-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ଶିଶୁ ସୁରକ୍ଷା ଆଇନ ସଚେତନତା କର୍ମଶାଳା

17-Oct-2023



କଣ୍ଟାମାଳ(ପ୍ରେରଣା ଖବର): ଜିଲ୍ଲା ଆଇନ ସେବା ପ୍ରାଧିକାରଣ ବୌଦ୍ଧ ଦ୍ୱାରା ସତକାରୀ ଉଚ୍ଚ ବିଦ୍ୟାଳୟ, ଜହ୍ନlପଙ୍କ ଠାରେ ବୌଦ୍ଧ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀମତୀ ସାସ୍ୱତୀ ମିଶ୍ରଙ୍କ  ତତ୍ୱାବଧାନରେ ଯୌନ ଅପରାଧରୁ ଝିଅ ମାନଙ୍କ ସୁରକ୍ଷା, ଓଡିଶା ପୀଡିତା କ୍ଷତିପୂରଣ ଆଇନ,୨୦୧୮ ପୋକଶୋ ଆଇନ, ନାବାଳିକା ନ୍ୟାୟ (ଶିଶୁମନଙ୍କ ଯତ୍ନ ଏବଂ ସୁରକ୍ଷା )ଅଧିନିୟମ ୨୦୧୫ ଏବଂ ଶିଶୁ ମାନଙ୍କ ସୁରକ୍ଷା ସହ ଜଡିତ ବିଭିନ୍ନ ଆଇନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  l  ଏଥିରେ ଶିଶୁ କଲ୍ୟାଣ କମିଟିର ସଦସ୍ୟ ରାଜୀବ କୁମାର ନାୟକ, ଜହ୍ନପଙ୍କ ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ଖମାରୀ ଏବଂ ବିଦ୍ୟାଳୟ ର ବରିଷ୍ଟ ଶିକ୍ଷକ ଆଦିତ୍ୟ କୁମାର ପ୍ରଧାନ ଆଦି ଉପସ୍ଥିତ ଥିଲେ l   ଯୌନ ଅପରାଧ ରୁ ପିଲାଙ୍କୁ ସୁରକ୍ଷା ଅଧିନିୟମ ୨୦୧୨ ମହିଳା ଏବଂ ଶିଶୁଙ୍କୁ କିପରି ସୁରକ୍ଷା ଦିଏ, ସେମାନେ ଯୌନ ନିର୍ଯ୍ୟାତନାର ଶିକାର ହେଲେ କେଉଁଠାରେ ଅଭିଯୋଗ କରିପାରିବେ, କଣ ଦଣ୍ଡ ବିଧାନ ରହିଁଛ, କ୍ଷତିପୂରଣ ବ୍ୟବସ୍ଥା, ପୋକଶୋ ଆକ୍ଟ, ନାବାଳକ ନ୍ୟାୟ (ଶିଶୁ ମାନଙ୍କ ଯତ୍ନ ଏବଂ ସୁରକ୍ଷା )ଅଧିନିୟମ, ୨୦୧୫ ଇତ୍ୟାଦି ବିଷୟରେ ବିସ୍ତୃତ ଭାବେ ବୁଝାଯାଇଥିଲା l  ଏଥିରେ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like