-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଅଚଳ ପମ୍ପ ଯୋଗୁଁ ତିନି ସପ୍ତାହ ହେଲା କଲରାକୋଠା ଗ୍ରାମବାସୀ ଙ୍କୁ ମିଳୁନି ପାନୀୟ ଜଳ

16-Oct-2023



କଣ୍ଟାମାଳ(ପ୍ରେରଣା ନିୟୁଜ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ପଂଚାୟତର ନାକ ତଳେ ରହୁ ଥିବା ରାଜସ୍ୱ ଗ୍ରାମ କଲରାକୋଠା  l ଏଠାରେ ବାସ କରନ୍ତି ପ୍ରାୟ ଦୁଇ ହଜାର ଲୋକ l ଗ୍ରାମବାସୀଙ୍କ ପାଇଁ ପାନୀୟ ଜଳ ନିମନ୍ତେ ରହିଛି ଏକ ମାତ୍ର ଗ୍ରାମୀଣ ଜଳ ଯୋଗାଣ ପ୍ରକଳ୍ପ ଏହା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନଥିବା ଏହି ଗ୍ରାମବାସୀଙ୍କ ଏହି ଜଳ ଯୋଗାଣ  ପ୍ରକଳ୍ପଟି ଗତ ଦୁଇ ସପ୍ତାହ ହେଲା ଅଚଳ ହୋଇ ପଡ଼ିଥିବାରୁ ଲୋକେ ପାନୀୟ ଜଳ ପାଇଁ ନାହିଁ ନଥିବା ହଇରାଣ ହେଉ ଥିଲେ ହେଁ ଏଥି ପ୍ରତି ଗ୍ରାମ ପଞ୍ଚାୟତ ନା ଜଳ ଓ ପରିମଳ ବିଭାଗ କେହି ସୁଦ୍ଧା ଗୁରୁତ୍ୱ ଦେଉ ନଥିବା ଦେଖି ବାକୁ ମିଳୁଛି l ସୂଚନା ପ୍ରକାରେ ବିଜୁଳି ମାଡ଼ରେ ମୋଟର ପମ୍ପଟି ଅଚଳ ହୋଇ ପଡ଼ିଥିବା ବେଳେ ଏହାରି ମରାମତି ପାଇଁ ଘର ପିଛା ଏକ ଶହ ଟଙ୍କାଏ ଆଦାୟ ହୋଇଥିଲେ ହେଁ ଏଯାବତ ମୋଟର ପମ୍ପଟିକୁ ସଜାଯାଇ ପାରି ନଥିବା ଜଣା ଯାଇଛି l ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ ଦୀର୍ଘ ତିନି  ସପ୍ତାହ ହେଲା କଲରାକୋଠା ବାସୀଙ୍କୁ ମୁନ୍ଦାଏ ଜଳ ନମିଳିପାରିବ ବେଶ ଦୁର୍ଭାଗ୍ୟଜନକ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like