-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରକ୍ତଦାନ ଶିବିର.... ୧୦୧ ୟୁନିଟ ରକ୍ତ ଦାନ କଲେ ରକ୍ତ ଦାତା

16-Oct-2023



କର୍ଲାମୁଣ୍ଡା,(ପ୍ରଦୀପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଯୁକ୍ତ ଦୁଇ ମହାବିଦ୍ୟାଳୟ ଠାରେ ସୋମବାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ ଅବସରରେ ଓଡିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ରେ  ନର୍ଲା ନିର୍ବାଚନ ମଣ୍ଡଳୀ ସ୍ତରୀୟ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା ।ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ର ଜିଲ୍ଲା ସଂଯୋଜକ ଅମିତ ଯାଦବ,ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ଧର୍ମେନ୍ଦ୍ର ନାଏକ,ରାଜ୍ୟ ଯୁବ ବିଜେଡି ସମ୍ପାଦକ ମଣ୍ଟ ନାଏକ, ମ ରାମପୁର ବ୍ଳକ ବିଜେଡି ସଭାପତି ଗୋବିନ୍ଦ ଶତପଥୀ, ଯୁବ ନେତା ଦଲଜିତ ସିଂ,ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା,କର୍ଲାମୁଣ୍ଡା ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର ସାହୁ,ନର୍ଲା ନିର୍ବାଚନ ମଣ୍ଡଳୀ ଛାତ୍ର ବିଜେଡି ସଭାପତି ଦେବେନ୍ଦ୍ର କୁମାର, କର୍ଲାମୁଣ୍ଡା ଯୁବ ବିଜେଡି ସଭାପତି ସଙ୍ଗୀତ ଭୋଇ,ଛାତ୍ର ବିଜେଡି ବ୍ଳକ ସଭାପତି ସଲିମ ଶେଖର ରଣା, ଜିଲ୍ଲା ଯୁବ ବିଜେଡି ସମ୍ପାଦକ ନନ୍ଦି କିଶୋର ଭୋଇ, କର୍ଲାମୁଣ୍ଡା ପଞ୍ଚାୟତ ସଭାପତି ଦିନ ବନ୍ଧୁ ସାହୁ ପ୍ରମୁଖ ଯୋଗ ଦେଇ ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ।

ଏଥିରେ ନର୍ଲା, ମ ରାମପୁର, କେସିଙ୍ଗା ଓ କର୍ଲାମୁଣ୍ଡା ବ୍ଳକ ରୁ ୧୦୧ ଜଣ ରକ୍ତ ଦାତା ରକ୍ତ ଦାନ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କର୍ଲାମୁଣ୍ଡା ପଂଚାୟତ ଯୁବ ବିଜେଡ଼ି ସଭାପତି  ଶଙ୍କର ସାହୁ,ରିଂଜା ପଞ୍ଚାୟତ ଯୁବ ବିଜେଡି ସଭାପତି ଦୟାନିଧି ରଣା, ବ୍ଳକ ଯୁବ ବିଜେଡ଼ି ଉପ ସଭାପତି କପିନ୍ଦ୍ର ରଣା,ପୌରକେଲା ପଞ୍ଚାୟତ ପୂର୍ବତନ ସମିତି ସଭ୍ୟ  ସୀମାଞ୍ଚଲ ଭୋଇ,ବ୍ଳକ ମେଡିଆ ସେଲ ସଂଯୋଜକ ତ୍ରିଶଙ୍କ ରଣା,ପୌରକେଲା ପଞ୍ଚାୟତ ଯୁବ ବିଜେଡି ସଭାପତି ରବୀନ୍ଦ୍ର ଭୋଇ,ରେଗଡା ପଞ୍ଚାୟତ ଯୁବ ବିଜେଡ଼ି ସଭାପତି ଉତ୍ତମରଣା, ରିଷିଡା ପଞ୍ଚାୟତ ଯୁବ ବିଜେଡି ସଭାପତି ବବୁଲୁ ଦଣ୍ଡ ସେନା, ତେରେସିଙ୍ଗା ପଞ୍ଚାୟତ ଯୁବ ବିଜେଡ଼ି ସଭାପତି ପୁଷ୍ପ ମିତ୍ର ରଣା, ବ୍ଳକ ଯୁବ ବିଜେଡ଼ି ସାଧାରଣ ସମ୍ପାଦକ ଧନନ୍ତରୀ ସାହୁ, ଜିଲ୍ଲା ଛାତ୍ର ବିଜେଡ଼ି ସଂପାଦକ ଅଜୟ କୁମାର,ବିଜେଡି କର୍ମୀ ଅର୍ଜୁନ ସାହୁ,ରାମ ଗୋପଲ ସାହୁ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ରେ କଳାହାଣ୍ଡି ବ୍ଲଡ଼ ବ୍ୟାଙ୍କ କର୍ମଚାରୀ ମାନେ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like