-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ମନୋରଞ୍ଜନ

ଫେସବୁକ ରେ ଅନୁଭବ ଙ୍କୁ ବର୍ଷା ଙ୍କୁ ଟାର୍ଗଟେ

15-Dec-2020



ଭୁବନେଶ୍ବର, : ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ସୋସିଆଲ ମିଡିଆରେ  ୬ ମିନିଟର ଏକ ଭିଡିଓ ଜାରି କରିଛନ୍ତି। ଏଥିରେ ପତ୍ନୀ ବର୍ଷାଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ମୋ ପ୍ରଶଂସକଙ୍କୁ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କଲେ ଚୁପ୍‌ ରହିବିନି । ଏ ପର୍ଯ୍ୟନ୍ତ ମୁଁ ଚୁପ୍‌ ରହିଆସିଛି। ଏହାକୁ ମୋ ଦୁର୍ବଳତା ଭାବିବା ଉଚିତ ନୁହେଁ। ହେଲେ ଏବେ ତାଙ୍କ ପ୍ରଶଂସକଙ୍କ ପାଇଁ ଆଗରେ ଛିଡା ହେବେ ବୋଲି ଅନୁଭବ କହିଛନ୍ତି । 

ବର୍ଷାଙ୍କ ପ୍ରତି ଅନୁଭବଙ୍କ ଫ୍ୟାନ୍‌ କ୍ଲବ ଫେସବୁକ୍‌ ପେଜ୍‌ରେ ଖରାପ ମନ୍ତବ୍ୟ ଦେଇଥିଲେ।  ଏଥି ନେଇ ଅସନ୍ତୋଷ ପ୍ରକାଶ କରିଥିଲେ  ବର୍ଷା । 

ସୋସିଆଲ୍ ମିଡିଆରେ ବର୍ଷା ଓ ଅନୁଭବଙ୍କ ମାମଲା ଉପରେ ଦିଆଯାଉଥିବା ମନ୍ତବ୍ୟ କେବଳ ଚର୍ଚ୍ଚାରେ ହିଁ ସୀମିତ । ଆଇନଗତ ପ୍ରକ୍ରିୟାରେ ଏହାର କୌଣସି ମୂଲ୍ୟ ନାହିଁ ବୋଲି ବର୍ଷାଙ୍କ ଓକିଲ ଗୌତମ ଭୋଳ ଜଣାଇଛନ୍ତି । ତାଙ୍କ କହିବା ଅନୁସାରେ,ଏହି ଦୁଇ ସେଲିବ୍ରିଟିଙ୍କ ମାମଲା ଏବେ କୋର୍ଟରେ ବିଚାରାଧୀନ। ଏହି ସମୟରେ ବର୍ଷା କିମ୍ବା ଅନୁଭବ ଅଥବା କୌଣସି ତୃତୀୟ ପକ୍ଷ ହୁଅନ୍ତୁ ନା କାହିଁକି, ସେମାନେ ଯାହା ପ୍ରତିକ୍ରିୟା ଗଣମାଧ୍ୟମ କିମ୍ବା ସୋସିଆଲ ମିଡିଆରେ ରଖୁଛନ୍ତି ତାହା ବିଚାର ପ୍ରକ୍ରିୟାକୁ ପ୍ରଭାବିତ କରିପାରିବ ନାହିଁ। ଏସବୁ କେବଳ ବାକ୍ ଯୁଦ୍ଧ କିମ୍ବା ଶୀତଳ ଯୁଦ୍ଧ ବୋଲି କହିହେବ । ଆଇନଗତ ପ୍ରକ୍ରିୟାରେ ଏହାର କୌଣସି ମୂଲ୍ୟ ନାହିଁ ବୋଲି ଓକିଲ ଭୋଳ କହିଛନ୍ତି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm