-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

କଣ୍ଟାମଳରେ ବିଜେଡି ର ସ୍ବେଛାକୃତ ରକ୍ତଦାନ ଶିବିର 35ୟୁନିଟ ରକ୍ତ ସଂଗୃହିତ

16-Oct-2023



କଣ୍ଟାମାଳ, (ପ୍ରେରଣା ଖବର )  ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ 78ତମ ଜନ୍ମଜୟନ୍ତୀ ଅବସରରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର କଣ୍ଟାମାଳ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି  l  ଅନୁଷ୍ଠିତ ଉକ୍ତ ରକ୍ତଦାନ ଶିବିରରେ କଣ୍ଟାମାଳ ବିଧାୟକ ତଥା

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ମୁଖ୍ୟଅତିଥି ଭାବେ ଯୋଗଦେଇ ରକ୍ତଦାନ ଏକ ମହତ ଦାନ ବୋଲି କହିବା ସହ ଏଭଳି ମହତ କାର୍ଯ୍ୟରେ ସମସ୍ତେ ସ୍ବେଛାକୃତ ଭାବେ ସାମିଲ ହୋଇ ରକ୍ତ ଅଭାବରୁ ଜୀବନ ଯାଉଥିବା ରୋଗୀଙ୍କ ମୁହଁରେ ହସ ଫୁଟାଇବାକୁ ଆହ୍ୱାନ ଦେଇଥିଲେ  l   ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ସୁମିତ୍ରା ସାହୁ ,କଣ୍ଟାମାଳ ବ୍ଲକ ଯୁବ ବିଜେଡି ସଭାପତି ଶମ୍ଭୁ  ପ୍ରସାଦ ସାହୁ, ବ୍ଲକ ବିଜେଡି ସଭାପତି ପ୍ରେମରାଜ ରଣା, ଜିଲ୍ଲା ବିଜେଡି

ସାଧାରଣ ସମ୍ପାଦକ ପ୍ରଶାନ୍ତ ରଣା,,ରାଧାବଲ୍ଲଭ ପ୍ରଧାନ, ସୁରେଶ ଚନ୍ଦ୍ର ରଣା,ସନ୍ତୋଷ ଦନ୍ତା, ଜାନି ସେନାପତି, କଣ୍ଟାମାଳ ସରପଞ୍ଚ ପ୍ରତିନିଧି ପ୍ରକାଶ ଖଟୁଆ ସମେତ ବିଜେଡି କର୍ମକର୍ତ୍ତା, ନେତା ଓ ସୁଭେଛୁ ମାନେ ଉପସ୍ଥିତ ଥିଲେ  l  ଉକ୍ତ ଶିବିରରେ ମୋଟ 35ୟୁନିଟ ରକ୍ତ ସଂଗୃହିତ ହୋଇଥିଲା   l  ଶିବିରରେ ବୌଦ୍ଧ ଜିଲ୍ଲା ଚିକିତ୍ସାଳୟର ଡାକ୍ତର ଓ ଟେକନିସିଆନ ଟିମ ଯୋଗଦେଇ ରକ୍ତ ସଂଗ୍ରହ କାର୍ଯ୍ୟ ପରିଚାଳନା କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like