-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ୭୮ବର୍ଷ ଜନ୍ମଦିନ ଉପଲକ୍ଷେ ପଦଯାତ୍ରା ଓ ରକ୍ତଦାନ ଶିବିର

16-Oct-2023



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ ): ଆଜି ସାରା ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଙ୍କ ୭୮ ତମ ଜନ୍ମଦିନ ପାଳନ କରାଯାଉଥିବା ବେଳେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ବେଲପଡା ଠାରେ ମଧ୍ୟ ପାଳନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଯୋଗଦେଇ ପ୍ରଥମେ ବେଲପଡା ବିଜୁ ଜନତାଦଳ

କାର୍ଯ୍ୟାଳୟ ଠାରୁ ଏକ ଶୋଭାଯାତ୍ରା ବାହାରି ହରିଜନ ପଡ଼ାର ଗେଟ୍ ର ଶୁଭ ଉଦ୍ଘାଟନ କରିଥିଲେ।ପରେ ନୂତନ ବସଷ୍ଟାଣ୍ଡ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ତାପରେ ବେଲପଡା ସହର ପରିକ୍ରମା କରି ନବୀନ ଧର୍ମଶାଳା କୁ ଆସିଥିଲେ। ସେଠାରେ ଚାଲିଥିବା ରକ୍ତଦାନ ଶିବିର ରେ ରକ୍ତଦାତାଙ୍କୁ ମୁଖ୍ୟ ଅତିଥି ବିଧାୟକ ସରୋଜ କୁମାର ମେହେର ଉତ୍ସାହିତ କରିଥିଲେ। ସମୁଦାୟ ୫୭ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପାଟଣାଗଡ଼ ରକ୍ତ ଭଣ୍ଡାରର କର୍ମଚାରୀ ଯୋଗ ଦେଇ ସାହାଯ୍ୟ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବେଲପଡା ବ୍ଳକ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି) , ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାରୱ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ଖପ୍ରାଖୋଲ ବ୍ଳକ ପ୍ରତିନିଧି ରମେଶ ପ୍ରଧାନ, ପାଟଣାଗଡ଼ ବ୍ଳକ ପ୍ରତିନିଧି ହିମାଚଳ ପ୍ରଧାନ, ପାଟଣାଗଡ଼ ବ୍ଳକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ସକ୍ରିୟ କର୍ମୀ ଅରବିନ୍ଦ କୁମ୍ଭାର, ସୁକ୍ରୁ ସୁନାନୀ, ରିଙ୍କୁ

ମେହେର,ଛାତ୍ର ବିଜେଡ଼ି ସଭାପତି ମାନସ ପାଢ଼ୀ, ଜିଲ୍ଲା ପରିଷଦ ଜୟ ଧରୁଆ ଯୁବନେତା ଗଣେଶ ମେହେର, ବାଗଦୋର ସରପଞ୍ଚ ଯୁବନେତା ପ୍ରଦୀପ କୁମାର ବେହେରା, ଆନନ୍ଦ ମେହେର,ମୁନା ମେହେର, ରବିନ୍ଦ୍ର ମେହେର, ବୁବୁନୁ ପଟ୍ଟନାୟକ, ପ୍ରଶାନ୍ତ ପାଳ (ଫାଟୁ), ଅଂଶୁମାନ ପାଣିଗ୍ରାହୀ, ସମସ୍ତ ସରପଞ୍ଚ, ସମସ୍ତ ସମିତି ସଭ୍ୟ, ହଜାର ରୁ ଉର୍ଦ୍ଧ୍ବ ବିଜେଡି କର୍ମୀମାନେ ଉପସ୍ଥିତ ପଦଯାତ୍ରା କରି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like