-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ଜିଲ୍ଲା

ବୁଢିସିଣ୍ଢୋଲରେ ଘର ଘର କାର୍ଯ୍ୟକ୍ରମ ଅନୁଷ୍ଠିତ: ତୃଣମୂଳ ସ୍ତରରେ ସମସ୍ତଙ୍କୁ ସଂଗଠିତ ହେବା ପାଇଁ ଆହ୍ୱାନ

16-Oct-2023



ବଲାଙ୍ଗିର,  ପୁଇଁନ୍ତଲା ବ୍ଲକ କଂଗ୍ରେସ କମିଟିର ଆହ୍ୱାନ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳି ଜାମଗାଁ ଗ୍ରାମ ପଂଚାୟତ ଅନ୍ତର୍ଗତ ବୁଢିସିଣ୍ଢୋଲ ଗ୍ରାମରେ ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଏସ୍‌ସି ସେଲ ସଭାପତି ଓମ୍ ପ୍ରକାଶ କୁମ୍ଭାର ଙ୍କ ନେତୃତ୍ୱ ଓ ବିଗତ ଜିଲ୍ଲା ପରିଷଦ ପ୍ରାର୍ଥୀ ଶୁଭ୍ରାଂଶୁ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରଥମ ବୁଢିସିଣ୍ଢୋଲ ଗାଁ ମୁଣ୍ଡରୁ ଆଖ ପାଖ ଅଂଚଳରୁ ଆସିଥିବା ଶତାଧିକ ମହିଳା ଓ ପୁରୁଷ ଙ୍କ ସହ ବିଶାଲ ଶୋଭାଯାତ୍ରା ରେ ବାଜା ଓ ରୋଶଣି ସହ ଗାଁ ପରିକ୍ରମା କରି ଗାଁ ର ଘରକୁ ଘର ବୁଲି ରାଜ୍ୟର ବିଜେଡି ସରକାର ଓ କେନ୍ଦ୍ରର ବିଜେପି ସରକାରଙ୍କ ଦୁର୍ନିତି ଏବଂ ଜନମାରଣ ନୀତି ବିରୁଦ୍ଧରେ ତଥା କଂଗ୍ରେସ ଅମଳରେ ହୋଇଥିବା ବିକାଶ ଓ ଲୋକାଭିମୁଖି ଯୋଜନା ବିଷୟରେ ଅବଗତ କରିବା ସଙ୍ଗେ ସଙ୍ଗେ ପ୍ରଚାରପତ୍ର ବଣ୍ଟନ କରିଥିଲେ । ଗାଁ ପରିକ୍ରମା ପରେ ଗାଁ ଦାଣ୍ଡ ରେ ବ୍ଲକ ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଏକ ବିରାଟ ସଭାର ଆୟୋଜନ କରାଯାଇଥିଲା । ଅଂଚଳର ବହୁ ପ୍ରତିକ୍ଷିତ ଜାମଗାଁ ରୁ ବୁଢି ସିଣ୍ଢୋଲ ରାସ୍ତା ମାନ୍ୟବର କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଉଦ୍ୟମରେ ନୂତନ ନିର୍ମାଣ ହେବାକୁ ଯାଉଥିବାରୁ ସମବେତ ଜନତା ବିଧାୟକ ଶ୍ରୀ ମିଶ୍ରଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ଜିଲ୍ଲା କୃଷକ ସେଲ ସଭାପତି ସାନନ୍ଦ ମିଶ୍ର, ଦଳିତ ନେତା ତଥା ପୁଇଁନ୍ତଲା ବ୍ଲକ ଆତ୍ମା କମିଟି ର ଅଧ୍ୟକ୍ଷ ଜ୍ୟୋତିଷ ମୁଗ୍ରୀ, ଜାମଗାଁ ସରପଂଚ ପୁରୁଷୋତ୍ତମ କମ୍ପ, ଲୋଇସିଂହା ନିର୍ବାଚନ ମଣ୍ଡଳି ପର୍ଯ୍ୟବେକ୍ଷକ ବୁଲୁ ଦାନି, ଜିଲ୍ଲା କଂଗ୍ରେସ ଉପସଭାପତି ମନୀଷ ମିଶ୍ର,  ଛାତ୍ର ସଭାପତି ଅଙ୍କିତ ସାହୁ, ଲଳିତ ପଟେଲ, ବଜରଂଗ ଅମାତ, ଦଳିତ ନେତା ବ୍ରଜ ବିହାରୀ ନାଗ, ରାମବୁଢା ଗାଇଗରିଆ ପ୍ରମୁଖ ମଂଚାସିନ ଥିଲେ । ଶ୍ରୀ କୁମ୍ଭାର ନିଜ ବକ୍ତବ୍ୟରେ ତୃଣମୂଳ ସ୍ତରରେ ସଂଗଠିତ ହୋଇ କଂଗ୍ରେସ ଦଳ କିପରି ତାର ହୃଦ ଗୌରବ ଫେରି ପାଇବ ସେ ଦିଗରେ ଯତ୍ନବାନ ହୁଅନ୍ତୁ ବୋଲି କହିଥିଲେ । ଏହି ସଭାରେ ରମେଶ ଗାଇଗରିଆ, ଲୋପନ ମିଶ୍ର, କିଶୋର, ଆନନ୍ଦ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like