲ୍ଲାପରିଷଦ, ମମତା ମଞ୍ଜରୀ ଥପା, ନାରୀ ନେତ୍ରୀ ଶେଫାଳି ସଲମା, ରିତାରାଣୀ ବଗର୍ତ୍ତୀ, ସୁଧାମାୟୀ ଯାଦବ, ସରିତା ନିଆଲ, ଦମୟନ୍ତୀ ନାଗ, ସତ୍ୟନାରାୟଣ ନିଆଲ, ସତ୍ୟବ୍ରତ ଗହୀର ପ୍ରମୁଖ ମଂଚାସୀନ ଥିଲେ l ପ୍ରଥମେ ଶତାଧିକ ମହିଳା ମାନେ କଳସ ଯାତ୍ରା କରିଥିଲେ l ରାଧାକୃଷ୍ଣ ଙ୍କର ପୁଜା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା l କୃତି ବ୍ୟକ୍ତି ମାନଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା l ସମାଜର ଉନ୍ନତି ପାଇଁ ବକ୍ତା ମାନେ ମତାମତ ଦେଇଥିଲେ l ଉକ୍ତ ବୈଠକ ରେ ପ୍ରାୟ କୋଡିଏ ହଜାର ରୁ ଉର୍ଧ୍ଵ ଲୋକ ଙ୍କର ସମାଗମ ହୋଇଥିଲା l ମୋତିଲାଲ ବାଗ ଓ଼ ବେଦବ୍ୟାସ ନାଗ ମଞ୍ଚ ପରିଚାଳନା ରେ ସହଯୋଗ କରିଥିଲେ l

(ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ରୁ ଡୋଳେଶ୍ୱର ବାଗ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like